Posted inଜାତୀୟ

ଭୁଶୁଡ଼ିଲା ବହୁତଳ ବିଲ୍ଡିଂ: ଅନେକ ଫସିଥିବା ଆଶଙ୍କା

ଚଣ୍ଡିଗଡ଼,୨୧ା୧୨: ପଞ୍ଜାବର ମୋହାଲି ଜିଲାର ସୋହାନା ଗ୍ରାମରେ ଏକ ବହୁତଳ ବିଲ୍ଡିଂ ଶନିବାର ଭୁଶୁଡ଼ି ପଡ଼ିଛି। ଭଗ୍ନାବଶେଷ ତଳେ ଅନେକ ଫସିରହିଥିବା ଆଶଙ୍କା କରାଯାଉଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଜିଲା ପ୍ରଶାସନ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିବା ବେଳେ ଅଗ୍ନିଶମ କର୍ମଚାରୀ ଏବଂ ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳ (ଏନ୍‌ଡିଆର୍‌ଏଫ୍‌)ର ଏକ ଟିମ୍‌ ଏଥିରେ ସାମିଲ ହୋଇଛି।

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ଉଦ୍ଧାର କାର୍ଯ୍ୟରେ ସମଗ୍ର ପ୍ରଶାସନ ଏବଂ ଉଦ୍ଧାରକାରୀ ଟିମ୍‌କୁ ନିୟୋଜିତ କରାଯାଇଥିବା ସେ କହିଛନ୍ତି। ଏହି ଦୁର୍ଘଟଣାରେ କାହାର ଜୀବନ ନ ଯାଉ, ସେଥିପାଇଁ ସେ ପ୍ରାର୍ଥନା କରିଛନ୍ତି। ଉଦ୍ଧାର କାର୍ଯ୍ୟରେ ସହଯୋଗ କରିବାକୁ ମାନ୍‌ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଛେଦ ହେଉଛି, ଥଇଥାନ ହେଉନି: ଜୀବନ ଜୀବିକା ଦୁର୍ବିଷହ

ବରଗଡ଼,୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ସହରରେ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ଏହି ଉଚ୍ଛେଦ ଅଭିଯାନରେ ପର୍ଯ୍ୟାୟକ୍ରମେ ସହରର ବିଭିନ୍ନ ୱାର୍ଡରେ ଜବରଦଖଲକୁ…

କର୍ମଫଳର ଜୀବନଚକ୍ର

ମଣିଷର ଭାବନା ଏବଂ ଜ୍ଞାନର ଗହନ କଥାକୁ ବୁଝାଇବା ପାଇଁ ପୁରାଣରେ ଅନେକ ଅବଧାରଣା ରହିଛି। ମଣିଷ ଚିନ୍ତାଧାରାରେ ଈଶ୍ୱର ଅଛନ୍ତି ଏବଂ ତାହାର ଧାରଣା ଅଛି…

ପାଣିପାଗ ବିଭାଗର ଆଲର୍ଟ, ୧୦ରେ ବଙ୍ଗୋପସାଗରରେ ବଡ଼ ଲଘୁଚାପ!

ଭୁବନେଶ୍ୱର,୭ା୫(ବନ୍ଦନା ସେଠୀ): ଆସନ୍ତା ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏନେଇ ୟୁରୋପିଆନ୍‌ ମଡେଲ ଆକଳନ କରିଛି। ସେହିଭଳି ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

ପିଏଙ୍କ ହତ୍ୟା ପରେ ମୁହଁ ଖୋଲିଲେ ଶୁଭେନ୍ଦୁ ଅଧିକାରୀ, ସିଧା କହିଦେଲେ ହତ୍ୟାକାରୀ…ପଶ୍ଚିମବଙ୍ଗରେ ଚହଳ

କୋଲକାତା,୭।୫: ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟିର ନିର୍ୱାଚନୀ ବିଜୟ ମଧ୍ୟରେ, ଏକ ଚାଞ୍ଚଲ୍ୟକର ଅପରାଧ ଘଟିଛି। ଏହି ଘଟଣାରେ, ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ହତ୍ୟା କରାଯାଇଥିବା ସୂଚନା…

କଫି ଚାଷ ସମ୍ୱନ୍ଧୀୟ ବ୍ଲକ ସ୍ତରୀୟ କର୍ମଶାଳା , ଯୋଗଦେଲେ ଚାଷୀ

ଦାରିଙ୍ଗବାଡି, ୭।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି କଫି ବଗିଚା ପରିସର ମଧ୍ୟରେ କଫି ଚାଷ ସମ୍ୱନ୍ଧୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ବ୍ଲକର…

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ: ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କୁ ଗୁଳି କରି ହତ୍ୟା, ବାଜିଛି ୩ ରାଉଣ୍ଡ ଗୁଳି

କୋଲକାତା,୬।୫: ପଶ୍ଚିମବଙ୍ଗରୁ ବଡ଼ ଖବର ସାମ୍ନାକୁ ଆସିଛି। ଭାଜପାର ବରିଷ୍ଠ ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସହକାରୀ (PA) ଚନ୍ଦ୍ରନାଥ ରଥଙ୍କୁ…

କାଲି ତାମିଲନାଡୁରେ ହେବନି ଶପଥ ସମାରୋହ! ଟିଭିକେକୁ ସଂଖ୍ୟାଗରିଷ୍ଠତାର ପ୍ରମାଣ ମାଗିଲେ ରାଜ୍ୟପାଳ

ଚେନ୍ନାଇ,୬ା୫: ତାମିଲନାଡୁରେ ଗୁରୁବାର ହେବାକୁ ଥିବା ବିଜୟଙ୍କ ଶପଥ ଗ୍ରହଣ ସମାରୋହକୁ ସ୍ଥଗିତ ରଖାଯାଇପାରେ । ଥଲାପତି ବିଜୟଙ୍କ ନେତୃତ୍ୱାଧୀନ ତାମିଲାଗା ଭେଟ୍ଟ୍ରି କାଝଗମ୍‌ (ଟିଭିକେ) ତାମିଲନାଡୁରେ…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri