ଭୁଲ, ଗୁଜବ ଖବର ନ ଦେବାକୁ ଗଞ୍ଜାମ ଜିଲାପାଳଙ୍କ ଅନୁରୋଧ: ସତ୍ୟ ପ୍ରମାଣ ସହ ଖବର ପ୍ରକାଶ କରିବାକୁ ପରାମର୍ଶ

ଛତ୍ରପୁର, ୫।୫(ଡି.ଏନ୍‌.ଏ.): ପ୍ରିଣ୍ଟ, ଇଲେକ୍‌ଟ୍ରୋନିସ୍‌ ଏପରିକି ସୋସିଆଲ ମିଡିଆରେ କରୋନାକୁ ନେଇ କେହି ଭୁଲ ତଥା ତଥା ଗୁଜବ ଖବର ଦିଅନ୍ତୁ ନାହିଁ। ଏପରି କଲେ କାହାରିକୁ ଛାଡ଼ିବୁ ନାହିଁ। ମଙ୍ଗଳବାର ସମସ୍ତ ବିଡିଓ ଓ ଅଧିକାରୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂରେ ଆୟୋଜିତ ବୈଠକରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏପରି କହିଛନ୍ତି। ସେ କହିଛନ୍ତି ଯେ, ଭୁଲ ତଥ୍ୟ ପରିବେଷଣ କଲେ ଲୋକଙ୍କ ପାଇଁ ସମସ୍ୟା ଉପୁଜିବ। ସତ୍ୟ ପ୍ରମାଣ ସହ ଖବର ପ୍ରକାଶ କରନ୍ତୁ ଏବଂ ଲୋକଙ୍କୁ ଭୁଲ ସୂଚନା ଦିଅନ୍ତୁ ନାହିଁି ବୋଲି ଜିଲାପାଳ ଅନୁରୋଧ କରିଛନ୍ତି। ଏଥିସହ କରୋନା ମୁକାବିଲା ନେଇ ମିଡିଆର ଭୂମିକା ପ୍ରଶଂସନୀୟ ବୋଲି ସେ କହିଛନ୍ତି। ଏ ସମ୍ପର୍କରେ ମିଡିଆ ପ୍ରତିନିଧିଙ୍କୁ ଜଣାଇବାକୁ ଜିଲାପାଳ ବିଡିଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ଗୁଜବ, ମିଥ୍ୟା ପ୍ରଚାର କରୁଥିବା ଲୋକଙ୍କୁ ଚି଼ହ୍ନଟ କର ଏବଂ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ପାସ୍‌ପୋର୍ଟ ଫି’ ୨୫୦୦ ଟଙ୍କାକୁ ବୃଦ୍ଧି, ତତ୍କାଳ ପାଇଁ ଦେବାକୁ ପଡ଼ିବ ୫ ହଜାର

ନୂଆଦିଲ୍ଲୀ,୨୬ା୬(ପି.ଟି.): କେନ୍ଦ୍ର ସରକାର ଦେଶରେ ପାସ୍‌ପୋର୍ଟ ପ୍ରସ୍ତୁତି ଏବଂ ଏହାର ନବୀକରଣ (ରି-ଇସ୍ୟୁ) ଫି’ରେ ବଡ଼ଧରଣର ବୃଦ୍ଧି କରିଛନ୍ତି । ୧୯୮୦ ମସିହାର ‘ପାସ୍‌ପୋର୍ଟ ନିୟମାବଳୀ’ରେ ସଂଶୋଧନ…

କ୍ୟାନ୍‌ସର ଔଷଧ, ଟିକା, ଆଣ୍ଟିବାୟୋଟିକ୍‌ରେ ‘କ୍ୟୁଆର୍‌ କୋଡ୍‌’ ବାଧ୍ୟତାମୂଳକ, ଜୁଲାଇ ୧ରୁ ପ୍ରଥମ ପର୍ଯ୍ୟାୟ ନିୟମ ଲାଗୁ

ନୂଆଦିଲ୍ଲୀ,୨୬ା୬(ପି.ଟି.): ଦେଶରେ ନକଲି ଏବଂ ନିମ୍ନମାନର ଔଷଧର ବେଆଇନ କାରବାରକୁ ରୋକିବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବର୍ତ୍ତମାନ ସମସ୍ତ ପ୍ରକାର ଆଣ୍ଟିବାୟୋଟିକ୍‌…

ହଠାତ୍‌ ନାବାଳିକଙ୍କ ହେଲା ପ୍ରସବ ବେଦନା: ମେଡିକାଲ ନେବାରୁ…

ଫୁଲବାଣୀ,୨୬ା୬(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ଟିକାବାଲି ବ୍ଲକ ଅଞ୍ଚଳରେ ଜଣେ ନାବାଳିକା କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି I ୧୭ ବର୍ଷୀୟା ଏହି ନାବାଳିକା ଜଣକ ଭୁବନେଶ୍ୱର…

ଷ୍ଟାଣ୍ଡିଙ୍ଗ କମିଟି ଗଠନ କଲେ ବାଚସ୍ପତି: କେଉଁ ନେତାଙ୍କୁ କି ଦାୟିତ୍ୱ ମିଳିଲା, ଦେଖନ୍ତୁ ଲିଷ୍ଟ…

ଭୁବନେଶ୍ୱର,୨୬।୬: ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠନ କଲେ ବାଚସ୍ପତି। ୩୫ରୁ ଅଧିକ ପିଏସି କମିଟି ଓ ୧୦ଟି ଷ୍ଟାଣ୍ଡିଂ କମିଟି ଗଠନ କରାଯାଇଛି।…

ମା’ଙ୍କୁ କାଠଫାଳିଆରେ ପିଟିପିଟି ଲହୁଲୁହାଣ କଲେ ପୁଅ: ଆଉ ତା’ପରେ ଘଟିଲା…

ଉଦଳା,୨୬।୬(ସନ୍ତୋଷ କୁମାର ବାଛିନି): ଜନ୍ମ କଲା ପୁଅ ସାଜିଲା ଅମଣିଷ। ଅତି ନିର୍ମମ ଭାବେ ମା’ଙ୍କୁ ବାଡେଇ ଲହୁଲୁହାଣ କଲେ ପୁଅ। ନିଶା ଖାଇ ଆସି କାଠ…

ଘରୁ ଡାକି ନେଇ ଯୁବକଙ୍କୁ ହତ୍ୟା ଅଭିଯୋଗ, ଥାନା ଘେରାଉ କଲେ ୨ଶହରୁ ଊର୍ଦ୍ଧ୍ୱ ଗ୍ରାମବାସୀ

ଧାମନଗର,୨୬।୬ (କାଳନ୍ଦି ବେହେରା): ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତର ଷାଠିବାଙ୍କୁଡା ଗାଁରେ ଜଣେ ଯୁବକଙ୍କୁ ଘରୁ ଡାକି ନେଇ ହତ୍ୟା କରାଯାଇଥିବା ନେଇ ପରିବାର ଓ…

ସୁନା ଦର ବୃଦ୍ଧିରୁ ‘ଫିଫା ଟ୍ରଫି’ ମୂଲ୍ୟ ୨ ଗୁଣରୁ ଅଧିକ

ନୂଆଦିଲ୍ଲୀ,୨୬।୬(ପି.ଟି.): ବିଶ୍ୱ ବଜାରରେ ସୁନା ଦରର ପ୍ରବଳ ବୃଦ୍ଧି ଯୋଗୁ ଫିଫା ବିଶ୍ୱକପ୍‌ ଟ୍ରଫିର ଧାତବ ବଜାର ମୂଲ୍ୟରେ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି । ଆର୍ଥିକ…

ଗେଟ୍‌କୁ ବି ଛାଡିଲେନି, ଅର୍ଦ୍ଧନିର୍ମିିତ କଲ୍ୟାଣ ମଣ୍ଡପର ସାମ୍ନା ଗେଟ୍‌କୁ ଚୋରି କରିନେଲେ, ଧରାପଡିବା ପରେ…

ଛତ୍ରପୁର, ୨୬।୬(ଦିଲ୍ଲୀପ ସାମଲ): ଏକ ଚୋରି ମାମଲାରେ ସାମଗ୍ରୀ ଜବତ ସହିତ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଛତ୍ରପୁର ଥାନା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri