Posted inଜାତୀୟ

ଭୋଟର ପରିଚୟପତ୍ରର ହେବ ଆଧାର ଲିଙ୍କ୍‌: ମୋଦି ସରକାରଙ୍କ ଯୋଜନା !

ନୂଆଦିଲ୍ଲୀ,୧୯।୨: ଖୁବ୍‌ ଶୀଘ୍ର ଭୋଟର ପରିଚୟ ପତ୍ରକୁ ଅଧାର ସହିତ ଲିଙ୍କ୍‌ କରାଯିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୋଜନା କରୁଛନ୍ତି। ନିକଟରେ ଆଇନ ମନ୍ତ୍ରଣାଳୟ ସହିତ ନିର୍ବାଚନ ଆୟୋଗଙ୍କର ହୋଇଥିବା ବୈଠକରେ ଭୋଟର ହେବା ପାଇଁ ଆବଶ୍ୟକ ବୟସସୀମା, ପେଡ୍‌ ନ୍ୟୁଜ୍‌ ଏବଂ ମିଥ୍ୟା ସତ୍ୟପାଠକୁ ଅପରାଧ ଭାବେ ବିବେଚନା କରାଯିବା ଲାଗି ପ୍ରସ୍ତାବ ଦିଆଯାଇଛି। ମିଥ୍ୟା ସତ୍ୟପାଠ ଦେଇ ନିର୍ବାଚନରେ ବିଜୟୀ ହେଉଥିବା ପ୍ରାର୍ଥୀଙ୍କ ସଦସ୍ୟତା ରଦ୍ଦ କରିବା ଲାଗି ନିର୍ବାଚନ ଆୟୋଗ ପ୍ରସ୍ତାବ ଦେଇଛନ୍ତି। ସେହିପରି ଏକାଧିକ ଭୋଟର ପରିଚୟ ପତ୍ର ବ୍ୟବହାର ଉପରେ ରୋକ ଲଗାଇବା ଲାଗି ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଆଇନ ମନ୍ତ୍ରଣାଳୟକୁ ପ୍ରସ୍ତାବ ଦିଆଯାଇଛି। ସେଥିପାଇଁ ଭୋଟର ପରିଚୟପତ୍ରର ଆଧାର ଲିଙ୍କ୍‌ ଉପରେ ନିର୍ବାଚନ ଆୟୋଗ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଯେତେ ବଦନାମ କରିବ, ଦେଶରେ ସେତେ ପଦ୍ମ ଫୁଟିବ: ମୋଦି

ଥିରୁଭାନନ୍ତପୁରମ୍‌,୧୨।୩: କେନ୍ଦ୍ର ସ୍ବରାଷ୍ଟ ମନ୍ତ୍ରୀ ତଥା ଭାରତୀୟ ଜନତା ଦଳର ବରିଷ୍ଠ ନେତା ଅମିତ ଶାହା ରବିବାର ଦିନିକିଆ ଗସ୍ତରେ କେରଳରେ ପହଞ୍ଚିଛନ୍ତି। ଏଠାରେ ଭାଜପାର...

ସିଆଚେନ୍‌ରେ ସେନାମୁଖ୍ୟ ନରାଓ୍ବଣେ: ଯବାନଙ୍କୁ କଲେ ପ୍ରଶଂସା

ଲେହ,୯।୧: ଭାରତୀୟ ସେନାମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଗୁରୁବାର ସିଆଚେନ୍‌ରେ ପହଞ୍ଚିଛନ୍ତି। ସେଠାରେ ମୁତୟନ ଥିବା ଯବାନଙ୍କୁ ନୂଆବର୍ଷର ଅଭିନନ୍ଦନ ଜଣାଇବା ସହିତ ସୁରକ୍ଷା...

ଚିନ୍ମୟାନନ୍ଦଙ୍କଠାରୁ ମୁହଁ ଫେରାଇଲା ଭାଜପା

ଲକ୍ଷ୍ମୌ,୨୫।୯: ଆଇନ ଛାତ୍ରୀ ଯୌନ ନିର୍ଯାତନା ମାମଲାରେ ଜେଲ୍‌ ଯାଇଥିବା ଚିନ୍ମୟାନନ୍ଦ ଆଉ ଭାଜପାର ସଦସ୍ୟ ନାହାନ୍ତି। ବୁଧବାର ଏନେଇ ଉତ୍ତରପ୍ରଦେଶ ଭାଜପାର ମୁଖପାତ୍ର ସ୍ପଷ୍ଟ...

ଜମ୍ମୁ-କଶ୍ମୀରରେ ବ୍ୟାଙ୍କ୍‌ ମ୍ୟାନେଜରଙ୍କୁ ହତ୍ୟା ଘଟଣା: ନିଜକୁ ଦାୟୀ କଲା କେଏଫ୍‌ଏଫ୍‌

ଶ୍ରୀନଗର,୨।୫: ଜମ୍ମୁ-କଶ୍ମୀରର କୁଲଗାମରେ ଗୁରୁବାର ଜଣେ ବ୍ୟାଙ୍କ୍‌ କର୍ମଚାରୀଙ୍କୁ ହତ୍ୟା କରିଛନ୍ତି ଆତଙ୍କବାଦୀ। ଏହି ଘଟଣା ପାଇଁ ଆତଙ୍କବାଦୀ ସଂଗଠନ କଶ୍ମୀର ଫ୍ରିଡମ୍‌ ଫାଇଟର୍ସ(କେଏଫ୍‌ଏଫ୍‌) ନିଜକୁ...

ହଷ୍ଟେଲରୁ ଖାଦ୍ୟ ଚୋରି: ଛାତ୍ରଙ୍କୁ ୨୦ ହଜାର ଜରିମାନା

ଲକ୍ଷ୍ନୌ : ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟରେ ଘଟିଛି ଅଜବ ଘଟଣା। ଭୋକରେ ଥିବା ଜଣେ ଛାତ୍ର ହଷ୍ଟେଲରୁ ଖାଦ୍ୟ ଚୋରିକରି ଖାଇବାରୁ ତାଙ୍କୁ ୨୦ ହଜାର ଟଙ୍କା...

ଭାଜପା ସରକାର ରାବଣ, ରାହୁଲ ରାମ, କଂଗ୍ରେସ ପକ୍ଷରୁ ପ୍ରଦର୍ଶନ …

ନୂଆଦିଲ୍ଲୀ, ୧୩।୬ : ମନି ଲଣ୍ଡରିଂ ମାମଲାରେ ରାହୁଲ ଗାନ୍ଧୀ ସୋମବାର ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ରେ ହାଜର ହେବାକୁ ଯିବାର କାର୍ଯ୍ୟକ୍ରମ କରିଛନ୍ତି। ଏହାପୂର୍ବରୁ...

ସୋମବାର ମୋଦି-ଫ୍ରେର୍ଡିକ୍‌ସେନ୍‌ ଭର୍ଚୁଆଲ୍‌ ବୈଠକ

ନୂଆଦିଲ୍ଲୀ, ୨୭।୯: ଭାରତ ଡେନମାର୍କ ମଧ୍ୟରେ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ବୃଦ୍ଧି ପାଇଁ ସୋମବାର ଏକ ଭର୍ଚୁଆଲ୍‌ ବୈଠକ ଅନୁଷ୍ଟିତ ହେବାର କାର୍ଯ୍ୟକ୍ରମ ରହିଛି। ଏଥିରେ ପ୍ରଧାନମନ୍ତ୍ରୀ...

ଦୈନିକ ସଂକ୍ରମଣ ୨୯୧…

ନୂଆଦିଲ୍ଲୀ, ୨୮।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୬ ହଜାର...

Advertisement
Archives

Model This Week