ଭୋକିଲା, ଗରିବଙ୍କୁ ମିଳିଲା ୨ ଓଳି ରନ୍ଧା ଖାଦ୍ୟ

ସୋନପୁର,୨୯।୩(ନି.ପ୍ର.) ସୁବର୍ଣ୍ଣପୁର ସହରରେ ଶନିବାର ଆହାର କେନ୍ଦ୍ର ପକ୍ଷରୁ ଭୋକିଲା ପେଟକୁ ଦୁଇ ଓଳି ଅନ୍ନ ଯୋଗାଇବା ଅଭିଯାନ ଆରମ୍ଭ ହୋଇଛି । ବାହାରେ ବୁଲୁଥିବା ଅସହାୟଙ୍କ ହାତ ସାବୁନରେ ଧୋଇ ଦେବା ସହ ମଧ୍ୟାହ୍ନରେ ଓ ରାତିରେ ଭୋଜନ ଦିଆଯାଇଛି । ପଶ୍ଚିମବଙ୍ଗରୁ ଆସି ନିର୍ମାଣ କାମରେ ନିୟୋଜିତ ଥିବା ୧୮ଜଣ କାମଧନ୍ଦା ନ ପାଇ ଭୋକରେ ଥିଲେ । ସେମାନଙ୍କୁ ମାଗଣାରେ ଖାଦ୍ୟ ଦିଆଯାଇଛି । ସେହିପରି ଏସ୍‌ପି ଦେବୀପ୍ରସାଦ ଦାଶଙ୍କ ଦ୍ୱାରା ଗତ ୬ ମାସ ହେବ କୁଷ୍ଠାଶ୍ରମର ଅନ୍ତେବାସୀଙ୍କୁ ମଧ୍ୟାହ୍ନରେ ଖାଦ୍ୟ ଦିଆଯାଉଥିଲା । ଲକ୍‌ ଡାଉନ୍‌ କଟକଣା ଯୋଗୁଁ ଆହାର କେନ୍ଦ୍ର ପକ୍ଷରୁ ଶନିବାର ଠାରୁ ଅନ୍ତେବାସୀଙ୍କୁ ରାତିରେ ରନ୍ଧା ଖାଦ୍ୟ ଦିଆଯାଇଛି । ଅନ୍ତେବାସୀଙ୍କୁ ଏବେ ପ୍ରତିଦିନ ଦୁଇ ଓଳି ରନ୍ଧା ଖାଦ୍ୟ ଯୋଗାଇ ଦିଆଯିବ ବୋଲି ଆହାର କେନ୍ଦ୍ରର ତତ୍ତ୍ୱାବଧାରକ ଶ୍ରୀବତ୍ସ ମଲ୍ଳିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଦ ଛୁଇଁ ନୁହେଁ, କୋହଲିଙ୍କୁ ଦେଖି ଏମିତି କାମ କଲେ ବୈଭବ ସୂର୍ଯ୍ୟବଂଶୀ: ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୬:ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର IPL 2026 ଫାଇନାଲ ଜିତିବା ପରେ ବୈଭବ ସୂର୍ଯ୍ୟବଂଶୀ ବିରାଟ କୋହଲିଙ୍କୁ ଭେଟିଥିଲେ। ଗୁଜରାଟ ଟାଇଟାନ୍ସ ବିପକ୍ଷରେ RCBର ଫାଇନାଲ ମ୍ୟାଚ ଦେଖିବା…

ଆଜିଠାରୁ ଲାଗୁ ହେଲା ସିଲିଣ୍ଡର ବୁକିଂ, ଡେଲିଭରିର ନୂଆ ସିଷ୍ଟମ, ଜାଣିରଖନ୍ତୁ ନଚେତ୍‌ ହେବେ ହଇରାଣ

ନୂଆଦିଲ୍ଲୀ,୧।୬: ଭାରତର ରନ୍ଧନ ଗ୍ୟାସ ଏବଂ ପାଇପ ଲାଇନ ଗ୍ୟାସ (PNG) ଗ୍ରାହକଙ୍କ ପାଇଁ ଆଜି ଏକ ନୂତନ ଡିଜିଟାଲ ଏବଂ ଆଇନଗତ ସକାଳ ଆସିଛି। କେନ୍ଦ୍ର…

ବନ୍ୟଜନ୍ତୁ ଶିକାର ପାଇଁ ଖଞ୍ଜା ଯାଇଥିଲା ବୋମା: ଚକଡ଼ି ଦେଲେ ଘୁଷୁରୀ ଚରାଇବାକୁ ଯାଇଥିବା ଯୁବକ, ପରେ…

ଦିଗପହଣ୍ଡି,୧|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଥୁରା ଗ୍ରାମ ପୋଖରୀ ନିକଟରେ କେହି ଶିକାରୀ ବନ୍ୟଜନ୍ତୁ ଶିକାର ପାଇଁ ହାତ ବୋମା ଖଞ୍ଜିଥିଲେ। ଉକ୍ତ…

କନଫର୍ମ ଟିକେଟ ଥାଇ ବି ମିଳିଲାନି ସିଟ୍‌: ଏବେ ରେଳବାଇ ଦେବ ୨୦,୦୦୦ କ୍ଷତିପୂରଣ

ନୂଆଦିଲ୍ଲୀ,୧।୬: ନିକଟରେ ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ଅଧିକାର ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ବିହାରର ଏକ ଗ୍ରାହକ ଅଦାଲତ ଏକ ଐତିହାସିକ…

ପୂର୍ବତନ ଏମପି ବାଳଗୋପାଳ ମିଶ୍ରଙ୍କୁ ଅସମ୍ମାନ ପ୍ରସଙ୍ଗ; କୋଶଲବାଦୀ ସଙ୍ଗଠନ ପକ୍ଷରୁ ଅଭିନଵ ପ୍ରତିବାଦ, ଚୌକି ଧରି…

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପୂର୍ବତନ ଏମ୍‌ପି ତଥା ବର୍ଷିୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ…

ଥାନାରେ ଯୁବକଙ୍କୁ ଅକଥନୀୟ ନିର୍ଯାତନା ଅଭିଯୋଗ; ଦେହରେ ଗରମ ପାଣି ଢାଳି ଲଙ୍କାଗୁଣ୍ଡ ଫିଙ୍ଗିଦେଲେ, ଚାଲିଗଲା ଜୀବନ

କବିସୂର୍ଯ୍ୟନଗର,୧।୬(କୃପାସିନ୍ଧୁ ସ୍ବାଇଁ): କବିସୂର୍ଯ୍ୟନଗର ପୋଲିସ ନାଁରେ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି । ଥାନା ଭିତରେ ଯୁବକଙ୍କୁ ଲହୁଲୁହାଣ କରିଥିବା ନେଇ ଅଭିଯୋଗ ହୋଇଛି । ଗୁରୁତର…

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଲେ ଜିଲାପାଳ, ତାଗିଦ୍‌ କରି ଅଧିକାରୀଙ୍କୁ କହିଲେ ଯଦି କିଛି ସମସ୍ୟା ଅଛି…

ଭଞ୍ଜନଗର,୧ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ସୋମବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଉପଖଣ୍ଡର ବିଭିନ୍ନ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ। ଏହି ସମୟରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri