ଭୁଲ୍‌ ଟୁଇଟ୍‌ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୨ା୪(ପି.ଟି.): ଶ୍ରୀଲଙ୍କାରେ ଇଷ୍ଟର ପାଳନ ବେଳେ ଆତଙ୍କବାଦୀଙ୍କ ଆକ୍ରମଣ ଯୋଗୁ ୨୧୫ ନିହତ ଓ ୫୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବାବେଳେ ଏହାକୁ ନେଇ ଶୋକବ୍ୟକ୍ତ କରିବାକୁ ଯାଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭୁଲ୍‌ ଟୁଇଟ୍‌ କରିଛନ୍ତି। ଟ୍ରମ୍ପ୍‌ ନିଜ ଟୁଇଟର୍‌ ଆକାଉଣ୍ଟରେ ଲେଖିଛନ୍ତି, ଶ୍ରୀଲଙ୍କାରେ ବିସ୍ଫୋରଣରେ ଅନୂ୍ୟନ ୧୩୮ ନିୟୁତ ପ୍ରାଣ ହରାଇଛନ୍ତି ଓ ୬୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତକଙ୍କୁ ଆମେରିକାବାସୀଙ୍କ ପକ୍ଷରୁ ସମବେଦନା ଜଣାଉଛି। ଶ୍ରୀଲଙ୍କାକୁ ସାହାଯ୍ୟ ପାଇଁ ଆମେ ପ୍ରସ୍ତୁତ!


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ମଝି ଆକାଶରେ ଗାଏବ ହେଲା ଆମେରିକାର ୧୬୦୦ କୋଟିର ଡ୍ରୋନ! ରହସ୍ୟମୟ ଭାବରେ ହର୍ମୁଜ ଉପରେ ହୋଇଗଲା ଅଦୃଶ୍ୟ

ଓ୍ବାଶିଂଟନ୍‌,୧୦।୪: ଆଜି ହର୍ମୁଜ ପ୍ରଣାଳୀ ଉପରେ ଏକ ସ୍ବତନ୍ତ୍ର ଆମେରିକା ନୌସେନା ନିରୀକ୍ଷଣ ଡ୍ରୋନ, MQ-4C ଟ୍ରାଇଟନ ହଠାତ୍‌ ଅଦୃଶ୍ୟ ହୋଇଯାଇଛି। ଏହି ଡ୍ରୋନଟିକୁ ଆମେରିକାର ସବୁଠାରୁ…

ଯୁଦ୍ଧବିରତି ପରେ ଇରାନର ସୁପ୍ରିମ ଲିଡର୍‌ ମୋଜତାବା ଖାମେନେଇଙ୍କ ଭୟଙ୍କର ବୟାନ, ଆମେରିକା-ଇସ୍ରାଏଲ ଶୁଣିଲେ…

ତେହରାନ୍‌,୧୦।୪: ଆମେରିକା ସହିତ ଯୁଦ୍ଧବିରତି ପରେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ତାଙ୍କର ପ୍ରଥମ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ…

ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଇରାନର ବଡ଼ ନିଷ୍ପତ୍ତି: ରଖିଲା ଏମିତି ସର୍ତ୍ତ, ବିଶ୍ୱ ବଜାରରେ ହଇଚଇ

ଓ୍ବାଶିଂଟନ୍‌,୧୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ ବିଶ୍ୱ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ ତେଲ ଏବଂ ଗ୍ୟାସ…

ବଢିଲା ଆମେରିକାର ଟେନ୍‌ସନ: ଯୁଦ୍ଧ ମଧ୍ୟରେ ଜିନପିଙ୍ଗଙ୍କ ଆଗରେ ମୁଣ୍ଡ ନୁଆଁଇବେ ଟ୍ରମ୍ପ, ଜାଣନ୍ତୁ କାହିଁକି…

ଓ୍ବାଶିଂଟନ୍‌,୧୦।୪: ଇରାନ ସହିତ ଯୁଦ୍ଧ କେବଳ ଗୋଳାବାରୁଦ ଏବଂ କ୍ଷେପଣାସ୍ତ୍ର ନଷ୍ଟ କରିନଥିଲା, ବରଂ ଏକ ଦୁର୍ବଳତାକୁ ମଧ୍ୟ ପ୍ରକାଶ କରିଥିଲା ଯାହାକୁ ଆମେରିକା ଆଉ ଅଣଦେଖା…

ହର୍ମୁଜ ବନ୍ଦ, ପୁଣିଥରେ ବୃଦ୍ଧି ପାଇଲା ତୈଳ ଦର, ଜାଣନ୍ତୁ କେତେ ରହିଛି ଆଜି…

ଓ୍ବାଶିଂଟନ୍‌,୧୦।୪: ପଶ୍ଚିମ ଏସିଆର ପରିସ୍ଥିତି ପୁଣି ଥରେ ଏକ ଅସ୍ଥିର ସ୍ଥିତିରେ ପହଞ୍ଚିଛି। ଆମେରିକା, ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧବିରତି ଦୁର୍ବଳ ହେଉଥିବା ପରି ମନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri