ଭୂତ, ଚକୁଳିିଆ ପଣ୍ଡା ବେଶରେ ସଚେତନତା

ଖୋର୍ଦ୍ଧା ଅଫିସ,୧୬ା୪: ବଜାରରେ ବୁଲୁଥିବା ଅମାନିଆ ବାଇକ ଚାଳକଙ୍କୁ ସଚେତନ କରିବା ଲାଗି ଆଗେଇ ଆସିଛନ୍ତି ସାମାଜିକ କର୍ମୀ ତଥା ଖବରଦାତା ଧନେଶ୍ୱର ବିଧାର। ସମ୍ପୂର୍ଣ୍ଣ ଶରୀରରେ କଳା କପଡ଼ା ପିନ୍ଧି ନିଜକୁ କରୋନା ଭୂତ ବେଶରେ ସଜାଇ ସେ ବାଇକରେ ସାହିକୁ ସାହି ବୁଲି ସଚେତନ କରୁଛନ୍ତି। କିଛି କାମ ନାହିଁ ଯଦି ଘରେ ରହିବାକୁ ଲୋକଙ୍କୁ ଅନୁରୋଧ କରୁଛନ୍ତି। ବୁଧବାର ନୂଆ ବସ୍‌ଷ୍ଟାଣ୍ଡରେ ଖୋର୍ଦ୍ଧା ଆଦର୍ଶ ଥାନା ଅଧିକାରୀ ଉମାଶଙ୍କର ସିଂଙ୍କ ଉପସ୍ଥିତିରେ ଧନେଶ୍ୱର ରାସ୍ତାରେ ଯାତାୟାତ କରୁଥିବା ବାଇକ ଓ କାର ଚାଳକଙ୍କୁ ସଚେତନ କରିଥିଲେ। ମାସ୍କ ପିନ୍ଧିବାକୁ କହିବା ସହ କେତେଜଣଙ୍କୁ ମାସ୍କ ପିନ୍ଧାଇଥିଲେ। ଏହି ଅଭିଯାନ ଏପ୍ରିଲ ଶେଷ ପର୍ଯ୍ୟନ୍ତ ଜାରି ରହିବ। ପ୍ରଥମ ୩ ଦିନ ଖୋର୍ଦ୍ଧା, ପରେ ନୟାଗଡ଼ ଓ ଗଞ୍ଜାମ ଜିଲାରେ ସଚେତନତା ସୃଷ୍ଟି କରିବାର ଯୋଜନା ରଖିଛନ୍ତି ବିଧାର। ସେହିପରି ଚିଲିକା ବ୍ଲକ ବଉଳାବନ୍ଧ ପଞ୍ଚାୟତରେ ସରପଞ୍ଚ ଦେବାଶିଷ ରଥ ଓ ତାଙ୍କର ଜଣେ ସହଯୋଗୀ ଚକୁଳିଆ ପଣ୍ଡା ବେଶରେ ଗାଁ ଗାଁ ବୁଲି ସଚେତନ କରୁଛନ୍ତି। ମାସ୍କ ପିନ୍ଧନ୍ତୁ, ହାତକୁ ସାବୁନରେ ବାରମ୍ବାର ଧୁଅନ୍ତୁ, ପରିବେଶ ସ୍ବଚ୍ଛ ରଖିବାକୁ ସେ ପରାମର୍ଶ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଚାଞ୍ଚଲ୍ୟ; ପାଇଖାନାରୁ ମିଳିଲା ସପ୍ତମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶର ମବାନା ଅଞ୍ଚଳର ଏକ ଘରୋଇ ସ୍କୁଲରେ ଘଟିଛି ଦୁଃଖଦ ଘଟଣା। ସପ୍ତମ ଶ୍ରେଣୀର ୧୩ ବର୍ଷୀୟ ଛାତ୍ର କୁନାଲ ଶର୍ମାଙ୍କ ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ…

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ମାନହାନି ମାମଲା, ଭିଡିଓ ଶେୟାର କରିବା ପଡିଲା ମହଙ୍ଗା!

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତଥା ଡ୍ୟାନ୍ସର ନୋରା ଫତେହି ପୁଣିଥରେ ଆଇନଗତ ବିବାଦରେ ଫସିଛନ୍ତି। ଗୁଜରାଟର ଗାନ୍ଧୀନଗର ଅଦାଲତରେ ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ସିଭିଲ…

ସରକାରୀ କର୍ମଚାରୀଙ୍କ ବଢ଼ିବ ଦରମା! ସାମ୍ନାକୁ ଆସିଲା ୮ମ ବେତନ ଆୟୋଗର ନୂଆ ଅପଡେଟ୍

ନୂଆଦିଲ୍ଲୀ,୮।୯: କେନ୍ଦ୍ରୀୟ କର୍ମଚାରୀ ଓ ପେନସନ୍‌ଭୋଗୀଙ୍କ ପାଇଁ ୮ମ ବେତନ ଆୟୋଗର ଆଲୋଚନା ଜୋରଦାର ହୋଇଛି। ଆୟୋଗ ୭ ଓ ୮ ସେପ୍ଟେମ୍ବରରେ ଚେନ୍ନାଇରେ କର୍ମଚାରୀ ସଂଗଠନ,…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri