ଭୁଲ୍‌ରେ ବିମାନର ଇର୍ମଜେନ୍ସି ଡୋର୍‌ ଖୋଲିଲେ ଯାତ୍ରୀ

ଇସଲାମାବାଦ୍‌,୯।୬: ପାକିସ୍ତାନ ଏୟାର ଲାଇନ୍ସର ଜଣେ ଯାତ୍ରୀଙ୍କ ଯୋଗୁ ବିମାନ ଉଡାଣରେ ୭ ଘଣ୍ଟା ବିଳମ୍ବ ହୋଇଛି। ବ୍ରିଟେନ୍‌ର ମାଞ୍ଚେଷ୍ଟରରୁ ଇସଲାମାବାଦ୍‌ ଉଡାଣ କରୁଥିବା ବିମାନ ପିକେ-୭୦୨ର ଜଣେ ଯାତ୍ରୀ ଭୁଲରେ ଏହାର ଇର୍ମଜେନ୍ସି ଡୋର ଖୋଲି ଦେଇଥିଲେ। ବିମାନଟି ଏହି ସମୟରେ ରନ୍‌ଓ୍ବେରେ ଥିଲା। ଏହା ଜଣାପଡ଼ିବାପରେ ବିମାନରେ ଥିବା ୪୦ ଯାତ୍ରୀ ଏବଂ ତାଙ୍କର ଲଗେଜ୍‌ ବାହାର କରାଯାଇ ବିମାନର ଯାଞ୍ଚ୍‌ ହୋଇଥିଲା। ପରେ ବିମାନକୁ ଉଡାଣ କରିବାର ଅନୁମତି ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୋଜା ଚାଲିଛି କରୋନା ସଂକ୍ରମିତ ପ୍ରଥମ ବ୍ୟକ୍ତିଙ୍କୁ!

ବେଜିଂ,୯।୩: କରୋନା ଭାଇରସ ସାରା ବିଶ୍ୱରେ କାୟା ବିସ୍ତାର କରିଥିବା ବେଳେ ଏବେ ଚାଇନା କରୋନା ସଂକ୍ରମିତ ପ୍ରଥମ ବ୍ୟକ୍ତି ବା ଜିରୋ ପେସେଣ୍ଟଙ୍କୁ ଖୋଜୁଥିବା...

ମହାଭିଯୋଗ ଭୋଟିଂ ଆଜି

ଓ୍ବାଶିଂଟନ, ୧୩ା୧: ଆମେରିକାର କ୍ୟାପିଟୋଲ ବିଲ୍ଡିଂରେ ହିଂସାକାଣ୍ଡକୁ ଉସୁକାଇଥିବା ଅଭିଯୋଗରେ ବିଦାୟୀ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ବହିଷ୍କାର ପାଇଁ ନିମ୍ନ ସଦନରେ ମହାଭିଯୋଗ ଆଗତ ହୋଇସାରିଛି।...

ମାତ୍ର ୫ ମିନିଟରେ ଚିହ୍ନଟ ହେବେ କରୋନା ପଜେଟିଭ୍‌

ଓ୍ବାଶିଂଟନ,୨୮।୩: କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ପୃଥିବୀରେ ବଢ଼ିବାରେ ଲାଗିଛି। କରୋନା ପଜେଟିଭ୍‌ଙ୍କୁ ଚିହ୍ନଟ କରିବା ପାଇଁ ଲ୍ୟାବ୍‌ରେ କରାଯାଉଥିବା ସ୍ବାବ୍‌ ପରୀକ୍ଷାରେ ଅଧିକ...

ଆସିଲା ବାର୍ଡ ଫ୍ଲୁ: ୧୮ ଲକ୍ଷରୁ ଊର୍ଦ୍ଧ୍ୱ କୁକୁଡାଙ୍କୁ ମାରି ଦିଆଗଲା

ଟୋକିଓ,୧ ।୧୨: ପାଖାପାଖି ୧ ବର୍ଷ ହେବାକୁ ଯାଇଛି ସାରା ବିଶ୍ୱବାସୀ କରୋନା ଭାଇରସ ଭଳି ମହାମାରୀ ସହ ଲଢି ଚାଲିଛନ୍ତି । ଆଉ ଏବେ...

ରୁଷିଆ ସେନାଙ୍କ ତାଣ୍ଡବ: କ୍ୱିଭରୁ ମିଳିଲା ୪୧୦ ମୃତଦେହ, ଜେଲେନସ୍କି କହିଲେ ନରସଂହାର

କ୍ୱିଭ,୪ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ୪୦ ଦିନରେ ଲଗାତାର ଜାରି ରହିଥିବା ବେଳେ ୟୁକ୍ରେନର ରାଜଧାନୀ କ୍ୱିଭକୁ ନିଜ କବଜାକୁ ନେବାରେ ବିଫଳ ହୋଇଛି ରୁଷିଆ...

ଭାରତର ସମ୍ମାନ ବଢ଼ିଲା

ଓ୍ବାଶିଂଟନ,୨୩ା୧୦: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନ ଭାରତୀୟ ମୂଳ ନୀତି ବିଶେଷଜ୍ଞ ନୀରା ଟଣ୍ଡନଙ୍କୁ ହ୍ବାଇଟ୍‌ ହାଉସର କର୍ମଚାରୀ ସଚିବ ଭାବରେ ନିଯୁକ୍ତ ଦେଇଛନ୍ତି। ହ୍ବାଇଟ୍‌ ହାଉସର...

ଭାରତ ପାକିସ୍ତାନ ବିରୋଧରେ କେବେ କରିବ ସାମରିକ କାର୍ଯ୍ୟାନୁଷ୍ଠାନ ? ଆମେରିକା ଗୁପ୍ତଚର ରିପୋର୍ଟ…

ଓ୍ବାଶିଂଟନ/ନୂଆଦିଲ୍ଲୀ, ୧୨।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ପାକିସ୍ତାନ ବିରୋଧରେ ଭାରତର ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାର ସମ୍ଭାବନା ଅଧିକ। ଆମେରିକା ଇଣ୍ଟେଲିଜେନ୍ସ କମ୍ୟୁନିଟିର...

ଫସିଛନ୍ତି ହଜାରେ ଡ୍ରାଇଭର

ଟୋକିଓ,୧୯ା୧୨: ବରଫ ଝଡ଼ ଯୋଗୁ ଜାପାନର ବିଭିନ୍ନ ସ୍ଥାନରେ ବହୁ ଲୋକ ଫସିରହିଛନ୍ତି। ୧୦,୦୦୦ରୁ ଊର୍ଦ୍ଧ୍ୱ ଘରର ବିଦ୍ୟୁତ୍‌ ସଂଯୋଗ କଟିଯାଇଛି। ରାଜଧାନୀ ଟୋକିଓ ସହ...

Advertisement
Archives

Model This Week