Posted inUncategorized

ଭେଣ୍ଟିଲେଟରରୁ ଇସିଏମ୍‌ଓକୁ ଗଲେ ଜେଟଲୀ

ନୂଆଦିଲ୍ଲୀ,୧୭।୮: ରାଜଧାନୀ ଦିଲ୍ଲୀସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ରେ ଚିକିତ୍ସାଧୀନ ଥିବା ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ଶନିବାର ଭେଣ୍ଟିଲେଟରରୁ ଇସିଏମ୍‌ଓ ବା Extracorporeal membrane oxygenation (ECMO)କୁ ସ୍ଥାନାନ୍ତର ହୋଇଛନ୍ତି। ସାଧାରଣତଃ ହୃଦଘାତ ସମସ୍ୟା ବା ଫୁସ୍‌ଫୁସ୍‌ ଜନିତ ସମସ୍ୟା ଦେଖାଦେଲେ ଏହି ଚିକିତ୍ସା କରାଯାଇଥାଏ। ସୂଚନାଯୋଗ୍ୟ, ବେଳକୁ ବେଳ ଜେଟଲୀଙ୍କ ସ୍ବାସ୍ଥ୍ୟରେ ଅବନତି ଘଟିବାରୁ ଭାଜପାର ବରିଷ୍ଠ ନେତାମାନେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିବାକୁ ଏମ୍ସ ପହଞ୍ଚୁଛନ୍ତି। ଗତ ୯ ତାରିଖରେ ନିଃଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ହେବାରୁ ଜେଟଲୀଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inUncategorized View All

ପରଲୋକରେ ନାଟ୍ୟ ନିର୍ଦ୍ଦେଶକ ପୁଲିନ୍‌ ବିହାରୀ ମାନସିଂହ

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ଓଡ଼ିଶା ନାଟ୍ୟସଂଘର ଉପଦେଷ୍ଟା ତଥା ରାଉରକେଲାର ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକ ଓ ଅଭିନେତା ପୁଲିନ୍‌ ବିହାରୀ ମାନସିଂହଙ୍କ ସୋମବାର ବିଳମ୍ବିତ ରାତିରେ ପରଲୋକ ଘଟିଛି।...

ଭୋର ୪ଟା ୧୦ରେ ଉଠିବ ଦୀପ

ବଅଁରପାଳ, ୨୦ା୨(ଡି.ଏନ.ଏ.) – ଆଉ ଦିନକ ପରେ ପାଳନ ହେବ ମହାଶିବରାତ୍ରି। ଏହାକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଅନୁଗୋଳ ଜିଲା ବଅଁରପାଳ ବ୍ଲକ କୁଲାଡ ଗ୍ରାମର...

ଜିଲାପାଳ ତରବୋଡ ନବୋଦୟ ସ୍କୁଲ ବୁଲି ଦେଖିଲେ:କର୍ମଚାରୀଙ୍କ ସହ ବୈଠକ କଲେ

ନୂଆପଡା ଅଫିସ/ତରବୋଡ,୨୨।୯(ଡି.ଏନ.ଏ.) ନୂଆପଡା ଜିଲାର ଏକମାତ୍ର ତରବୋଡସ୍ଥିତ ନବୋଦୟ ବିଦ୍ୟାଳୟରେ ଅନେକ ସମସ୍ୟା ରହିଛି। ଏ ନେଇ ବିଭିନ୍ନ ସମୟରେ ଛାତ୍ରୀଛାତ୍ର ଜିଲା ପ୍ରଶାସନର ଦୃଷ୍ଟି...

ରାଶିଫଳ: ରବିବାର, ଅଗଷ୍ଟ ୨୩ ତାରିଖ – Daily Horoscope

ମେଷ ମଘା ନକ୍ଷତ୍ରସ୍ଥ ରବିଙ୍କ ଯୋଗୁ ସକାଳୁ ସକାଳୁ କୌଣସି ଖବର ପାଇ ବିସ୍ମୟାଭିଭୂତ ହୋଇପାରନ୍ତି। ପ୍ରତ୍ୟେକ ଦିଗରୁ ବିଭିନ୍ନ ପ୍ରକାରର ନାସ୍ତିସୂଚକ କଥା ଶୁଣି...

ବ୍ୟାଙ୍କ ମିଶ୍ରଣ ଯୋଗୁ ଫାଇଦା ହେବନି: ଏଆଇବିଓସି ଅଧ୍ୟକ୍ଷ

ଭୁବନେଶ୍ୱର, ୧୬।୯(ବ୍ୟୁରୋ) ଦେଶରେ ବ୍ୟାଙ୍କ ମିଶ୍ରଣର ଆବଶ୍ୟକତା ନାହିଁ। ଅର୍ଥନୀତି ଦୃଷ୍ଟିରୁ ଏହା ଫାଇଦା ଦେବ ନାହିଁ। ଭାରତ ଗ୍ରାମୀଣ ଅର୍ଥବ୍ୟବସ୍ଥା ଉପରେ ନିର୍ଭରଶୀଳ ରହିଥିବାରୁ...

ବୃଦ୍ଧାଙ୍କ ସନ୍ଦେହଜନକ ମୃତ୍ୟୁ

ବଡ଼ସାହି,୨୦ା୧୧(ସ୍ବ.ପ୍ର)- ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଧନାସାହି ଗ୍ରାମର ଜନୈକା ବୃଦ୍ଧାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି ା ମୃତା ମହିଳା ଜଣକ ହେଲେ ସେହି...

ହାଥରସ ବଳାତ୍କାର ପୀଡ଼ିତାଙ୍କ ପରିବାରର ଦୁଃଖ ଦେଖୁଛି ଦେଶ: ରାହୁଲ

ଚଣ୍ଡିଗଡ଼,୬ ।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍କଳବାର ହାଥରସ ବଳାତ୍କାର ଘଟଣାକୁ ନେଇ ପୁଣିଥରେ କେନ୍ଦ୍ରର ମୋଦି ସରକାରଙ୍କ ଉପରେ ବର୍ଷିଛନ୍ତି । ଏକ...

ଲାଲ ଲଙ୍କାରୁ ତିଆରି ଔଷଧ ମେଦ ହ୍ରାସ କରିବ

ମୋଟାପଣ ଏକ ଶାରୀରିକ ସମସ୍ୟା, ଯାହାକୁ ନିୟନ୍ତ୍ରଣରେ ରଖି ନ ପାରିଲେ ଗମ୍ଭୀର ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି ହୋଇଥାଏ। ମୋଟାପଣ ନିଜ ସହ ମଧୁମେହ, ଆଣ୍ଠୁ...


Coronavirus Update

Archives

Model This Week

Why Dharitri