ଭୁବନେଶ୍ୱର ଆରଟିଓ-୧ ପରିସରରୁ ଜବରଦଖଲ ଉଚ୍ଛେଦ

ଭୁବନେଶ୍ୱର, ୩୦।୯(ବ୍ୟୁରୋ): ଆର୍‌ଟିଓ ଅଫିସକୁ ଦଲାଲ ମୁକ୍ତ କରିବା ପାଇଁ ପ୍ରଶାସନ ପକ୍ଷରୁ ସୋମବାର ଭୁବନେଶ୍ୱର ଆର୍‌ଟିଓ-୧ ପରିସରରୁ ଜବରଦଖଲ ଉଚ୍ଛେଦ କରାଯାଇଛି। ବିଡିଏ ଓ କମିଶନରେଟ ପୋଲିସର ମିଳିତ ଉଦ୍ୟମରେ ଏହି କାର୍ଯ୍ୟ କରାଯାଇଛି। ବିଶେଷ କରି ଜେରକ୍ସ ଦୋକାନ, ନମ୍ବର ପ୍ଲେଟ, ହୋଟେଲ ଆଦି ୩୦ରୁ ଊଦ୍ଧର୍‌ବ ଦୋକାନକୁ ଭଙ୍ଗାଯାଇଛି। ଏହାସହ କୌଣସି ଅଘଟଣ ଆଶଙ୍କାରେ ବ୍ୟାପକ ପୋଲିସ ଫୋର୍ସ ମଧ୍ୟ ମୁତୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାଲୁକାକଳାରେ ଦେଶବାସୀଙ୍କୁ ସମ୍ବିଧାନ ଦିବସର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ଆଜି ୭୦ତମ ସମ୍ବିଧାନ ଦିବସ। ଏହି ଅବସରରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଏକ ବାଲୁକାକଳା କରି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସ୍ବତନ୍ତ୍ରତା,ସମାନତା...

ମୋଦି ସରକାରଙ୍କ ସଫଳତାକୁ ନେଇ ଗାଁକୁ ଯିବ ଭାଜପା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଓଡ଼ିଶାର ବିକାଶ ପାଇଁ ଗତ ୯ ବର୍ଷରେ ପର୍ଯ୍ୟାପ୍ତ ପରିମାଣର ଆର୍ଥିକ ଅନୁଦାନ ଦେଇଛନ୍ତି। ଏଥିସହିତ...

ମେ ଶେଷ ସୁଦ୍ଧା ସରିବ ଆଠଗଡ଼ ବସ୍‌ଷ୍ଟାଣ୍ଡ କାମ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଦ୍ୱାରା ଆଠଗଡ଼ ବସ୍‌ଷ୍ଟାଣ୍ଡର ନିର୍ମାଣ କାର୍ଯ୍ୟ ମେ ମାସ ଶେଷସୁଦ୍ଧା ସମ୍ପୂର୍ଣ୍ଣ ହେବ। ଗୁରୁବାର ଲୋକସେବା ଭବନରେ...

ନିୟମ ଭାଙ୍ଗି ଜରିମାନା ଦେଲେ ଚାନ୍ଦବାଲି ବିଧାୟକ

ପୁରୀ ଅଫିସ, ୭।୧୦: ଶ୍ରୀମନ୍ଦିର ସଂଲଗ୍ନ ନୋ ପାର୍କିଂ ଜୋନ୍‌ରେ ବୁଧବାର ନିୟମ ଉଲ୍ଲଂଘନ କରି ଚାନ୍ଦବାଲି ବିଧାୟକ ତଥା ବିଜେଡି ନେତା ବ୍ୟୋମକେଶ ରାୟ...

ବାରବାଟୀରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

କଟକ ଅଫିସ,୧୦।୬: ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୋଲିସ ଡିଜିପିି ସୁନୀଲ ବଂଶଲ।ତାଙ୍କ ସହ ପୋଲିସ କମିଶନର, ଆଇନଶୃଙ୍ଖଳା ଏଡିଜି,...

ରୁଚିକାଙ୍କୁ ନ୍ୟାୟ ଦାବିରେ ଛାତ୍ର କଂଗ୍ରେସ-ପୋଲିସ ଧସ୍ତାଧସ୍ତି

ଭୁବନେଶ୍ୱର,୫ା୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଏବେ ବିରୋଧୀ ଟାର୍ଗେଟ କରିବା ଆରମ୍ଭ କରି ଦେଇଛନ୍ତି। ଏପରିକି...

ବରଗଡରେ ସରକାରୀ କାର୍ଯ୍ୟ ଅଚଳ: ଧନୁଯାତ୍ରା ପାଇଁ ଦୋକାନ ବଜାର ଖୋଲା

ବରଗଡ ଅଫିସ,୮।୧: କେନ୍ଦ୍ରୀୟ ଟ୍ରେଡ୍‌ ୟୁନିଅନ ଆହ୍ବାନରେ କେନ୍ଦ୍ର ସରକାରଙ୍କ ଶ୍ରମିକ, ଚାଷୀମାରଣ ନୀତି, ଦରଦାମ ବୃଦ୍ଧି ବିରୋଧରେ ତଥା ୧୨ଦଫା ଦାବିରେ ଦିଆଯାଇଥିବା ଭାରତ...

କରୋନା କଟକଣା: ଫୁଲ ବ୍ୟବସାୟୀଙ୍କ ଦୁଃଖ ବଢ଼ିଲା

ଭୁବନେଶ୍ୱର, ୧୯।୪(ବ୍ୟୁରୋ): ଭୁବନେଶ୍ୱରରେ ପ୍ରତିଦିନ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ଫୁଲ କାରବାର ହୋଇଥାଏ। ସହରରେ ପାଖାପାଖି ୫ଶହ ବ୍ୟବସାୟୀ ଫୁଲ ବେପାର କରି ପରିବାର ଚଳାନ୍ତି।...

Advertisement
Archives

Model This Week