ଭୁବନେଶ୍ୱର ମାର୍କେଟ ବିଲଡିଂ ସିଲ୍‌

ଭୁବନେଶ୍ୱର,୧୨।୬(ବ୍ୟୁରୋ)-ପ୍ରବଳ ଗହଳି ଯୋଗୁ ଶୁକ୍ରବାର ଭୁବନେଶ୍ୱର ମାର୍କେଟ ବିଲଡିଂକୁ ସିଲ୍‌ କରି ଦିଆଯାଇଛି। କରୋନା କଟକଣାର ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବାରୁ ଭୁବନେଶ୍ୱର ମହାନଗର ନିଗମ(ବିଏମସି)ର ଜୋନାଲ ଡେପୁଟି କମିଶନର ଏହାକୁ ସିଲ୍‌ କରିଛନ୍ତି। ଆସୁଥିବା ରଜ ପର୍ବ ତା ସହିତ ୨ ଦିନିଆ ଶଟଡାଉନ ଯୋଗୁ ସକାଳୁ ଗହଳି ପରିଲକ୍ଷିତ ହେଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ୟୁନିଭର୍ସିଟି ପ୍ରଫେସରଙ୍କୁ ହତ୍ୟା, ବାହାର ପଟୁ ତାଲା ଦେଇ….

ନୂଆଦିଲ୍ଲୀ,୫।୬:  ଦିଲ୍ଲୀ ୟୁନିଭର୍ସିଟିର ଜଣେ ପ୍ରଫେସରଙ୍କୁ ସେ ରହୁଥିବା ଏକ ଫ୍ଳାଟ୍‌ରେ ହତ୍ୟା କରାଯାଇଛି । ଦିଲ୍ଲୀ ଶିବାଜୀ କଲେଜରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା…

ବିଶ୍ବରେ ଚହଳ! ପୁଟିନ ମୋଦିଙ୍କ ପ୍ରଶଂସା କରିବା ପରେ ଟ୍ରମ୍ପ କହିଦେଲେ ଏତେ ବଡ଼ କଥା, ଫାଇଦା ଉଠାଇଛି….

ଓ୍ବାଶିଂଟନ,୫।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦି ଏବଂ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

NH କଡ଼ରେ ଛିଡ଼ା ହୋଇଥିବା ହାଇୱା ଭିତରୁ ମିଳିଲା ଯୁବକଙ୍କ ମୃତଦେହ, ପରିବାରର ହତ୍ୟା ଅଭିଯୋଗ

ଡେରାବିଶ, ୪।୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୫୩ ନମ୍ବର ଜାତୀୟ ରାଜପଥର ଲକ୍ଷ୍ମୀନାରାୟଣପୁର ଛକ…

ମା’ଙ୍କ ଶୁଦ୍ଧିକ୍ରିୟା ଭୋଜି ସରିଲା, ସନ୍ଧ୍ୟାରେ ଗାଁ ଶ୍ମଶାନରେ ଜଳିଲା ପୁଅର ଚିତା: ଫାସିଗୁଡ଼ା ଗ୍ରାମରେ ଶୋକାକୁଳ ପରିବେଶ

ଦିଗପହଣ୍ଡି,୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମର ଶରତ ଚନ୍ଦ୍ର ନାୟକ(୩୯) ଗୁରୁବାର ମଧ୍ୟାହ୍ନରେ କୌଣସି କାରଣରୁ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା…

62,81,17,91,250… ଏହା କୌଣସି ଫୋନ ନମ୍ବର ନୁହେଁ – ଏହା FIFA ବିଶ୍ୱକପ ପାଇଁ ପୁରସ୍କାର ରାଶି! କ୍ରିକେଟ ଜଗତ ବି ପଛରେ ରହିଯିବ

ନୂଆଦିଲ୍ଲୀ,୪।୬: ପ୍ରଥମ ନଜରରେ, ଏହି ଶିରୋନାମାଟିର ଆରମ୍ଭରେ ଆପଣଙ୍କୁ ଏହା ଏକ ମୋବାଇଲ ଫୋନ ନମ୍ବର ବୋଲି ଲାଗିପାରେ; ତଥାପି, ଏହା 2026 FIFA ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri