ଭୁବନେଶ୍ୱର, ଭଦ୍ରକ ୪୮ ଘଣ୍ଟା ସଟ୍‌ ଡାଉନ୍‌: ଔଷଧ ଦୋକାନକୁ ଛାଡ଼ି ବନ୍ଦ ରହିବ ଅନ୍ୟ ସମସ୍ତ ଦୋକାନ

ଭୁବନେଶ୍ୱର,୩।୪(ବ୍ୟୁରୋ): ଭୁବନେଶ୍ୱର, ଭଦ୍ରକ ଶୁକ୍ରବାର ସନ୍ଧ୍ୟା ୮ଟାରୁ ରବିବାର ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ସଟ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ଗ୍ରୋସରୀ, ଫଳ, ପରିବା, ମାଛ, ମାଂସ, ଅଣ୍ଡା, କ୍ଷୀର ଦୋକାନ ବନ୍ଦ ରହିବ। ଔଷଧ ଦୋକାନ ଖୋଲିଲେ ମଧ୍ୟ ଏହାର ସଂଖ୍ୟାକୁ କମାଇ ଦିଆଯିବ। କେଉଁ ଔଷଧ ଦୋକାନ ଖୋଲିବ ସେ ନେଇ ସ୍ଥାନୀୟ ଅଧିକାରୀ ନିଷ୍ପତ୍ତି ନେବେ। ଅତି ଜରୁରୀ ନ ଥିଲେ ହସ୍ପିଟାଲ ନ ଯିବାକୁ କହିଲେ ପୋଲିସ ଡିଭି ଅଭୟ ଶୁକ୍ରବାର ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ଅଭୟ କହିଛନ୍ତି, ଓଡ଼ିଶାର ଜନସାଧାରଣ ଲକ୍‌ଡାଉନ୍‌କୁ ସହଯୋଗ କରୁଛନ୍ତି। ୪୮ ଘଣ୍ଟା ପାଇଁ ସଟ୍‌ ଡାଉନ୍‌ରେ କର୍ଫ୍ୟୁ ଭଳି ପରିସ୍ଥିତି ରହିବ। ଲକ୍‌ଡାଉନ୍‌ ସମୟରେ ଖାଉଟି ସାମଗ୍ରୀ ଦୋକାନ ଖୋଲା ରହିଥିଲା। ମାତ୍ର ଆଗାମୀ ୪୮ ଘଣ୍ଟା ଏଗୁଡ଼ିକ ବନ୍ଦ ରହିବ। ଔଷଧ ଦୋକାନ ଖୋଲା ଉପରେ ମଧ୍ୟ ପ୍ରତିବନ୍ଧକ ଲଗାଯାଇଛି। କେତେ ଦୋକାନ ଖୋଲିବ ସେ ନେଇ ସ୍ଥାନୀୟ ଅଧିକାରୀ ନିଷ୍ପତ୍ତି ନେବେ। ଏହି ସମୟରେ ସାଧାରଣ ଅସୁସ୍ଥତା ଥିଲେ ଡାକ୍ତରଖାନା ଆସନ୍ତୁ ନାହିଁ। ଅପରପକ୍ଷେ ଜରୁରିକାଳୀନ ସ୍ଥିତିକୁ ଦୃଷ୍ଟିରେ ରଖି ସହରରେ ଆମ୍ବୁଲାନ୍ସ ସଂଖ୍ୟା ବଢ଼ାଇ ଦିଆଯାଇଛି। ବିଶେଷ ଅସୁବିଧା ହେଲେ ଆମ୍ବୁଲାନ୍ସ ସହ ଯୋଗାଯୋଗ କରନ୍ତୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ୧୯ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧ ଜଣ କ୍ୱାରେଣ୍ଟାଇନ୍‌ରୁ ଥିବା...

ସାଇଡ୍‌ମରାରୁ ଗଣ୍ଡଗୋଳ, ପାଟି ବନ୍ଦ କରିବାକୁ କହିବାରୁ ହତ୍ୟା

ଭୁବନେଶ୍ୱର,୧୩।୧(ବ୍ୟୁରୋ): ସୁନ୍ଦରପଦାର ଦୀପକ କୁମାର ରାଉତରାୟଙ୍କ ହତ୍ୟା ମାମଲାରେ ଏୟାରଫିଲ୍ଡ ଥାନା ପୋଲିସ ଆଉ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏଥିସହ ଘଟଣାର ରହସ୍ୟ ଉନ୍ମୋଚନ...

ସବୁ ବ୍ଲକ, ସବ୍‌ଡିଭିଜନରେ ମିଳିବ ଲର୍ନିଂ ଲାଇସେନ୍ସ

ଭୁବନେଶ୍ୱର,୨୫-୯(ବ୍ୟୁରୋ):ରାଜ୍ୟର ସବୁ ବ୍ଲକ ଏବଂ ସବ୍‌ଡିଭିଜନ ସ୍ତରରେ ଖୋଲିବ ଅସ୍ଥାୟୀ ଲର୍ନିଂ ଲାଇସେନ୍ସ କ୍ୟାମ୍ପ। ସେଠାରେ ଗାଡ଼ିଗୁଡ଼ିକ ପାଇଁ ପ୍ରଦୂଷଣ ସାର୍ଟିଫିକେଟ୍‌ ଦିଆଯିବାର ବ୍ୟବସ୍ଥା ହେବ...

ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ପିଅନ

ବାଲେଶ୍ୱର ଅଫିସ, ୩।୧୨: ଠିକାଦାରଙ୍କ ସିକ୍ୟୁରିଟି ଟଙ୍କା ଉଠାଣ ନିମନ୍ତେ କାଗଜପତ୍ର ଠିକ୍‌ କରିବା ପାଇଁ ୧ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ବାଲେଶ୍ୱର ରେଳଷ୍ଟେଶନ...

ରାଜ୍ୟରେ ୧୦୦ ତଳକୁ ଖସିଲା କରୋନା

ଭୁବନେଶ୍ୱର,୧୨।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୩ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୨୨ଜଣ ପିଲା ଅଛନ୍ତି। ସେହିପରି ୪୯ ଜଣ...

ସମସ୍ୟାରେ ଶତାୟୁ ଶିକ୍ଷାନୁଷ୍ଠାନ

ଢେଙ୍କାନାଳ ଅଫିସ,୨।୪: ଢେଙ୍କାନାଳର ଶତାୟୁ ଶିକ୍ଷାନୁଷ୍ଠାନ ବ୍ରଜନାଥ ବଡଜେନା ଉଚ୍ଚ ବିଦ୍ୟାଳୟ (ବି.ବି ହାଇସ୍କୁଲ) ସମ୍ପ୍ରତି ସମସ୍ୟା ଭିତରେ ଗତି କରୁଛି। ଏହି ଐତିହ୍ୟସମ୍ପନ୍ନ ପୁରାତନ...

ଧରାପଡ଼ିଲେ ବଳାତ୍କାରୀ

ବଡବିଲ,୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଝୁମ୍ପୁଡି ହଟିଂ ଅଞ୍ଚଳର ଜଣେ ଯୁବତୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ...

ବକେୟା ପଡ଼ିଲାଣି ୭୦ ଲକ୍ଷ, ମଧ୍ୟାହ୍ନଭୋଜନରେ ଅଣ୍ଡା ବନ୍ଦ

ଜୟପୁର,୧୮।୧(ଡି.ଏନ୍‌.ଏ.) ଫୌଜଦାରୀ ମାମଲାରେ କୋରାପୁଟ ଜିଲା ଶିକ୍ଷାଧିକାରୀ ଗିରଫ ଓ ନିଲମ୍ବିତ ହେବା ପରେ ମଧ୍ୟାହ୍ନଭୋଜନ ଖର୍ଚ୍ଚ ବାବଦକୁ ଟଙ୍କା ଉଠାଣ ହୋଇପାରୁ ନାହିଁ। ଫଳରେ...

Advertisement
Archives

Model This Week