ଭୁଶୁଡ଼ିଲା କୋର୍ଟ ପାଚେରି, ନିମ୍ନମାନର କାର୍ଯ୍ୟ ହୋଇଥିବା ଅଭିଯୋଗ

ବସ୍ତା, ୧୭।୯(ସ୍ବ.ପ୍ର.)-ବସ୍ତା ବ୍ଲକର ବାହାର୍ଦ୍ଦାଠାରେ ଥିବା କୋର୍ଟ ପାଚେରି ଭୁଶୁଡି ପଡ଼ିଛି। ଗତ ୬ ମାସ ପୂର୍ବରୁ ଏହି ପାଚେରି ୪ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାରେ ନିର୍ମାଣ ହୋଇଥିଲା। ନିମ୍ନମାନର କାର୍ଯ୍ୟ ଯୋଗୁ ଏହି ପାଚେରି ଭୁଶୁଡ଼ି ପଡ଼ିଥିବା ବାର୍‌ ଆସୋସିଏଶନର ଉପସଭାପତି ପ୍ରଶାନ୍ତ କୁମାର ପଟ୍ଟାୟତ ଅଭିଯୋଗ କରିଛନ୍ତି। କୋର୍ଟ ଭଳି ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ନିର୍ମାଣ କାର୍ଯ୍ୟ ଅତି ନିମ୍ନମାନର ହେଉଥିବାରୁ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ଦାଇଲାଣି କଳାବଜାର

ଖମାର, ୯।୫ – କରୋନା ମହାମାରୀ ଆତଙ୍କ ଭିତରେ ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧି ଖାଉଟିଙ୍କୁ କନ୍ଦାଇଲାଣି। ଗତ ସପ୍ତାହକ ଭିତରେ ରାଶନ, ପରିବା ସମେତ ସମସ୍ତ...

ଆଗୁଆ ଦରମା ଦେଲା ନର୍ଭେରାମ

ଓଡ଼ାପଡ଼ା, ୨୭।୩(ଡି.ଏନ.ଏ):ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଗୁଣ୍ଡିଚାପଡ଼ାସ୍ଥିତ ନର୍ଭେରାମ ପାୱାର ଆଣ୍ଡ୍‌ ଷ୍ଟିଲ କମ୍ପାନୀ ପକ୍ଷରୁ କୋଭିଡ୍‌-୧୯କୁ ନଜରରେ ରଖି ବିଭିନ୍ନ ପ୍ରତିଷେଧମୂଳକ ବ୍ୟବସ୍ଥା ଗ୍ରହଣ...

ପାୱାର ଚ୍ୟାନେଲରୁ ମହିଳାଙ୍କ ମୃତଦେହ ଉଦ୍ଧାର

ଭବାନୀପାଟଣା, ୩୧ା୧୦ (ଡି.ଏନ୍‌.ଏ.)-ଶୁକ୍ରବାର ଇନ୍ଦ୍ରାବତୀ ପାୱାର ଚ୍ୟାନେଲ ଧନସୁଲି ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଜୟପାଟଣା ଥାନା ଧନସୁଲି ପଞ୍ଚାୟତ...

ବିଶୋଧନ ହେଲା ଏସ୍‌ସିବି ପରିସର

କଟକ ଅଫିସ,୫।୭- କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଏବଂ ହସ୍ପିଟାଲରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି...

୧୭ ହାତୀଙ୍କ ଉତ୍ପାତ, ନାକେଦମ ବନ ବିଭାଗ

ଚମ୍ପୁଆ,୮।୫: କେନ୍ଦୁଝର ଜିଲା ଚମ୍ପୁଆ ବନାଞ୍ଚଳ ଅଧୀନ ଚମ୍ପୁଆ ଓ ଉଖୁଣ୍ଡା ଅଞ୍ଚଳରେ ୬ଦିନ ଧରି ହାତୀ ପଲଙ୍କ ଉପତ୍ାତ ଜାରି ରହିଛି। ଏଥିରେ ବନ...

ପୁରୁଷୋତ୍ତମପୁର ସହର ଜନଶୂନ୍ୟ

ପୁରୁଷୋତ୍ତମପୁର,୨୪।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ସପ୍ତାହାନ୍ତ ଶଟ୍‌ଡାଉନ୍‌ ଲାଗି ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଏହା କଡ଼ାକଡ଼ି...

ଗଛ-ଗୀତା ମାଧ୍ୟମରେ ବିଦାୟ ଦେଲେ ସରପଞ୍ଚ, ଭାବବିହ୍ବଳ ହେଲେ ପ୍ରବାସୀ

ଖଇରା,୬।୬(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ନହଙ୍ଗ ପଞ୍ଚାୟତ ସରପଞ୍ଚ ରାଜଶ୍ରୀ ଦାସ ଶନିବାର ଗୀତା ଓ ଗଛ ଦେଇ ନହଙ୍ଗ ଉଚ୍ଚ ପ୍ରାଥମିକ...

ଟିକାକରଣରେ ପାତରଅନ୍ତର ଅଭିଯୋଗ

ଚୌଦ୍ୱାର,୧୮।୫(ଡି.ଏନ.ଏ.)- ଚୌଦ୍ୱାର ସହରାଞ୍ଚଳ ସ୍ବାସ୍ଥ୍ୟକେନ୍ଦ୍ରରେ ସୋମବାର ଟିକାକରଣରେ ପାତରଅନ୍ତର କରାଯାଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଟାଙ୍ଗୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ୩ଜଣ କର୍ମଚାରୀ ଟିକା...

Advertisement
Archives

Model This Week