ଭୋଜିବେଳେ ଚଢାଉ କଲା ପୋଲିସ: ୩ ବାଇକ୍‌ ସହ ଖାଦ୍ୟ ଜବତ, ନିରାଶ୍ରୟଙ୍କୁ ବଣ୍ଟାଗଲା

ଆସିକା,୩ା୪(ଡି.ଏନ୍‌.ଏ.)- ଆସିକା ଥାନା ମଙ୍ଗଳପୁର ଗ୍ରାମ ଉପକଣ୍ଠ ତୋଟାରେ ଶୁକ୍ରବାର ମଧ୍ୟାହ୍ନରେ ଭୋଜି ଚାଲିଥିବାବେଳେ ପୋଲିସ ଚଢାଉ କରିଥିଲା। ସେଠାରୁ ମାଂସ ତରକାରୀ ସହ ବିଭିନ୍ନ ରୋଷେଇ ସାମଗ୍ରୀ ଓ ୩ ବାଇକ ଜବତ କରିଛି ପୋଲିସ। ପୋଲିସକୁ ଦେଖି ଭୋଜି କରୁଥିବା ଯୁବକମାନେ ଦୌଡି ପଳାଇଥିଲେ। ଭୋଜି ସ୍ଥଳରୁ ଜବତ ଖାଦ୍ୟପଦାର୍ଥକୁ ପୋଲିସ ନିରାଶ୍ରୟଙ୍କ ମଧ୍ୟରେ ବାଣ୍ଟି ଦେଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି। ଫେରାର୍‌ ଯୁବକଙ୍କୁ ଗିରଫ କରି ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ପୋଲିସ ଉଦ୍ୟମ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ତିନିଦିନ ହେଲା ସ୍କୁଲରେ ତାଲା, ଡିଇଓ କହିଲେ ଜାଣିନାହିଁ

କେନ୍ଦୁଝର, ୨୭ା୨(ସ୍ବ.ପ୍ର.): ସରକାର ଉତ୍ତମ ଶିକ୍ଷାଦାନ ପାଇଁ ବିଭିନ୍ନ ଯୋଜନା ଲାଗୁ କରୁଥିବା ବେଳେ କେନ୍ଦୁଝରରେ ଉପଯୁକ୍ତ ତଦାରଖ ଅଭାବରୁ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି...

ଆଜି ଐତିହାସିକ ବଳଦଯାତ୍ରା: ଦୁଲୁକୁଛି ଭୁବନ

ଭୁବନ, ୮।୧୦(ଡି.ଏନ.ଏ.)-ଐତିହାସିକ ବଳଦଯାତ୍ରାକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଭୁବନ। ରଙ୍ଗବେରଙ୍ଗର ଆଲୋକମାଳା, ସୁଉଚ୍ଚ ତୋରଣ ସାଙ୍ଗକୁ ମେଢ ସାଜସଜ୍ଜା ଯାତ୍ରାକୁ କରିଦେଇଛି ଅଧିକ ଆକର୍ଷଣୀୟ। ବାଜାବାଣରେ...

କାର୍ଯ୍ୟରେ ଅବହେଳା, ବରଡାବିଲି ପିଇଓ ନିଲମ୍ବିତ

ଛତ୍ରପୁର,୭ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବରଡାବିଲି ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ସଂଧ୍ୟା ରାଣୀ ବେହେରାଙ୍କୁ ଶୁକ୍ରବାର ଚାକିରିରୁ ନିଳମ୍ବିତ କରାଯାଇଛି। କର୍ତ୍ତବ୍ୟରେ ଅବହେଳା, ଉପରିସ୍ଥ...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାର୍ଯ୍ୟକୁ ନେଇ ଗୋଷ୍ଠୀ ସଂଘର୍ଷ

ଆନନ୍ଦପୁର,୫।୨(ସ୍ବ.ପ୍ର.): ଆନନ୍ଦପୁର ବ୍ଲକ୍‌ ହରିଡ଼ାପାଳ ପଞ୍ଚାୟତ ଟୋଲଙ୍କପଡ଼ା ଗ୍ରାମରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମକୁ ନେଇ ଗୋଷ୍ଠୀ ସଂଘର୍ଷ ଦେଖାଯାଇଛି। ଆକ୍ରମଣରେ ଜଣେ ଯୁବକ ଆହତ ହୋଇଛନ୍ତି। ଗ୍ରାମରେ...

ହାଇଦରଙ୍କ ପୁଅଙ୍କୁ ଆଜୀବନ ଜେଲ୍‌

କେନ୍ଦ୍ରାପଡା ଅଫିସ୍‌,୪।୧୦: ଦୁର୍ଦ୍ଦାନ୍ତ ଅପରାଧୀ ତଥା ଗ୍ୟାଙ୍ଗଷ୍ଟାର ହାଇଦରର ବଡ଼ ପୁଅ ସେକ କାଦିରଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। କେନ୍ଦ୍ରାପଡା ଜିଲା ଦୌରା ଜଜ ଏକ...

ପରିବାର କୋର୍ଟରେ ହାଜର ହେଲେ ସୁମିତ

ବ୍ରହ୍ମପୁର ଅଫିସ,୧୧ା୨: ଡା.ସୁମିତ ସାହୁ ଓ ତପସ୍ବିନୀ ଦାଶ ମାମଲାକୁ ନେଇ ରୁଜୁ ହୋଇଥିବା ଛାଡ଼ପତ୍ର ଆବେଦନର ଉଭୟପକ୍ଷ କାଉନ୍‌ସେଲିଂ ପାଇଁ ଗୁରୁବାର ଦିନ ଧାର୍ଯ୍ୟ...

ଯୋଗାଣ ବିଭାଗର ଚଢ଼ାଉ, ୧୪ ସିଲିଣ୍ଡର ଜବତ

ଭଞ୍ଜନଗର,୯।୨(ଡି.ଏନ.ଏ)- ଭଞ୍ଜନଗର ଉପଖଣ୍ଡ ଯୋଗାଣ ବିଭାଗ ପକ୍ଷରୁ ରବିବାର ସକାଳେ ସହରର ବିଭିନ୍ନ ହୋଟେଲରେ ଚଢ଼ାଉ କରାଯାଇ ବେନିୟମ ଭାବେ ବ୍ୟବହାର ହେଉଥିବା ୧୪ଟି ରନ୍ଧନ...

ରାସ୍ତାରେ ଧାନ ରୋଇଲେ ଗ୍ରାମବାସୀ

ଜୁନାଗଡ଼,୩ା୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଛୋରିଆଗଡ଼- ସାନଫୁର୍ଲା ରାସ୍ତା ଦୀର୍ଘଦିନ ହେବ ଶୋଚନୀୟ ଅବସ୍ଥାରେ ରହିଛି। ଫଳରେ ଉଭୟ ଗ୍ରାମବାସୀ ଯାତାୟାତ ସମୟରେ ନାହିଁ...

Advertisement
Archives

Model This Week