ଭୁଶୁଡ଼ିଲା ଘର କାନ୍ଥ : ଅଳ୍ପକେ ବର୍ତ୍ତିଲେ ଦିବ୍ୟାଙ୍ଗ ମା’ପୁଅ

ନିମାପଡ଼ା,୧୪ା୧୦(ଡି.ଏନ୍‌.ଏ.):ନିମାପଡ଼ା ଏନ୍‌ଏସି ଅଫିସର ୩ଶହ ମିଟର ଦୂରରେ ଥିବା ଗୁଣ୍ଡିଚାବାଡି କଲୋନୀର ଏକ ଜରାଜୀର୍ଣ୍ଣ ଘରର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଦିବ୍ୟାଙ୍ଗ ମା’ପୁଅ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଗୁଣ୍ଡିଚାବାଡି କଲୋନୀର ଏକ ଜରାଜୀର୍ଣ୍ଣ ଘରେ ଦିବ୍ୟାଙ୍ଗ ଅଣ୍ଣପୂର୍ଣ୍ଣା ସ୍ବାଇଁ ଓ ତାଙ୍କ ପୁଅ ଭାଗବତ ସ୍ବାଇଁ ଆଶ୍ରୟ ନେଇଛନ୍ତି। ଶନିବାର ସକାଳେ ବର୍ଷା ଯୋଗୁ ହଠାତ୍‌ ତାଙ୍କ ଘରର କାନ୍ଥ ଭୁଶୁଡ଼ି ପଡ଼ିଥିଲା। ଏଥିରେ ଅର୍ଣ୍ଣପୂର୍ଣ୍ଣା ତାଙ୍କ ପୁଅ ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

ରାଜ୍ୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ କୁନି ସେଠୀ ଚାମ୍ପିୟନ: ଛୁଟୁଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ରାୟଗଡ଼ାଠାରେ ଚାଲିଥିବା ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଚାମ୍ପିୟନସିପ୍‌ରେ ୧୭ ବର୍ଷରୁ କମ ବାଳିକା ବିଭାଗରେ ଦିଗପହଣ୍ଡିର କୁନି ସେଠୀ ଚାମ୍ପିୟନ ହୋଇଛନ୍ତି। ଦିଗପହଣ୍ଡିର ନରେଶ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

ବଢୁଛି କଂସ କଳାକାରଙ୍କ ଅଡ଼ୁଆ: ପରିବର୍ତ୍ତନ ଦାବିରେ ଚାଲିଲା ଦସ୍ତଖତ ଅଭିଯାନ

ବରଗଡ଼,୨୯।୯(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ସାଢ଼େ ୩ ମାସ ବାକି ରହିଲା। ୨୦୨୭ ଜାନୁଆରୀ ୧୨ରୁ ୨୨ ତାରିଖ…

କଲେଜ ବ୍ୟାଗ୍‌ରେ ଗଞ୍ଜେଇ ଚାଲାଣ, ଧରାପଡ଼ିଲେ ଯୁବକ

ଦିଗପହଣ୍ଡି,୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକରେ ସୋମବାର ସନ୍ଦେହ ଜନକ ଭାବେ ଠିଆ ହୋଇଥିବା ଜଣେ ଯୁବକଙ୍କ କଲେଜ ବ୍ୟାଗକୁ ପୋଲିସ ଯାଞ୍ଚ…

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା

ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ…

୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା

କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?