ଭୁଲରେ ବି ବର୍ଷାଦିନେ ଖାଆନ୍ତୁନି ବାଇଗଣ

ବର୍ଷାଦିନେ ଖାଦ୍ୟପେୟ ଉପରେ ଅଧିକ ଗୁରୁତ୍ୱ ଦେବାକୁ ଡାକ୍ତରମାନେ ପରାମର୍ଶ ଦେଇଥାନ୍ତି। କାରଣ ଏହି ଦିନଗୁଡିକରେ ସବୁଠାରୁ ଅଧିକ ସ୍ବାସ୍ଥ୍ୟ ସମସ୍ୟା ଉପୁଜିବାର ଆଶଙ୍କା ରହିଥାଏ। ଏହି ଦିନଗୁଡ଼ିକରେ ସୂର୍ଯ୍ୟକିରଣ କମ୍‌ ପଡ଼ୁଥିବାରୁ ସଂକ୍ରମଣ ହେବାର ଅଧିକ ଆଶଙ୍କା ଥାଏ। ତେବେ ଏହି ସମୟରେ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦେବା ସହ ଫଳ ଓ ପରିବା ସେବନ ଉପରେ ସାବଧାନତା ଅବଲମ୍ବନ କରିବା ଉଚିତ।

– ଆୟୁର୍ବେଦରେ ବର୍ଷାଦିନେ ବାଇଗଣ ଖାଇବା ଅନୁଚିତ ବୋଲି କୁହାଯାଇଥିବା ବେଳେ ଆଲର୍ଜି ହେଉଥିବା ଲୋକେ ଏହାଠାରୁ ଦୂରେଇ ରହିବା ଭଲ।

– ଗର୍ଭାବସ୍ଥାରେ ଏହାକୁ ଖାଇବା ଉଚିତ ହୋଇ ନ ଥାଏ। ଏହାକୁ ଖାଇବା ଫଳରେ ଅଧିକ ପରିସ୍ରା ଲାଗିଥାଏ, ଯାହା ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ହୋଇଥାଏ।

– ବିଷାଦଗ୍ରସ୍ତ ବ୍ୟକ୍ତି ଏହାକୁ ଖାଇବା ଅନୁଚିତ। କାରଣ ଏ ନେଇ ଖାଉଥିବା ଔଷଧ ପ୍ରଭାବକୁ ବାଇଗଣ କମ୍‌ କରିଥାଏ।

– ପାଚନତନ୍ତ୍ର କମ୍‌ଜୋର ଥିବା ବ୍ୟକ୍ତି ଏହାକୁ ଖାଇବା ଉଚିତ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ଜିଆର୍‌ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍‌ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ…

ଜିଲା ପରିଷଦ ସୋମନାଥଙ୍କ ଉଦ୍ୟମ ସଫଳ ହେଲା, ବଉଳା ନାଳ ଉପରେ ପୋଲ ନିର୍ମାଣ ପାଇଁ ମିଳିଲା ଅନୁମତି

ହାଟଡିହୀ/ଛେନାପଦୀ,୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳକୁ ଯୋଗାଯୋଗ ପାଇଁ ରାସ୍ତା ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିବା…

କେଉଁ ଦଳରେ ଯୋଗଦେବେ ହାର୍ଦ୍ଦିକ ପାଣ୍ଡ୍ୟା? କେତେ ମୂଲ୍ୟରେ…ଅଶ୍ୱିନ୍ କଲେ ବଡ଼ ଖୁଲାସା

ଚେନ୍ନାଇ,୭।୮: ଆଇପିଏଲ୍ ୨୦୨୬ ପରଠାରୁ ହାର୍ଦ୍ଦିକ ପାଣ୍ଡ୍ୟା ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ି ଅନ୍ୟ କୌଣସି ଦଳରେ ଯୋଗଦେବା ନେଇ କଳ୍ପନାଜଳ୍ପନା ଜାରି ରହିଛି। କିଛି ଲୋକଙ୍କ ମତରେ…

ସରପଞ୍ଚଙ୍କ ଆମରଣ ଅନଶନ ଚେତାବନୀ ପରେ ଆତ୍ମାହୁତି ଚେତାବନୀ, ପ୍ରଶାସନର ତତ୍ପରତା

ହାଟଡିହୀ/ଛେନାପଦୀ, ୭।୮ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ସରପଞ୍ଚଙ୍କ ଆମରଣ ଅନଶନ ପରେ ଆତ୍ମାହୁତି ଚେତାବନୀକୁ ନେଇ ପ୍ରଶାସନ ତରଫରୁ ତତ୍ପରତା ପ୍ରକାଶ ପାଇଛି। ଏହି ଘଟଣା ଏବେ…

Add-On Credit Card କ’ଣ? କିଏ କରିପାରିବେ ଏହାର ବ୍ୟବହାର, ଜାଣନ୍ତୁ ସମ୍ପୂର୍ଣ୍ଣ…

ନୂଆଦିଲ୍ଲୀ, ୭।୮: ଆଜିକାଲି ପରିବାରର ବିଭିନ୍ନ ଖର୍ଚ୍ଚ ଯେପରିକି ଘରୋଇ ବିଲ୍, ଶପିଂ, ଭ୍ରମଣ ଏବଂ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ଆଦି ଏକାଠି ପରିଚାଳନା କରିବା କଷ୍ଟକର…

ପ୍ରଦୀପଙ୍କୁ ସ୍ବାବଲମ୍ବୀ କରିଛି ଡ୍ରାଗନ ଫ୍ରୁଟ ଚାଷ

ଜି.ଉଦୟଗିରି,୭ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରି ବଜାର ଫୁଟପାଥରେ ଡ୍ରାଗନ ଫ୍ରୁଟ ବିକ୍ରି ହେଉଛି। ଏହାର କିଲୋ ୨୦୦ ଟଙ୍କା ରହିଥିଲେ ମଧ୍ୟ ଗ୍ରାହକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri