ଭୁଲ୍‌ କଲେ ବି ଖୁବ୍‌ ସୁନ୍ଦର ଲାଗନ୍ତି କରିନା: ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ବେବୋ କରିନା କପୁର ଖାଁ ଓ ଖିଲାଡି ବୟ ଅକ୍ଷୟ କୁମାରଙ୍କ ଯୋଡିଙ୍କୁ ପୁଣିଥରେ ଦେଖିବାକୁ ମିଳିବ। ଫିଲ୍ମ ‘ଗୁଡ୍‌ ନ୍ୟୁଜ’ରେ ଆସିବେ ଏହି ଯୋଡି। ଏବେ ଏହାର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି କଳାକାରମାନେ। ପୂର୍ବରୁ ମଧ୍ୟ ଏହିଯୋଡି ‘ଏତରାଜ’, ‘ଅଜନବି’,‘ଟସନ’ ଆଦି ଫିଲ୍ମରେ ଆସି ଦର୍ଶକଙ୍କ ଦିଲ୍‌ ଜିତିଛନ୍ତି। ନିକଟରେ ଏକ ସାକ୍ଷାତ୍‌କାରରେ ଅକ୍ଷୟ ନିଜ ଅପ୍‌ କମିଙ୍ଗ ଫିଲ୍ମ ବିଷୟରେ ଆଲୋଚନା କରିବା ସହ କରିନାଙ୍କ ବିଷୟରେ ମଧ୍ୟ ମନ ଖୋଲି କଥା ହୋଇଛନ୍ତି। ସେ କହିଛନ୍ତି କରିନାଙ୍କ ସହ କାମ କରିବା ଅର୍ଥ ପିକ୍‌ନିକ୍‌ କରିବା ସହ ସମାନ। ଆଉ ଯଦିଓ ସେ କେବେ ଭୁଲ୍‌ କରିଦିଅନ୍ତି ତା’ପରେ ସେ ଅଧିକ ସୁନ୍ଦର ଲାଗନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତୁ ଆମିରଙ୍କ ଭାବିଜ୍ୱାଇଁ ନୁପୁର କିଏ?ଆୟରାଙ୍କୁ ବିବାହ କରିବାକୁ କରିଛନ୍ତି ପ୍ରପୋଜ…

ବମ୍ବେ: ଦୀର୍ଘଦିନର ପ୍ରେମ ସମ୍ପର୍କ ପରେ ବିବାହ କରିବାକୁ ସହମତି ପ୍ରକାଶ କରିଛନ୍ତି ବଲିଉଡ ସୁପରଷ୍ଟାର ଆମିର ଖାଁଙ୍କ ଝିଅ ଆୟରା। ଖୁବ୍‌ଶୀଘ୍ର ନୁପୁର ଶିଖରଙ୍କର...

ନାୟକର ନଁ। ଦେବଦାସ

ବିଗ୍‌ ବଜେଟ ଓଡ଼ିଆ ଚଳଚ୍ଚିତ୍ର ‘ନାୟକର ନଁ। ଦେବଦାସ’ ଚଳିତ ମାସ ୯ ତାରିଖରେ ପରଦା ଉପରକୁ ଆସୁଛି। ଚିତ୍ରଟିର ଟାଇଟଲ ଭୂମିକାରେ ଅଭିନୟ କରିଛନ୍ତି...

ଅଭିନେତ୍ରୀ ନୁହନ୍ତି ସ୍ତ୍ରୀ, ମା’ ହୋଇ ଜୀବନ ବିତାଇବାକୁ ଚାହୁଁଥିଲେ ରେଖା

ରେଖା ବଲିଉଡର ଏପରି ଜଣେ ଅଭିନେତ୍ରୀ, ଯାହାଙ୍କୁ ଲକ୍ଷ ଲକ୍ଷ ଦର୍ଶକ ପସନ୍ଦ କରନ୍ତି। ତାଙ୍କ ଅଭିନୟକୁ ପ୍ରଶଂସକ ଖୁବ ପସନ୍ଦ କରନ୍ତି। ତାଙ୍କ ଫିଲ୍ମ...

ଝିଅ ଭାମିକାଙ୍କୁ ନେଇ ଏମିତି ପ୍ରତିଜ୍ଞା କଲେ ଅନୁଷ୍କା

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ କ୍ରିକେଟର ବିରାଟ କୋହଲି ଆଜିକାଲି ମାଲଦ୍ୱୀପରେ ଛୁଟି କାଟୁଛନ୍ତି। ଉଭୟ ସୋସିଆଲ୍‌ ମିଡିଆରେ ପ୍ରଶଂସକଙ୍କ ସହ ଫଟୋ ଶେୟାର...

ଅଟୋରେ ଗଲେ ମଲାଇକା

ମୁମ୍ବାଇ: ବଲିଉଡ୍‌ ଫିଟ୍‌ନେସ୍‌ କୁଇନ୍‌ ମଲାଇକା ଆରୋରା ଏବେ ଲକ୍ଜରିୟସ କାର୍‌ ଛାଡି ଅଟୋରେ ଯାତ୍ରା କରିଛନ୍ତି। ନିଜର ଷ୍ଟାଇଲିସ୍‌ ଲୁକ୍‌ ପାଇଁ ଚର୍ଚ୍ଚାରେ ରହୁଥିବା...

ଫିଟ୍‌ନେସ୍‌ ପାଇଁ ସିରିୟସ୍‌

ବାବୁସାନ ମହାନ୍ତି। ଓଡ଼ିଆ ସିନେ ଜଗତର ଜଣେ ଆଗଧାଡ଼ିର ଅଭିନେତା। କେବଳ ଜଣେ ଅଭିନେତା ନୁହେଁ ଜଣେ ଭଲ ଗାୟକ ମଧ୍ୟ। ନିଜର ଅଭିନୀତ ଅନେକ...

ମା’ଙ୍କ ମୃତ୍ୟୁର ଦିନକ ପରେ କରୋନାରେ ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତା

ଭାରତରେ କରୋନା ସଂକ୍ରମଣ ପୁଣିଥରେ ବୃଦ୍ଧି ପାଇବାରେ ଲାଗିଛି। ଅନେକ ରାଜ୍ୟରେ ହଠାତ୍‌ କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ଘଟୁଛି। ମଙ୍ଗଳବାର ହିମାଚଳପ୍ରଦେଶରେ କରୋନାରେ ୧୨ଜଣଙ୍କର...

କୋହଲିଙ୍କୁ ଆଲିଙ୍ଗନ କଲେ ରଣବୀର

ଲଣ୍ଡନ, ୧୭।୬: ଇଂଲଣ୍ଡରେ ଚାଲିଥିବା କ୍ରିକେଟ ବିଶ୍ୱକପର ଏକ ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ୮୯ ରନ୍‌ରେ ପରାସ୍ତ କରିଛି। ରବିବାର ଅନୁଷ୍ଠିତ ଏହି ହାଇଭୋଲଟେଜ୍‌ ମ୍ୟାଚ୍‌...

Advertisement
Archives

Model This Week