ଭୂତ ବେଶରେ ସଚେତନତା

ପାଲଲହଡ଼ା, ୧୬ା୪(ଡି.ଏନ.ଏ.) ମହାମାରୀ କରୋନା ସମ୍ପର୍କରେ ଲୋକଙ୍କୁ ସଚେତନ କରିବାକୁ ଅଭିନବ ଉପାୟ ବାଛିଛନ୍ତି ପାଲଲହଡ଼ା ଅଞ୍ଚଳର ସ୍ବେଚ୍ଛାସେବୀ ଦିଲୀପ କୁମାର ପ୍ରଧାନ। ଭୂତ ଭଳି ବେଶ ହୋଇ ସାଇକେଲରେ ବୁଲି କରୋନା କେତେ ଭୟଙ୍କର ତାହା ଲୋକଙ୍କୁ ବୁଝାଉଛନ୍ତି। ବିଶେଷକରି ଘରୁ ବାହାରକୁ ନ ବାହାରିବା, ବାରମ୍ବାର ହାତ ସାବୁନରେ ଧୋଇବା, ସନ୍ତୁଳିତ ଖାଦ୍ୟ ଖାଇବା, ଜରୁରୀ କାମ ଥିଲେ ମାସ୍କ ପିନ୍ଧି ଯିବା, ସାମାଜିକଦୂରତା ବଜାୟ ରଖିବା ଆଦି ସମ୍ପର୍କରେ ସେ ଲୋକଙ୍କୁ ପରାମର୍ଶ ଦେଉଛନ୍ତି। ହାତରେ ସଚେତନତାର ଏକ ପ୍ଲାକାର୍ଡ ଧରି ପାଲଲହଡ଼ା ବଜାର ସହ ସାହିଗୁଡିକରେ ବୁଲି ଲକ୍‌ଡାଉନ୍‌ କଟକଣା ମାନିବାକୁ ସେ ସମସ୍ତଙ୍କୁ ଅନୁରୋଧ କରୁଛନ୍ତି। ଯୁବ ସ୍ବେଚ୍ଛାସେବୀ ଦିଲୀପଙ୍କ ଏହି ଉଦ୍ୟମକୁ ସାଧାରଣରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଏକାଧିକ ଲକ୍ଷ୍ୟଭେଦର ରହିଛି ଦକ୍ଷତା

ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ.…

ଚାର ଫଳ ଗୋଟାଇବାକୁ ଜଙ୍ଗଲକୁ ଯାଇଥିଲେ, ଭାଲୁର ଅତର୍କିତ ଆକ୍ରମଣରେ ଗୁରୁତର… 

ବଲାଙ୍ଗୀର,୯।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ଗୁଡିଘାଟ ପଞ୍ଚାୟତର କୁଟୁନିଝରନ ଗାଁରେ ଭାଲୁ ଆକ୍ରମଣରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ…

ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ: ୫୭ ମାମଲାର ଫଇସଲା

ଦିଗପହଣ୍ଡି,୯|୫(ଅଶେଷ ନାଥ ମିଶ୍ର) ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷ ଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ …

ସର୍ବସାଧାରଣ ପୋଖରୀ ଜବରଦଖଲ, ଆନ୍ଦୋଳନ ନିଷ୍ପତ୍ତି

ନୂଆପଡ଼ା,୯ା୫ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଚୁଳାଭାଟ ପଞ୍ଚାୟତ ଭଏଁଷାଦାଦର ଗଁାରେ ଥିବା ସର୍ବସାଧାରଣ ପୋଖରୀକୁ କେତେଜଣ ବ୍ୟକ୍ତି ଜବରଦଖଲ କରିଥିବାରୁ ଗ୍ରାମବାସୀ ଏହାକୁ ବିରୋଧ…

କେସିଙ୍ଗାରେ ରାଷ୍ଟ୍ରୀୟ ଲୋକ ଅଦାଲତ: ଚେକ ବାଉନ୍ସ ମାମଲାରେ …

କେସିଙ୍ଗା,୯।୫(ତୁମେଶ୍ୱର ସାହୁ,): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ତାଲୁକ ଆଇନ ସେବା ସମିତି ପକ୍ଷରୁ ଅଦାଲତ ପରିସରରେ ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅଧ୍ୟକ୍ଷା ଦୀପ୍ତି ସେଠଙ୍କ ନେତୃତ୍ୱରେ…

ଘାଇରେ ଭାସୁଛି ମୃତଦେହ: ଚନ୍ଦ୍ରଗିରିରେ ଚାଞ୍ଚଲ୍ୟ

ମୋହନା,୯।୫( ମନ୍ମଥ ମିଶ୍ର ): ଅଜଣା ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଶଗଡ଼ା…

ଭଗ୍ନାବସ୍ଥାରେ ପଡ଼ିରହିଛି ବୌଦ୍ଧ ମୂର୍ତ୍ତି: ସୌନ୍ଦର୍ଯ୍ୟକରଣ ପୁନରୁଦ୍ଧାର ଅପେକ୍ଷାରେ ଛତ୍ରପୁର ପୌରପରିଷଦ

ଛତ୍ରପୁର,୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରମୁଖ ସହର ତଥା ସଦରମହକୁମା ଛତ୍ରପୁରଠାରେ ଦୀର୍ଘବର୍ଷ ପୂର୍ବରୁ ସମ୍ପୂର୍ଣ୍ଣ ହୋଇଥିଲା ଅନେକ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ। ୨୦୧୩ ‘ଫାଇଲିନ’ ମହାବାତ୍ୟା…

ବିପୁଳ ପରିମାଣର ଗଞ୍ଜେଇ ଜବତ: ଏକାବେଳକେ ସ୍ବାମୀଙ୍କ ସହ ୨ ସ୍ତ୍ରୀଙ୍କୁ ମାଡ଼ିବସିଲା ପୋଲିସ…

ପଦ୍ମପୁର ,୮।୫ (ପ୍ରଦୀପ୍ତ ଦାଶ ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଜଗଦଳପୁର ଥାନା ପୋଲିସକୁ ପୁଣି ଏକ ବଡ଼ ସଫଳତା ମିଳିଛି। ଗତ ୪ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri