ଭୋକିଲାଙ୍କ ତ୍ରାଣକର୍ତ୍ତା ସୀତାରାମ ବାବା

ଚେନ୍ନାଇ: ଭୋକିଲା ଲୋକଙ୍କୁ ଖାଇବାକୁ ଦେଲେ ଅନେକ ପୂଣ୍ୟ ହୋଇଥାଏ ବୋଲି କୁହାଯାଏ। କେବଳ ମଣିଷ ନୁହେଁ ପଶୁପକ୍ଷୀଙ୍କୁ ମଧ୍ୟ ଖାଇବାକୁ ଦେଲେ ଏହାପୂଣ୍ୟ ବୋଲି କୁହାଯାଏ। ତାମିଲନାଡୁର ରାମେଶ୍ୱରମରେ ୭୦ ବର୍ଷ ହେବ ସୀତାରାମ ଦାସ ବାବାଙ୍କ ଆଶ୍ରମ ରହିଛି। ଏହି ଆଶ୍ରମରେ ସେ ଦୀର୍ଘ ୩୬ ବର୍ଷ ହେବ ପ୍ରଦିଦିନ ପ୍ରାୟ ୫ଶହ ଲୋକଙ୍କୁ ମାଗଣାରେ ଖାଇବାକୁ ଦିଅନ୍ତି ବୋଲି କୁହାଯାଏ। ରାମନାଥ ସ୍ବାମୀ ମନ୍ଦିରକୁ ଲାଗି ରହିଥିବା ଏହି ଆଶ୍ରମକୁ ଯିଏ ବି ତୀର୍ଥଯାତ୍ରୀ ଅବା ପର୍ଯ୍ୟଟକ ଆସନ୍ତି, ସେମାନେ କେହି ଖାଲି ପେଟରେ ଯାଆନ୍ତି ନାହିଁ। ଏହି ଆଶ୍ରମର ନାଁ ହେଉଛି ବଜରଙ୍ଗ ଦାସ ବାବା ଆଶ୍ରମ। ଏଠାରେ ଉତ୍ତର ଭାରତୀୟ ଓ ଦକ୍ଷିଣ ଭାରତୀୟ ଖାଦ୍ୟ ଦିଆଯାଇଥାଏ। ଏଠାରେ ଜାତିଧର୍ମ, ବର୍ଣ୍ଣର କୌଣସି ବାରଣ ନ ଥାଏ। ତେବେ ଭକ୍ତଙ୍କ ଦାନରେ ଏହି ଆଶ୍ରମ ଚାଲେ ବୋଲି ବାବା କୁହନ୍ତି। ପ୍ରତିଦିନ ସକାଳ ୫ଟାରୁ ଉଠି ବାବା ନିଜ ହାତରେ ଖାଦ୍ୟ ପ୍ରସ୍ତୁତ କରନ୍ତି। ଦିନ ୧୧ଟା ୩୦ରୁ ୨ଟା ପର୍ଯ୍ୟନ୍ତ ଏଠାରେ ମାଗଣାରେ ଖାଇବାକୁ ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ୍‌ ୨୧ ସୂର୍ଯ୍ୟପରାଗ ପରେ ନଷ୍ଟ ହେବ କରୋନା ଭୂତାଣୁ : ଭାରତୀୟ ବୈଜ୍ଞାନିକ

ଚେନ୍ନାଇ, ୧୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ସଙ୍କଟ ଦେଖାଦେଇଛି। ତେବେ ଚଳିତ ଜୁନ ୨୧ରେ ହେବାକୁ ଥିବା ସୂର୍ଯ୍ୟପରାଗ ପରେ କରୋନା ଭୂତାଣୁ ନଷ୍ଟ...

ପାକିସ୍ତାନରେ ଆଇଏସ୍‌ ଆତଙ୍କବାଦୀ ଶିବିର, ଭାରତ ପାଇଁ ସତର୍କ ଘଣ୍ଟି…

ନୂଆଦିଲ୍ଲୀ, ୧୩।୩ : ଇସଲାମିକ ଷ୍ଟେଟ-ଖୋରାସାନ (ଆଇଏସ୍‌-କେ) ପାକିସ୍ତାନରେ ଆତଙ୍କବାଦୀ ଶିବିର ସ୍ଥାପନ କରିଛି। ଏହା ଭାରତ ପାଇଁ ସତର୍କ ଘଣ୍ଟି ସାବ୍ୟସ୍ତ ହୋଇଛି। କୁହାଯାଉଛି...

ଦିଲ୍ଲୀରେ ଆନ୍ଦୋଳନ କରୁଥିବା ଲୋକେ କୃଷକ ନୁହନ୍ତି,ଦଲାଲ

ପାଟନା,୨୦।୧୨: ଦିଲ୍ଲୀରେ କେନ୍ଦ୍ର ସରକାରଙ୍କ କୃଷି ଆଇନ ବିରୋଧରେ କୃଷକଙ୍କ ବିରୋଧ ୨୫ ଦିନରେ ପହଞ୍ଚିଛି। ବିରୋଧୀ କୃଷକମାନେ କୃଷି ଆଇନକୁ ରଦ୍ଦ କରିବାକୁ ଜିଦ...

ମହା ନବମୀରେ କନ୍ୟା ପୂଜା କଲେ ମୁଖ୍ୟମନ୍ତ୍ରୀ

ଗୋରଖପୁର,୭।୧୦: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପବିତ୍ର ମହା ନବମୀରେ କନ୍ୟାମାନଙ୍କୁ ପୂଜା କରିଥିବା ଦେଖିବାକୁ ମିଳିଛି। ସୋମବାର ଶାରଦୀୟ ଦୁର୍ଗା ପୂଜାର ନବମୀ...

ମୋଦି-ଶାହଙ୍କ ପାଖରେ ରହିଛି ସିବିଆଇ, ଇଡ଼ି ଏବଂ ଆୟକର ତ୍ରିଶୂଳ: ଜୟରାମ ରମେଶ

ନୂଆଦିଲ୍ଲୀ,୭।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ କଡ଼ା ସମାଲୋଚନା କରିଛନ୍ତି କଂଗ୍ରେସ ନେତା ଜୟରାମ ରମେଶ। ମୋଦି-ଶାହଙ୍କ ପାଖରେ ସିବିଆଇ, ଇଡ଼ି ଏବଂ...

ସଂଗ୍ରାହକ ସୌମ୍ୟରଞ୍ଜନ

ଆଜକୁ ପ୍ରାୟ ୧୨ବର୍ଷ ବିତିସାରିଲାଣି ସେ ବିଭିନ୍ନ ସ୍ଥାନରୁ ସଂଗ୍ରହକରି ଆଣିଥାନ୍ତି ନାନାପ୍ରକାରର ପୁରୁଣା ଟଙ୍କା ଓ ଅନ୍ୟାନ୍ୟ ପତ୍ରପତ୍ରିକା। ଏମିତି ନିଶା ତାଙ୍କୁ ଦେଇଛି...

ଭେଣ୍ଟିଲେଟରରେ ୧୮ଦିନ ରହିବା ପରେ କରୋନା ଯୁଦ୍ଧରେ ବିଜୟୀ ହେଲେ ୪ମାସର ଶିଶୁ

ବିଶାଖପାଟନମ୍‌,୧୩।୬: ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଜିଲାର ଜଣେ ୪ମାସର ଶିଶୁ କରୋନାକୁ ହରାଇ ସୁସ୍ଥ ହୋଇ ଶୁକ୍ରବାର ଘରକୁ ଫେରିଛନ୍ତି। ଉକ୍ତ ଶିଶୁଙ୍କୁ ୧୮ଦିନ ଯାଏ...

ଦିଲ୍ଲୀ ଉପରାଜ୍ୟପାଳଙ୍କ ଇସ୍ତଫା

ନୂଆଦିଲ୍ଲୀ,୧୯ା୫: ଦିଲ୍ଲୀ ଊପରାଜ୍ୟପାଳ (ଏଲ୍‌ଜି) ଅନିଲ ବୈଜାଲ ବୁଧବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ବ୍ୟକ୍ତିଗତ କାରଣ ଦର୍ଶାଇ ପଦ ଛାଡ଼ିଥିବା ବିଷୟ ରାଷ୍ଟ୍ରପତି...

Advertisement
Archives

Model This Week