ଭୁବନେଶ୍ୱର ଡମଣା ଅଞ୍ଚଳରୁ ଜଣେ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୮।୬(ବ୍ୟୁରୋ): ସୋମବାର ଖୋର୍ଦ୍ଧା ଜିଲାରୁ ଚିହ୍ନଟ ୧୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଭୁବନେଶ୍ୱରରୁ ଜଣେ ରହିଛନ୍ତି। ଆକ୍ରାନ୍ତ ଜଣଙ୍କ ଡମଣା ଅଞ୍ଚଳର ୨୫ ବର୍ଷୀୟ ଯୁବକ। ନିକଟରେ ସେ ମୁମ୍ବାଇରୁ ଫେରିଥିଲେ। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ସୂଚନା ମିଳିଛି। ତେବେ ନୂଆ ପଜିଟିଭକୁ ମିଶାଇ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୫୩ ଜଣ ସୁସ୍ଥ ହୋଇଥିବା ବେଳେ ୩୩ ଜଣ ଚିକିତ୍ସାଧୀନ ଅଛନ୍ତି। ୩ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣ୍ଡିଚାଯାତ୍ରା: ପହଣ୍ଡି ଆରମ୍ଭ

ପୁରୀ ଅଫିସ,୨୩।୬: ବିଶ୍ୱପ୍ରସିଦ୍ଧ ପୁରୀ ଗୁଣ୍ଡିଚାଯାତ୍ରା ମଙ୍ଗଳବାର ପ୍ରାତଃରୁ ଆରମ୍ଭ ହୋଇଯାଇଛି। ଭାଇ, ଭଉଣୀଙ୍କୁ ସାଙ୍ଗରେ ଧରି ମହାପ୍ରଭୁ ଜଗନ୍ନାଥ ୯ ଦିନ ପାଇଁ ମାଉସୀ...

ନକଲି ମହିଳା ଆଇପିଏସ୍‌ ଅଫିସର ଗିରଫ

ରାଉରକେଲା ଅଫିସ, ୧୯।୮-ରାଉରକେଲା ଉଦିତନଗର ପୋଲିସ ମଙ୍ଗଳବାର ଜଣେ ନକଲି ମହିଳା ଆଇପିଏସ୍‌ ଅଫିସରଙ୍କୁ ଧରିଛି। ବୁଧବାର ତାଙ୍କୁ ଗିରଫ କରାଯାଇଛି। ଏହି ମହିଳା ଜଣକ...

ଆଜି ରାଜ୍ୟରୁ ୧୩୪ ପଜିଟିଭ୍‌ ଚିହ୍ନଟ, କମୁନି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ସୋମବାର ରାଜ୍ୟରେ ୧୩୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୪୪୪ରେ ପହଞ୍ଚିଥିବା ରାଜ୍ୟ ସୂଚନା...

CORONAVIRUS UPDATE: ରାଜ୍ୟରେ ୬୨,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୨୨୪୪ ପଜିଟିଭ୍‌

ଭୁବନେଶ୍ୱର,୧୭ା୮(ବ୍ୟୁରୋ): ସୋମବାର ୨୯ ଜିଲାରୁ ୨୨୪୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬୨,୨୯୪ରେ ପହଞ୍ଚିଥିବା ରାଜ୍ୟ ସୂଚନା...

କଂଗ୍ରେସ ନେତା ହନୁମନ୍ଥ ରାଓ କରୋନା ସଂକ୍ରମିତ

ହାଇଦ୍ରାବାଦ,୨୧।୬: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ଭି ଅନୁମନ୍ଥା ରାଓ କରୋନାରେ ପୀଡ଼ିତ ହୋଇଥିବା ଜଣାପଡିଛି। ଟେଲିଫୋନ ଯୋଗେ...

ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୧ ହଜାର ଟପିଲା…

ନୂଆଦିଲ୍ଲୀ,୧୮।୪: ଦେଶରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟ ଆତଙ୍କ ସୃଷ୍ଟି ହୋଇଛି। କରୋନା ସଂକ୍ରମଣ...

ଶେରଗଡ଼ରେ ପ୍ରଧାନଶିକ୍ଷକଙ୍କର କରୋନାରେ ମୃତ୍ୟୁ: ଯୋଦ୍ଧା ଭାବେ ଗ୍ରହଣ କରିବାକୁ ଦାବି

ଶେରଗଡ଼,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଥୁରୁବୁରାଇ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଶିଷ୍ଠ କୁମାର ପ୍ରହରାଜଙ୍କର କରୋନାରେ ମଙ୍ଗଳବାର ସାରେ ମୃତ୍ୟୁ ଘଟିଛି। ସେ ଗତ...

ଦୂର ହେବ କରୋନା: ଦେଶର ପ୍ରଥମ ‘ପ୍ଲାଜମା ବ୍ୟାଙ୍କ’ର ଉଦ୍‌ଘାଟନ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨।୭: କରୋନା ରୋଗୀଙ୍କ ଚିକିତ୍ସା ପାଇଁ ପ୍ଲାଜମା ଥେରାପି ଭଲ କାମ କରୁଛି ବୋଲି କୁହାଯାଉଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ଦେଶର ପ୍ରଥମ ‘ପ୍ଲାଜମା...

Advertisement


Archives

Model This Week