ଭୋକ ଉପାସରେ ୯ ଦିନ: ଧାରଣା ଦେଲେ ଆଦିବାସୀ ପରିବାର

ଖଇରା, ୧୮।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଝାଟିଆ ଗ୍ରାମର କେତେକ ଦିନମଜୁରିଆ ଆଦିବାସୀ ପରିବାର ୯ଦିନ ଭୋକ ଉପାସରେ ରହିବା ପରେ ଶୁକ୍ରବାର ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ପରେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ଉକ୍ତ ପରିବାରକୁ ଖାଦ୍ୟ ଯୋଗାଇବାକୁ ଗ୍ରାମର ସ୍ବୟଂ ସହାୟିକା ଗୋଷ୍ଠୀଙ୍କୁ ନିର୍ଦ୍ଦେଶ ଦେବା ପରେ ସେମାନେ ଧାରଣାରୁ ଉଠିଥିଲେ।
ଉକ୍ତ ଗ୍ରାମର ଶ୍ୟାମ ସିଂଙ୍କ ସମେତ ଅନ୍ୟ କେତେକ ପରିବାର ଦିନ ମଜୁରିଆ ଭାବେ କାର୍ଯ୍ୟ କରି ପେଟ ପୋଷନ୍ତି ା ସେମାନଙ୍କ ଦୟନୀୟ ଅବସ୍ଥାକୁ ଦୃଷ୍ଟି ଦିଆଯାଇ ଏପ୍ରିଲ ୩ତାରିଖରୁ ୮ତାରିଖ ପର୍ଯ୍ୟନ୍ତ ଖାଦ୍ୟ ପ୍ରଦାନ କରାଯାଇଥିଲା। ତା ପରଦିନଠାରୁ ଖାଦ୍ୟ ବନ୍ଦ କରି ଦିଆଯିବା ପରେ ସେମାନଙ୍କ ଅବସ୍ଥା ଶୋଚନୀୟ ହୋଇ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଶ୍ରୀକ୍ଷେତ୍ର ନୀଳିଗିରି ସ୍ନାନମଣ୍ଡପରେ ତିନିଠାକୁର

ସଜନାଗଡ଼,୧୭ା୬(ଡି.ଏନ୍‌.ଏ.): ତୃତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାଲେଶ୍ୱର ଜିଲାର ନୀଳଗିରି ସ୍ନାନମଣ୍ଡପରେ ବିଜେ କରିଛନ୍ତି ତିନି ଠାକୁର। ସ୍ନାନପୂର୍ଣ୍ଣିମା ଅବସରରେ ସକାଳ ୮ଟାରେ ପ୍ରଭୁ ଜଗନ୍ନାଥ, ବଳଭଦ୍ର,...

ଭୁଲ୍‌ ଇଞ୍ଜେକଶନ୍‌ ଯୋଗୁ ଶିଶୁ ମୃତ୍ୟୁ ଅଭିଯୋଗ

ଯାଜପୁର ଟାଉନ/ପ୍ରୀତିପୁର, ୧୮ା୭(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି/ସୁଶାନ୍ତ ବେହୁରିଆ) : ଯାଜପୁର ଜିଲାରେ ସ୍ବାସ୍ଥ୍ୟ ସେବାକୁ ନେଇ ଜୋରଦାର ପ୍ରଚାର ଚାଲିଥିବା ବେଳେ ପ୍ରକୃତ ସ୍ଥିତି କିନ୍ତୁ...

ଏଗ୍ରିମେଣ୍ଟ ବାତିଲ୍‌ ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶ

ନୟାଗଡ,୧୭।୯(ଲୋକନାଥ ମିଶ୍ର): ଧାଡିରେ ଧାନବୁଣା ପାଇଁ କୃଷି ଅନୁଦାନ ଲୁଟିବାର କସରତ ପଣ୍ଡ ହୋଇଛି । ଧାଡ଼ିରେ ଧାନବୁଣା ପାଇଁ ୩ ବର୍ଷ ପର୍ଯ୍ୟନ୍ତ ଏନ୍‌ଜିଓଙ୍କ...

ବରୁଣେଇ ପୀଠ ରକ୍ଷଣାବେକ୍ଷଣ ପ୍ରତି ଦୃଷ୍ଟି ନାହିଁ: ପର୍ଯ୍ୟଟକଙ୍କୁ ବିମୁଖ କରୁଛି ଆବର୍ଜନା

ଖୋର୍ଦ୍ଧା ଅଫିସ,୨୨।୧: କରୋନା କଟକଣା ଯୋଗୁ ଦୀର୍ଘ ୯ ମାସ ବନ୍ଦ ରହିବା ପରେ ଖୋର୍ଦ୍ଧା ଜିଲାର ପର୍ଯ୍ୟଟନ ସ୍ଥଳୀଗୁଡ଼ିକ ଖୋଲିଛି। ଜିଲାର ପ୍ରମୁଖ ପର୍ଯ୍ୟଟନ...

ଅନ୍ତେବାସୀ ଛାତ୍ରଙ୍କ ମୃତ୍ୟୁ, ଚିକିତ୍ସା ଅଭିଯୋଗ ଆଣିଲେ ପରିବାର ଲୋକେ

ନୀଳଗିରି,୫ା୮(ଡି.ଏନ୍‌.ଏ): ହଷ୍ଟେଲରେ ରହୁଥିବା ଆଦିବାସୀ ଛାତ୍ରଙ୍କ ମୃତ୍ୟୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତମ ଚିକିତ୍ସା ଯୋଗାଇବା ବଦଳରେ ଗୁରୁତର ଛାତ୍ରଙ୍କୁ ଘରକୁ ପଠାଇ ଦେଇଥିଲେ...

ଓରତ ଘାଟ ସେତୁ ଗୋବରୀ ନଦୀରେ ପଠା ସୃଷ୍ଟି

ମହାକାଳପଡ଼ା,୨୪ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗୋବରୀ ନଦୀର ଉପର ମୁଣ୍ଡରୁ ଜଳ ସ୍ରୋତ ହ୍ରାସ ପାଇବା ଯୋଗୁ ଅନେକ ସ୍ଥାନରେ...

କୋର୍ଟ କର୍ମଚାରୀଙ୍କ ଘରୁ ଚୋରି: ଅଭିଯୁକ୍ତ ଗିରଫ

ବଡ଼ବିଲ,୯।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ କୋର୍ଟର କର୍ମଚାରୀ ଗୀତାଞ୍ଜଳୀ କିଷାନଙ୍କ ଘର ତାଲା ଭାଙ୍ଗି ଲାପଟପ୍‌ ଓ ଟାବ୍ଲେଟ୍‌ ଚୋରି ଅଭିଯୋଗରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ...

ବୈଠକ ବିଫଳ, କୋଲ୍‌ ଫିଲଡ୍ସରେ ଅଚଳାବସ୍ଥା ଜାରି

ତାଳଚେର,୪ା୮(ନି.ପ୍ର.)-ଭରତପୁର ଖଣି ଦୁର୍ଘଟଣାରେ ୪ଜଣ ଶ୍ରମିକଙ୍କ ମୃତ୍ୟୁ ପରେ ତାଳଚେର କୋଲ୍‌ ଫିଲଡ୍ସରେ ଲାଗି ରହିଥିବା ଅଚଳାବସ୍ଥାର ସମାଧାନ ନିମନ୍ତେ ଶନିବାର ଗୋବରା, ଲକେଇପଶି, କୁକୁଡାଙ୍ଗ,...

Advertisement
Archives

Model This Week