Posted inଜାତୀୟ

ଭୂକମ୍ପରେ ଥରିଲା ଉତ୍ତରାଖଣ୍ଡ

ଡେରାଡୁନ,୧୩।୧୨: ଉତ୍ତରାଖଣ୍ଡର ଚମୋଲି ଜିଲାରେ ଶୁକ୍ରବାର ସନ୍ଧ୍ୟାରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୪ ରହିଛି। ଏହାର କେନ୍ଦ୍ରସ୍ଥଳ ଚମୋଲିର କସବେ ନିକଟରେ ଥିବା ଜଣାପଡ଼ିଛି। ଭୂକମ୍ପ ହେବା ସମୟରେ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ବାହାରକୁ ପଳାଇ ଆସିଥିଲେ। ଏଥିରେ କୌଣସି କ୍ଷତି ବା କେହି ମୃତାହତ ହୋଇଥିବା ସୂଚନା ମିଳିନାହିଁ। ତେବେ ଗତ ଦେଢ଼ ମାସ ଭିତରେ ଏଠାରେ ୬ଥର ଭୂକମ୍ପ ଅନୁଭୂତ ହୋଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫଡ୍‌ନବିସଙ୍କ ନାଁରେ ସମନ ଜାରି କଲେ ନାଗପୁର କୋର୍ଟ

ନାଗପୁର,୨୯।୧୧: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କ ନାଁରେ ନାଗପୁରର ଏକ କୋର୍ଟ ଦ୍ୱାରା ସମନ ଜାରି କରାଯାଇଥିବା ସୂଚନା ମିଳିଛି। ନିର୍ବାଚନ ସମୟରେ ସେ...

ଲକ୍‌ଡାଉନ୍‌ରେ ଫି’କୁ ନେଇ ଘରୋଇ ସ୍କୁଲ ଉପରେ ସରକାରଙ୍କ ଛାଟ

ନୂଆଦିଲ୍ଲୀ,୧୭।୪: ଦିଲ୍ଲୀରେ ଲକ୍‌ଡାଉନ୍‌ ସମୟରେ ଅଭିଭାବକଙ୍କଠାରୁ ମିଳୁଥିବା ଅଭିଯୋଗକୁ ଧ୍ୟାନରେ ରଖି ଉପମୂଖ୍ୟମନ୍ତ୍ରୀ ତଥା ଶିକ୍ଷାମନ୍ତ୍ରୀ ମନୀଷ ସିସୋଡିଆ ସ୍କୁଲମାନଙ୍କ ପାଇଁ ଏକ କଡ଼ା ନିୟମ...

କାର ଉପରେ ଓଲଟିଲା ଡମ୍ପର, ୫ ମୃତ

ଲକ୍ଷ୍ନୌ,୨୦।୭: ଉତ୍ତରପ୍ରଦେଶର ରାଏବରେଲି ଜିଲାରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଏକ ଡମ୍ପର କାର ଉପରେ ଓଲଟି ପଡ଼ିଯିବାରୁ ୫ ଜଣଙ୍କର ମୃତ୍ୟୁ ଘଟିଛି।ମୃତକଙ୍କ...

ଔରଙ୍ଗାବାଦରେ ଲାଗିଲା ଲକଡାଉନ

ଔରଙ୍ଗାବାଦ,୧୩ ।୩: ମହାରାଷ୍ଟ୍ରରେ ବେଳକୁ ବେଳ ମାଡି ଚାଲିଛି କରୋନା ସଂକ୍ରମଣ । ଏହାକୁ ଦେଖି ସେଠାକାର ବିଭିନ୍ନ ଅଞ୍ଚଳରେ ଲକ୍‌ଡାଉନ ଜାରି କରାଗଲାଣି ।...

ଇରାନରେ ବିଶାଳ ତୈଳକ୍ଷେତ୍ର ଆବିଷ୍କୃତ

ତେହରାନ,୧୧ା୧୧(ଏଏଫ୍‌ପି): ଇରାନରେ ଏକ ବିଶାଳ ତୈଳକ୍ଷେତ୍ର ଆବିଷ୍କୃତ ହୋଇଛି। ଏହି ଆବିଷ୍କାର ସମ୍ପର୍କରେ ଇରାନ ରାଷ୍ଟ୍ରପତି ହାସନ ରୌହାନି ରବିବାର ଘୋଷଣା କରିଛନ୍ତି। ସେ କହିଛନ୍ତି,...

ଟଙ୍କା ଚୋରି ଅଭିଯୋଗରେ ଶ୍ରମିକଙ୍କୁ ଅକଥନିୟ ନିର୍ଯ୍ୟାତନା ଦେଲେ ୪ ବ୍ୟକ୍ତି

ଚେନ୍ନାଇ, ୪ା୨- ତାମିଲନାଡୁର ଆମ୍ମେପେଟାଇ ଜିଲାର ଥାନଜାବୁରରୁ ଏକ ହୃଦୟ ଥରା ଭିଡିଓ ଭାଇରାଲ ହୋଇଛି। ଟଙ୍କା ଚୋରି ଅଭିଯୋଗରେ ରାହୁଲ ନାମକ ଜଣେ ଦଳିତ...

ଆରମ୍ଭ ହେଲା କ୍ୟାବିନେଟ୍‌ ବୈଠକ

ନୂଆଦିଲ୍ଲୀ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଆରମ୍ଭ ହୋଇଛି। ଗୋଟିଏ ସପ୍ତାହ ମଧ୍ୟରେ କେନ୍ଦ୍ର କ୍ୟାବିନେଟର ଏହା ଦ୍ବିତୀୟ ବୈଠକ। ବୈଠକରେ ଅନେକ...

ସେଓ ଭର୍ତ୍ତି ଟ୍ରକ୍‌ରେ ନିଆଁ ଲଗାଇଲେ ଆତଙ୍କବାଦୀ

ଶ୍ରୀନଗର,୧୮।୧୦: ଜମ୍ମୁ-କଶ୍ମୀର ସୋପୋରେ ଶୁକ୍ରବାର ସକାଳେ ପୁଣି କିଛି ଆତଙ୍କବାଦୀ ସେଓ ବ୍ୟବସାୟୀଙ୍କ ଉପରକୁ ଆକ୍ରମଣ କରିଛନ୍ତି। ସେଓ ଭର୍ତ୍ତି ଥିବା ଏକ ଟ୍ରକ୍‌ରେ ସେମାନେ...

Advertisement
Archives

Model This Week