ଭୁବନେଶ୍ୱର କୋର୍ଟକୁ ସମ୍ପୂର୍ଣ୍ଣ ସାନିଟାଇଜ୍‌ କରିବାକୁ ଦାବି: ଆଇନଜୀବୀ ଆତଙ୍କିତ

ଭୁବନେଶ୍ୱର,୩।୪(ବ୍ୟୁରୋ): ପଞ୍ଚମ କରୋନା ସଂକ୍ରମିତ ସୂର୍ଯ୍ୟନଗରରେ ରହୁଥିବା ପ୍ରଦୀପ୍ତ ଦଳବେହେରାଙ୍କ ନାମକୁ ସାର୍ବଜନୀନ କରାଯିବା ପରେ ଏବେ ଭୁବନେଶ୍ୱର ବାର୍‌ର ଆଇନଜୀବୀମାନେ ଆତଙ୍କିତ ଅବସ୍ଥାରେ ଅଛନ୍ତି। କାରଣ ସଂକ୍ରମିତଙ୍କ ଭାଇ ଭୁବନେଶ୍ୱର କୋର୍ଟରେ ନୋଟାରି ଭାବେ କାର୍ଯ୍ୟ କରୁଛନ୍ତି। ସେ ତାଙ୍କ ସଂସ୍ପର୍ଶରେ ଆସିଥିବା ଆଇନଜୀବୀମାନେ ସନ୍ଦେହ କରୁଛନ୍ତି। ସେ ମାର୍ଚ୍ଚ ୨୧ ପର୍ଯ୍ୟନ୍ତ କାର୍ଯ୍ୟସ୍ଥଳରେ ରହି ବହୁ ଆଇନଜୀବୀ ଓ ନୋଟାରିଙ୍କ ସହ ମିଶିଥିବାରୁ ସମସ୍ତଙ୍କ ମଧ୍ୟରେ ଭାଳେଣି ପଡିଛି। ଇତିମଧ୍ୟରେ କେତେଜଣ ଆଇନଜୀବୀ ଟୋଲ୍‌ ଫ୍ରିନ ନଂ.୧୦୪କୁ କଲ୍‌ କରି ଆଇସୋଲେଶନରେ ରହିଥିବା ଜଣାଇଛନ୍ତି। ଭୁବନେଶ୍ୱର ବାର୍‌ର ସେକ୍ରେଟେରୀ ବିଶ୍ୱ ନାରାୟଣ ମହାନ୍ତି କହିଛନ୍ତି, ଶୁଣାଣି ପାଇଁ କୋର୍ଟକୁ ଏବେ ମୁଦାଲା ଓ ସେମାନଙ୍କ ସମ୍ପର୍କୀୟମାନେ ଆସୁଛନ୍ତି। ଫଳରେ ସେମାନଙ୍କ ସହ ଜେଲକୁ କରୋନା ସଂକ୍ରମଣ ବ୍ୟାପିବାର ଯଥେଷ୍ଟ ସମ୍ଭାବନା ରହିଛି। ତେଣୁ କୋର୍ଟକୁ ସମ୍ପୂର୍ଣ୍ଣ ସାନିଟାଇଜ୍‌ କରାଯିବା ସହ ପ୍ରଶାସନ ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri