ଭୁବନ ଏନ୍‌ଏସି ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ

ଭୁବନ,୩୧।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ପକ୍ଷରୁ ଶନିବାର ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଭୋର ୫ଟାରେ ପ୍ରଭାତ ଫେରି କରାଯାଇଥିବା ବେଳେ ପୂର୍ବାହ୍ନ ୯ଟାରେ କାମାକ୍ଷାନଗର ଉପଜିଲାପାଳ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଏନ୍‌ଏସିର ଅଧିକାରୀ ପ୍ରମୋଦ କୁମାର ବରାଳ, ପୂର୍ବତନ ଅଧ୍ୟକ୍ଷ ନନ୍ଦ କିଶୋର ସାହୁ ଏବଂ ମହିଳା ସୟଂସହାୟକ ଗୋଷ୍ଠୀର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ। ପରେ କାଳିଜାରଠାରେ ଥିବା ବାଜି ରାଉତଙ୍କ ପ୍ରତିମୂର୍ତ୍ତିରେ ଅତିଥିମାନେ ମାଲ୍ୟାର୍ପଣ କରିବା ସହ ଡାକ୍ତରଖାନାରେ ରୋଗୀମାନଙ୍କୁ ଫଳ ବଣ୍ଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବି କଲା ଭାଜପା ମହିଳା ମୋର୍ଚ୍ଚା

ବଲାଙ୍ଗୀର ଅଫିସ, ୨୦।୧୦: ମମିତା ମେହେର ଅପହରଣ ଓ ହତ୍ୟା ମାମଲାକୁ ନେଇ ଭାଜପା ମହିଳା ମୋର୍ଚ୍ଚା ଓ ଏଆଇଡିଏସଓ ପକ୍ଷରୁ ବୁଧବାର ବଲାଙ୍ଗୀର ଏସ୍‌ପି...

ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ

ଭବାନୀପାଟଣା,୨୫।୧୦(ସ୍ବ.ପ୍ର): ସୋମବାର ୧୨ ଘଣ୍ଟିଆ କଳାହାଣ୍ଡି ଜିଲା ବନ୍ଦ ଡାକରା ଦିଆଯାଇଛି। ପଛୁଆବର୍ଗ ଜାତି ସମୂହ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ଜିଲାର...

ଭିଜିଲାନ୍ସ ଜାଲରେ ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ

ରାୟଗଡ଼ା ଅଫିସ,୯ା୧: ରାୟଗଡ଼ା ଜିଲା କୋଲନରା ବ୍ଲକର ସହକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ କିଶୋର ଚନ୍ଦ୍ର ନାୟକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିଃର୍ଭୂତ ସମ୍ପତ୍ତି...

ପାରାଦୀପ ବନ୍ଦରରେ ଲାଗିଲା ଜାହାଜ: ୧୫ କରୋନା ପଜିଟିଭ, ୨ ଗୁରୁତର

ପାରାଦୀପ,୨୯।୩(ସ୍ବ:ପ୍ର.): ପାରାଦୀପ ବନ୍ଦରକୁ ଆସିଥିବା ଏମ୍‌ଭି ଏପିଜେ କାୟର୍ସ ନାମକ ପଣ୍ୟବାହୀ ଜାହାଜରେ ଥିବା ୨୮ଜଣ ନାବିକଙ୍କ ମଧ୍ୟରୁ ୧୫ ଜଣଙ୍କ ଠାରେ କରୋନା ଭୂତାଣୁ...

କୃଷି କ୍ଷେତରେ ଜୈବିକ ଖତ ବ୍ୟବହାର ଉପରେ ଗୁରୁତ୍ୱ

ସୋନପୁର,୨୩।୧୦(ନି.ପ୍ର.)-ଭାରତ ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସାରର ଊପଯୁକ୍ତ ବ୍ୟବାହରକୁ ନେଇ ନୂଆଦିଲ୍ଲୀ ଠାରେ ପ୍ରଥମ କରି ଆରମ୍ଭ ହୋଇଥିବା ଜନସଚେତନତା...

ବିପୁଳ ପରିମାଣର ମଦ ଜବତ : ୪ ଗିରଫ

ଦାରିଙ୍ଗବାଡ଼ି,୧୨।୯(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଗୁରୁବାର ବିଭିନ୍ନ ସ୍ଥାନରେ ଅବକାରୀ ଚଢ଼ାଉ କରାଯାଇଛି। ଏହି ଚଢ଼ାଉ ସମୟରେ ବିଭିନ୍ନ ସ୍ଥାନରୁ ୯୨...

ସହରର ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ: କୌଣସି ସ୍ଥାନରେ ନାହିଁ ଡଷ୍ଟବିନ୍‌

ନୟାଗଡ଼ ଅଫିସ,୨୦ା୧୨: ନୟାଗଡ଼ ସହରରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ସହରର ବିଭିନ୍ନ ସ୍ଥାନରେ ପୂର୍ବରୁ ଡଷ୍ଟବିନ୍‌ ଥିବାବେଳେ ବର୍ତ୍ତମାନ ଏହାକୁ କାଢ଼ିନିଆଯାଇଛି। ଏ ନେଇ...

ଇଣ୍ଟିଗ୍ରେଟେଡ୍‌ ବିଏଡ୍‌, ଏମ୍‌ଏଡ୍‌ ପାସ୍‌ ପ୍ରମାଣପତ୍ରକୁ ଅଣଦେଖା: ପ୍ରତିବାଦରେ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ବାଲେଶ୍ୱର ଅଫିସ,୨୪।୭: ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସ୍‌ରେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌, ଏମ୍‌ଏଡ୍‌ ଯୋଗ୍ୟତା ହାସଲ କରିଥିବା ୧୫୦ ଛାତ୍ରୀଛାତ୍ର ଓଟିଇଟି, ସିଟିଇଟି, ଓଏସ୍‌ଏସ୍‌ଟିଇଟି, ଆଦର୍ଶ...

Advertisement
Archives

Model This Week