ଭୋକିଲା ପେଟକୁ ମିଳିବ ଦାନା: ରୁଟି, ନାନ୍‌ ଦାମ୍‌ କମାଇବ ପାକିସ୍ତାନ

ଇସଲାମାବାଦ୍‌,୧।୮: ପାକିସ୍ତାନର ଆର୍ଥିକ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। କେତେକ ସ୍ଥାନରେ ଲୋକଙ୍କୁ ଦୁଇବେଳା ଖାଇବାକୁ ମଧ୍ୟ ମିଳୁନି। ଏଠାରେ ରୁଟି ଦାମ୍‌ ୧୦ରୁ ୧୨ ଟଙ୍କା ରହିଥିବାବେଳେ ନାନ୍‌ ଦାମ୍‌ ୧୨ରୁ ୧୫ ଟଙ୍କା ରହିଛି। ତେବେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ଦେଶରେ ଦେଖାଦେଇଥିବା ଖାଦ୍ୟ ସଙ୍କଟ ନେଇ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ସେ କ୍ୟାବିନେଟ୍‌ ବୈଠକରେ ରୁଟି, ନାନ୍‌ ଦାମ୍‌ କମାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଯାହାଦ୍ୱାରା ଲୋକଙ୍କୁ ଦିନକୁ ଦୁଇବେଳା ଖାଦ୍ୟ ମିଳିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍କିପକ୍ସକୁ ସାର୍ବଜନିକ ସ୍ୱାସ୍ଥ୍ୟ ଏମରଜେନ୍ସି ଘୋଷଣା କଲା ଆମେରିକା, ୬୬୦୦ରୁ ଅଧିକ ସଂକ୍ରମିତ

ୱାଶିଂଟନ,୫ ।୮: ବେଳକୁ ବେଳ ବଢିଲାଣି ମଙ୍କିପକ୍ସ ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ଆମେରିକାର ବାଇଡେନ ପ୍ରଶାସନ ଆମେରିକାରେ ଗୁରୁବାର ମଙ୍କିପକ୍ସର ପ୍ରକୋପକୁ ସାର୍ବଜନିକ...

ବାଇଡେନ୍‌ଙ୍କ ଟିମ୍‌ରେ ମୂଳ ଭାରତୀୟ ବାସିନ୍ଦା ମାଲା ଅଡିଗାଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ସ୍ଥାନ

ୱାଶିଂଟନ,୨୧ ।୧୧: ଆମେରିକାର ଅଗାମୀ ରାଷ୍ଟ୍ରପତି ଜୋ ବାଇଡେନ୍ ତାଙ୍କ ଟିମ୍‌ରେ ଆଉ ଜଣେ ଭାରତୀୟ ମୂଳ ବାସିନ୍ଦା ଆମେରିକୀୟ ମାଲା ଅଡିଗାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ...

କେଶ କାଟିବାକୁ ଯାଇ ବଦଳିଗଲା ଜୀବନ: ୧୦ ବର୍ଷ ତଳେ ହଜିଯାଇଥିବା ପୁଅକୁ ଫେରି ପାଇଲା ମା’

କେଶ କାଟିବାରୁ ପରିବାରକୁ ଫେରି ପାଇଲେ ବ୍ୟକ୍ତି। ଆପଣ ଭାବୁଥିବେ କେଶ କାଟି କିପରି ଜଣେ ତାଙ୍କ ପରିବାରକୁ ଫେରି ପାଇବ। ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ...

ୟୁକ୍ରେନ୍‌ ଆକାଶରେ ୬ ବିପଜ୍ଜନକ ବେଲୁନ ଛାଡିଲା ରୁଷିଆ…

କିଭ୍‌,୧୬।୨ : ଗୁପ୍ତଚର ବେଲୁନ ଉପରେ ଆମେରିକା ଏବଂ ଚାଇନା ମଧ୍ୟରେ ତିକ୍ତତା ଏପର୍ଯ୍ୟନ୍ତ ଶେଷ ହୋଇ ନ ଥିଲା ବେଳେ ବର୍ତ୍ତମାନ ରୁଷିଆ ମଧ୍ୟ...

ରୁଷିଆ ବିରୋଧରେ ୟୁକ୍ରେନକୁ ଅସ୍ତ୍ର ଯୋଗାଇବ ଆମେରିକା

ୱାଶିଂଟନ,୧୫ ।୩: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ ୧୯ ଦିନରେ ପହଞ୍ଚିଲାଣି । ଏହାରି ଭିତରେ ଯୁଦ୍ଧ କମିବା ପରିବର୍ତ୍ତେ ଦିନକୁ ଦିନ ବଢିବାରେ ଲାଗିଛି...

କରୋନା ପ୍ରଭାବ: ୨୦୨୦ ନୋବେଲ ପୁରସ୍କାର ସମ୍ମାନ ସମାରୋହ ସ୍ଥଗିତ

ଷ୍ଟକହୋମ,୨୩।୦୭: କରୋନା ମହାମାରୀ ଯୋଗୁ ଚଳିତ ବର୍ଷ ସ୍ବିଡେନରେ ଷ୍ଟକହୋମ ସିଟି ହଲରେ ଆୟୋଜିତ ହେବାକୁ ଥିବା ନୋବେଲ ପୁରସ୍କାର ସମ୍ମାନ ସମାରୋହକୁ ସ୍ଥଗିତ ରଖାଯାଇଛି।...

ଚାଇନାର ବାଣିଜି୍ୟକ ପ୍ରତିବନ୍ଧକ ତାଇଓ୍ବାନ ପାଇଁ କ୍ଷତି ପହଞ୍ଚାଇଛି

ତାଇପେଇ,୨୫ା୯: ତାଇଓ୍ବାନ ପ୍ରସଙ୍ଗରେ ଆକ୍ରମଣାତ୍ମକ ଆଭିମୁଖ୍ୟ ଦେଖାଇଥିବା ଚାଇନାର ଆଚରଣରେ କୌଣସି ପରିବର୍ତ୍ତନ ଦେଖାଯାଉନାହିଁ। ଆମେରିକା ଲୋକ ସଭାର ବାଚସ୍ପତି ନାନ୍ସି ପେଲୋସୀଙ୍କ ତାଇଓ୍ବାନ ଗସ୍ତ...

କରୋନା ଟିକା ମିଳିବା ପରେ ମୋଦିଙ୍କୁ ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୨୮ ।୧: କରୋନା ମହାମାରୀଠାରୁ ଦୂରେଇ ରହିବାକୁ ଏବେ ପ୍ରାୟ ସମସ୍ତ ବିକାଶଶୀଳ ଦେଶ ଏହାର ଟିକା ବା ଭ୍ୟାକ୍ସିନ ପ୍ରସ୍ତୁତ କରି ସାରିଲେଣି ।...

Advertisement
Archives

Model This Week