ଭୁବନେଶ୍ୱର ଡୁମ୍‌ଡୁମା ସୁବାସ ନଗର ବସ୍ତିକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା

ଭୁବନେଶ୍ୱର,୨୦।୬(ବ୍ୟୁରୋ): ରାଜଧାନୀର ଡୁମଡୁମା ଅଞ୍ଚଳ ସୁବାସ ନଗର ବସ୍ତିକୁ ଶନିବାର କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ସୁବାସ ନଗର ବସ୍ତିରୁ ଏକାଧିକ କରୋନା ପଜିଟିଭ୍‌ ବାହାରିଛି। ଏପରିକି ସେମାନଙ୍କର କୌଣସି ଟ୍ରାଭେଲ୍‌ ହିଷ୍ଟ୍ରି ନାହିଁ। ଏହାକୁ ଦୃଷ୍ଟିରେ ରଖି ଡୁମ୍‌ଡୁମା ହନୁମାନ ମନ୍ଦିରରୁ ପ୍ଲଟ ନଂ ୩୨୩, ପ୍ଲଟ ନଂ ୩୨୩ରୁ ପ୍ଲଟ ନଂ ୨୬୧ଓ ୨୫୮, ପ୍ଲଟ ନଂ ୨୬୨ଓ ୨୫୮ରୁ ହନୁମାନ ମନ୍ଦିର ଯାଏ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ବିଏମ୍‌ସି କମିଶନର ପ୍ରେମାନନ୍ଦ ଚୌଧୁରୀ ଘୋଷଣା କରିଛନ୍ତି। ଏହି ଅଞ୍ଚଳରେ କଣ୍ଟେନ୍‌ମେଣ୍ଟ ପାଇଁ ଜାରି ସମସ୍ତ କଟକଣା ଲାଗୁ ହେବ। ଅଞ୍ଚଳରେ ଥିବା ସମସ୍ତ ଅଫିସ ବନ୍ଦ ରହିବ। ଏଣୁ ଲୋକମାନଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିରିଝୋଲି ହତ୍ୟାକାଣ୍ଡରେ ବଡ଼ ରାୟ, ବୁଡୁଙ୍କୁ ଆଜୀବନ….

ଗୁଣପୁର, ୭।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅତିରିକ୍ତ ଜିଲା ଜଜ୍‌ (ଏଡିଜେ) କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଗୁଣପୁର…

ଛାତିଥରା ହତ୍ୟାକାଣ୍ଡ; ସ୍ତ୍ରୀଙ୍କ ମୁଣ୍ଡକୁ କାଟି ଫ୍ରିଜରେ ରଖିଲେ ସ୍ବାମୀ, ଆଙ୍ଗୁଠିକୁ…..

ଗୁଆହାଟୀ,୭।୯: ଆସାମର ଗୁଆହାଟୀରୁ ସାମ୍ନାକୁ ଆସିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ । ବିବାହର ମାତ୍ର କିଛି ମାସ ପରେ ୨୫ ବର୍ଷୀୟା ରିୟା ତାଲୁକଦାରଙ୍କ ମୃତଦେହ ତାଙ୍କ…

ବିଲରେ କାମ କରୁଥିବା ବେଳେ ଦୁଇ ଭାଇଙ୍କ ଉପରେ ମାଡିବସିଲା ଭାଲୁ, ରକ୍ତ ଜୁଡୁବୁଡୁ…

ଆନନ୍ଦପୁର,୭।୯(ସୁଶାନ୍ତ କୁମାର ସାହୁ ): ଆନନ୍ଦପୁରରେ ଭାଲୁ ଉପଦ୍ରବ ଦେଖିବାକୁ ମିଳିଛି । ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଅବସ୍ଥାରେ…

ଧାନ ବିକ୍ରି ପାଇଁ ବଢୁଛି ଚାଷୀ ପଞ୍ଜୀକରଣ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭।୯: ଚଳିତ ଖରିଫ ଧାନ ବିକ୍ରି ପାଇଁ ରାଜ୍ୟରେ ରେକର୍ଡ ସଂଖ୍ୟକ ଚାଷୀ ନାଁ ପଞ୍ଜୀକରଣ କରିଥିବା ନେଇ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୋମବାର ଏକ…

ଦାରିଙ୍ଗବାଡ଼ିରେ ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ: ବାଲ୍ୟବିବାହ ରୋକିବା ଓ କନ୍ୟାରତ୍ନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଦାରିଙ୍ଗବାଡି,୭।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ମିଶନଶକ୍ତି ଗୃହ ପରିସର ମଧ୍ୟରେ ସୋମବାର ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲେ । ଏଥିରେ…

ସ୍କ୍ରବ୍‌ ଟାଇଫସ୍‌: ଏମାନଙ୍କ ସଂସ୍ପର୍ଶରେ ଆସିଲେ ହୋଇଥାଏ ଏହି ରୋଗ

ସ୍କ୍ରବ୍‌ ଟାଇଫସ୍‌ ଏକ ସଂକ୍ରାମକ ରୋଗ ଓ ଏହା ରିକେଟ୍‌ସିଆ ଗ୍ରୁପ୍‌ର ଜୀବାଣୁ ଓରିଏନସିଆ ସୁସୁଗାମୁଷି ଜୀବାଣୁ ଦ୍ୱାରା ହୋଇଥାଏ। ଏହି ଜୀବାଣୁ ଜଉପୋକ, ଲୁଣିଆ ପୋକ…

ବଡ଼ ଘୋଷଣା; ଛାତ୍ରୀଛାତ୍ର ଓଡ଼ିଆରେ ପଢ଼ିବେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ

ଭୁବନେଶ୍ୱର, ୭।୯: ଶିକ୍ଷା ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆସିବାକୁ ଯାଇଛି । ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ ହେବ । ମୁକ୍ତ ବିଦ୍ୟାଳୟରେ ମିଳିବ ମାଗଣା ଯୁକ୍ତ…

ଜାଣନ୍ତୁ କେମିତି ନିୟନ୍ତ୍ରଣରେ ରହିବ ବ୍ଲଡ୍‌ପ୍ରେସର

ରକ୍ତଚାପ ବା ବ୍ଲଡପ୍ରେସର ଦୁଇ ଭାଗରେ ବିଭକ୍ତ, ଯଥା- ଉଚ୍ଚ ରକ୍ତଚାପ ବା ହାଇ ବ୍ଲଡପ୍ରେସର, ଲୋ ବ୍ଲଡପ୍ରେସର ବା ନିମ୍ନ ରକ୍ତଚାପ। ବିଶେଷଭାବରେ ଲୋ ବ୍ଲଡପ୍ରେସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri