ଭୁଲିପାରୁ ନାହାନ୍ତି ପ୍ରିୟଙ୍କା

ପ୍ରିୟଙ୍କା ଚୋପ୍ରା ବଲିଉଡ୍‌ଠାରୁ ଦୂରେଇ ଗଲେଣି କହିଲେ କିଛି ଭୁଲ୍‌ ହେବନାହିିଁ। ନିକଟରେ ରିଲିଜ୍‌ ହୋଇଥିବା ‘ଭାରତ’ରେ ଅଭିନୟ କରିବାକୁ ତାଙ୍କୁ ଅଫର ମିଳିଥିଲା। ହେଲେ କେତେକ କାରଣରୁ ଏହାକୁ ସେ ହାତଛଡ଼ା କରିଥିଲେ। ହେଲେ ବଲିଉଡ୍‌ଠାରୁ ସେ ସମ୍ପୂର୍ଣ୍ଣ ଦୂରେଇ ଯାଇନାହାନ୍ତି ବୋଲି କହିଛନ୍ତି। ନିକଟରେ ଏକ କାର୍ଯ୍ୟକ୍ରମରେ ନିଜର ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ ପ୍ରିୟଙ୍କା କହିଥିଲେ ଯେ, ବଲିଉଡ୍‌ ଏବଂ ମୁଁ ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ ଭଳି। ଅବଶ୍ୟ ଏବେ ସାମୟିକ ସମୟ ପାଇଁ ମୁଁ ହିନ୍ଦୀ ଅଫରଗୁଡିକୁ ଗ୍ରହଣ କରିପାରିନି। ତେବେ ଆଗକୁ ଏ ନେଇ ନିଶ୍ଚୟ ଚିନ୍ତା କରିବି।’


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀ ସହ ଭାଇ ଦୁଜ ପାଳିଲେ କାର୍ତ୍ତିକ

ମୁମ୍ବାଇ: ଦୀପାବଳି ସେଲିବ୍ରେସନ ପରେ ଏବେ ବଲିଉଡ୍‌ରେ ଭାଇ ଦୁଜ ପାଳନ କରାଯାଇଛି। ଭାଇ ଭଉଣୀଙ୍କ ଭଲ ପାଇବାକୁ ପ୍ରତୀକ ଭାବେ ଜଣାଯାଉଥିବା ଏହି ପର୍ବକୁ...

ଭାଣିଜୀକୁ ବିବାହ କରିବାକୁ ଯାଉଛନ୍ତି ଏହି ପ୍ରସିଦ୍ଧ ଅଭିନେତା!

ବଲିଉଡ୍‌ ନିର୍ମାତା, ନିର୍ଦ୍ଦେଶକ ତଥା ଅଭିନେତା ପ୍ରଭୁ ଦେବା ରିଲେଶନ୍‌ସିପ୍‌କୁ ନେଇ ଏବେ ପୁଣିଥରେ ଚର୍ଚ୍ଚାକୁ ଆଶିଛନ୍ତି। ପ୍ରଭୁ ପୁଣିଥରେ ପ୍ରେମରେ ପଡ଼ିଯାଇଛନ୍ତି। ଖୁବ୍‌ଶୀଘ୍ର ସେ...

ହ୍ବିଲ୍‌ଚେୟାର୍‌ରେ ବସିଥିବା ନଜର ଆସିଲେ କପିଲ ଶର୍ମା

କମେଡିଆନ୍‌ କପିଲ ଶର୍ମା ମୁମ୍ବାଇ ବିମାନବନ୍ଦରରେ ଏକ ହ୍ବିଲ ଚେୟାର ବସିଥିବା ନଜର ଆସିଥିଲେ। ତାଙ୍କୁ ଦେଖି ପ୍ରଶଂସକ ଚିନ୍ତିତ ହୋଇଯାଇଛନ୍ତି। କପିଲ ବିମାନବନ୍ଦରରେ ମିଡିଆ...

ରିୟାଙ୍କ ଉପରେ ବର୍ଷିଲେ ସୁଶାନ୍ତଙ୍କ ଭଉଣୀ: କହିଲେ ‘ତୁମେ ସବୁ ସୀମା ପାର କଲଣି’

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ପ୍ରେମିକା ରିୟା ଚର୍କବର୍ତ୍ତୀଙ୍କୁ ପ୍ରମୁଖ ଦୋଷୀ ବୋଲି କୁହାଯାଉଛି। ପ୍ରଥମେ ମାମଲା ବମ୍ବେ ପୋଲିସ...

ଭାରତୀୟ ବାୟୁସେନାର ଗୌରବ କାହାଣୀ କହିବ ‘ବାଲାକୋଟ’: ବିବେକ

ମୁମ୍ବାଇ: ବଲିଉଡ୍‌ ଅଭିନେତା ବିବେକ ଓବରଏ କହିଛନ୍ତି ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ‘ବାଲାକୋଟ’ ଲକ୍ଷ ଲକ୍ଷ ପିଲାଙ୍କୁ ପ୍ରେରଣା ଯୋଗାଇବ। ଭାରତୀୟ ବାୟୁସେନା ଦ୍ୱାରା...

ମାଧୁରୀ-ସଲମାନଙ୍କ ଅଭିନୀତ ଫିଲ୍ମର ହୋଇପାରେ ସ୍ପେଶାଲ ସ୍କ୍ରିନିଂ

ମୁମ୍ବାଇ: ବଲିଉଡ୍‌ ନାୟିକା ମାଧୁରୀ ଦୀକ୍ଷିତ ଓ ନାୟକ ସଲମାନଙ୍କ ଅଭିନୀତ ଫିଲ୍ମ ‘ହମ୍‌ ଆପକେ ହୈ କୌନ’କୁ ପୂରିଛି ୨୫ ବର୍ଷ। ଏବେ ଏହି...

ଭାଇରାଲ ହେଉଛି ପ୍ରିୟଙ୍କାଙ୍କ ଭିଡିଓ

ମୁମ୍ବାଇ: ବଲିଉଡ୍‌ ଦେଶୀଗର୍ଲ ପ୍ରିୟଙ୍କା ଚୋପ୍ରାଙ୍କର ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ନିକଟରେ ସେ ‘ଦ ସ୍କାଏ ଇଜ୍‌ ପିଙ୍କ’ର ପ୍ରମୋଶନ ପାଇଁ...

କଳା ରଙ୍ଗର ଶାଢ଼ିରେ ଟିନାଙ୍କୁ ଦେଖି ହୃଦୟ ଦେଇ ବସିଥିଲେ ଅମ୍ବାନୀ ପରିବାରର ଏହି ଦାୟଦ, ହେଲେ ନିଜର କରିବା…

ବମ୍ବେ: ବ୍ୟବସାୟୀ ପରିବାରର ହୋଇଥିଲେ ହେଁ ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିଥିଲେ ଅନିଲ ଅମ୍ବାନୀ। ଏକ ବିବାହରେ ଅତିଥି ଭାବେ ଯୋଗ ଦେଇଥିଲେ ଟିନା। କଳା ରଙ୍ଗର...

Seven Jackpot
Advertisement


Archives

Model This Week

Why Dharitri