Advertisement

ଭୂକମ୍ପରେ ଥରିଲା ଇଣ୍ଡୋନେସିଆ

ଜାକର୍ତ୍ତା,୧୫ା୭(ଏଏଫ୍‌ପି): ଇଣ୍ଡୋନେସିଆର ପୂର୍ବଭାଗ ମାଲୁକୁ ଦ୍ୱୀପରେ ରବିବାର ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୭.୩ ଥିଲା। ଭୟରେ ଲୋକମାନେ ଘରୁ ବାହାରି ରାସ୍ତାକୁ ପଳାଇଆସିଥିଲେ। ତେବେ ସୁନାମୀ ସତର୍କ ସୂଚନା ଜାରି କରାଯାଇନାହିଁ। ଉତ୍ତର ମାଲୁକୁ ପ୍ରଦେଶର ଟେର୍‌ନାଟେ ସହରର ଦକ୍ଷିଣ-ଦକ୍ଷିଣପଶ୍ଚିମ ଦିଗରେ ୧୬୫ କିମି ଦୂରରେ ଏବଂ ୧୦ କିଲୋମିଟର ଗଭୀରରେ ଭୂକମ୍ପର କେନ୍ଦ୍ରସ୍ଥଳ ବୋଲି ଆମେରିକା ଭୂତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ କୁହାଯାଇଛି। ଇଣ୍ଡୋନେସିଆ ଭୂକମ୍ପର କିଛି ସମୟ ପୂର୍ବରୁ ପଶ୍ଚିମ ଅଷ୍ଟ୍ରେଲିଆରେ ୬.୬ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ଧମକ ଦେଉଛି ଚାଇନା ଗଣମାଧ୍ୟମ!

ବେଜିଂ,୧।୯: ଭାରତ-ଚାଇନା ସୀମା ବିବାଦ ବେଳକୁ ବେଳ ବଢିବାରେ ଲାଗିଛି। ତେବେ ଏହାକୁ କମ୍‌ କରିବାକୁ ବ୍ରିଗେଡ କମାଣ୍ଡର ସ୍ତରରେ ଆଲୋଚନା କରାଯାଉଛି। ଅନୁମାନ କରାଯାଉଛି...

ରୋଷେଇ ଭଲ ନ ହେଲେ ମହିଳାଙ୍କୁ ଜାଳି ଦିଆଯାଉଛି

କାବୁଲ,୨୧।୮ : ତାଲିବାନ ଫାଇଟରଙ୍କ ପାଇଁ ସ୍ବାଦିଷ୍ଟ ରୋଷେଇ ନ କରିପାରିବାରୁ ମହିଳାଙ୍କୁ ଜାଳି ଦିଆଯାଉଛି। ଆଫଗାନିସ୍ତାନର ଉତ୍ତରାଞ୍ଚଳରେ ଏଭଳି ଘଟଣା ଘଟୁଥିବା କହିଛନ୍ତି ପୂର୍ବତନ...

ଆର୍ମି ପୋଷାକରେ ବର୍ଡରରେ ପହଞ୍ଚିଲେ ରାଷ୍ଟ୍ରପତି…

କୟିଭ୍‌,୧୩।୪: ରୁଷିଆ ଏବଂ ୟୁକ୍ରେନ୍‌ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ରୁଷିଆ ରାଷ୍ଟ୍ରପତି ବ୍ଲାଡ଼ିମୀର ପୁଟିନ୍‌ ଏକ ଚ୍ୟାନେଲରେ ଯୁଦ୍ଧର ଧମକ ଦେଇଛନ୍ତି। ଏପରିସ୍ଥଳେ ୟୁକ୍ରେନ୍‌...

ଆମେରିକା ମାଲିକ, ପାକିସ୍ତାନ ଚାକର, କହିଲେ ଇମ୍ରାନ୍‌…

ଇସଲାମାବାଦ,୧୪।୧୧ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ କହିଛନ୍ତି ଯେ ତାଙ୍କୁ କ୍ଷମତାକୁ ହଟାଇବା ପାଇଁ ସେ ଆଉ ଆମେରିକା ପ୍ରଶାସନକୁ ଦାୟୀ କରୁନାହାଁନ୍ତି।...

ତାଲିବାନ୍‌କୁ ମହିଳାଙ୍କ ଚ୍ୟାଲେଞ୍ଜ

କାବୁଲ, ୯ା୯: ସରକାର ଗଢ଼ିଲେ ମହିଳାଙ୍କ ସମେତ ସବୁ ବର୍ଗର ଲୋକଙ୍କୁ ସାମିଲ କରିବୁ। ଇସ୍‌ଲାମୀୟ ଆଇନ ଅନୁସାରେ ମହିଳାମାନେ ଅଧିକାର ଓ ସ୍ବାଧୀନତା ଉପଭୋଗ...

ନେପାଳରେ ଥିବା ୩ ଭାରତୀୟ କରୋନାରେ ସଂକ୍ରମିତ

ବିରଗୁଞ୍ଜ,୧୨।୪: ନେପାଳର ବିରଗୁଞ୍ଜ ସହରରେ ରହୁଥିବା ୩ ଭାରତୀୟ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା ରବିବାର ସୂଚନା ମିଳିଛି। ହେତଉଦରେ ଥିବା ଏକ ଲ୍ୟାବ୍‌ରେ...

ତୃତୀୟ ବିଶ୍ୱଯୁଦ୍ଧର ଚେତାବନୀ ଦେଲା ବେଲାରୁଷ

ମିନ୍ସକ,୨୫ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ଏକ ମାସ ପୂରଣ ହୋଇଛି । ଏହାରି ଭିତରେ ରୁଷିଆର ଆକ୍ରମଣ ଲଗାତାର ଜାରି ରହିଥିବା ବେଳେ ୟୁକ୍ରେନ ବି...

ଟ୍ରେନ୍‌ରୁ କ୍ଷେପଣାସ୍ତ୍ର ଉତ୍‌କ୍ଷେପଣ କଲେ କିମ୍‌, ଅନ୍ତର୍ଜାତୀୟସ୍ତରରେ ଚହଳ…

ପୋୟଙ୍ଗୟାଙ୍ଗ୍‌,୧୬।୯: ଉତ୍ତର କୋରିଆର ଏକ ଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ଆମେରିକାର ବାରମ୍ବାର ବାରଣ ସତ୍ତ୍ୱେ ଆଣବିକ ଅସ୍ତ୍ରଶସ୍ତ୍ରର ପରୀକ୍ଷଣ ଜାରି ରଖିଛନ୍ତି। ଏବେ...

Advertisement
Archives

Model This Week