ଭୋଟ ପୂର୍ବରୁ କୃପାଭିକ୍ଷା

ନୂଆଦିଲ୍ଲୀ,୭।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆରମ୍ଭ ହେଲାଣି କାଉଣ୍ଟ ଡାଉନ୍‌। ଆଉ ମାତ୍ର କେଇ ଘଣ୍ଟା ପରେ ସବୁ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌ ହେବ ଇଭିଏମ୍‌ରେ। ଏହା ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ହନୁମାନଙ୍କ ଶରଣ ନେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ କେଜରିଓ୍ବାଲ କନ୍ନଟ ପ୍ଲେସ୍‌ରେ ଥିବା ହନୁମାନ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିବା ଦେଖାଯାଇଛି। ସେହିପରି ଦିଲ୍ଲୀର ଭାରତୀୟ ଜନତା ପାର୍ଟି(ଭାଜପା) ମୁଖ୍ୟ ମନୋଜ ତିଓ୍ବାରୀ କାଲକାଜି ମନ୍ଦିର ଯାଇ ଈଶ୍ୱରଙ୍କ କୃପାଭିକ୍ଷା କରିଛନ୍ତି। ସୂଚନାଯୋଗ୍ୟ, ଦିଲ୍ଲୀ ବିଧାନସଭା ଆସନ ପାଇଁ ୮ ତାରିଖ ଶନିବାର ଭୋଟ ଗ୍ରହଣ କରାଯିବାକୁ ଥିବା ବେଳେ ଆସନ୍ତା ୧୧ ତାରିଖରେ ଏହାର ଫଳାଫଳ ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃୟାରୀ ୧୦ରୁ ମାର୍ଚ୍ଚ ୭ ପର୍ଯ୍ୟନ୍ତ ଏକ୍‌ଜିଟ୍‌ ପୋଲ୍‌ ଉପରେ ରୋକ…

ନୂଆଦିଲ୍ଲୀ, ୨୯।୧ : ଆଗକୁ ୫ ଟି ରାଜ୍ୟରେ ବିଧାନସଭା ନିର୍ବାଚେନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ଭାରତୀୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଫେବୃୟାରୀ...

୨ ସ୍ବାଧୀନ ବିଧାୟକଙ୍କୁ ଦିଲ୍ଲୀ ନେଲା ଭାଜପା

ସିର୍ସା,୨୫-୧୦: ହରିୟାଣା ବିଧାନସଭା ନିର୍ବାଚନରେ ସଂଖ୍ୟାଗରିଷ୍ଠତା ହାସଲ କରି ନ ଥିବା ଭାଜପା ପକ୍ଷରୁ ୨ ଜଣ ସ୍ବାଧୀନ ବିଧାୟକଙ୍କୁ ଦିଲ୍ଲୀ ନିଆଯାଇଛି। ମୋଟ ୮...

ପେଟଯନ୍ତ୍ରଣା ପାଇଁ ଆସିଥିବା ରୋଗୀଙ୍କୁ ଡାକ୍ତରଙ୍କ କଣ୍ଡୋମ୍‌ ମେଡିସିନ୍‌

ରାଞ୍ଚତ୍,୨୮।୭: ଝାଡ଼ଖଣ୍ଡର ଏକ ସରକାରୀ ଡାକ୍ତରଖାନାରେ ଗୁରୁତର ତ୍ରୁଟି ପରିଲକ୍ଷିତ ହୋଇଛି। ଏଠାକୁ ଜଣେ ମହିଳା ପେଟଯନ୍ତ୍ରଣା ଲାଘବ ପାଇଁ ଆସିଥିବାବେଳେ ଡାକ୍ତର ପ୍ରେସ୍‌କ୍ରିପ୍‌ସନରେ କଣ୍ଡୋମ...

କେବେ ଖୋଲିବ ମୋଦିଙ୍କ ନାଲି ଆଖି: କଂଗ୍ରେସ

ନୂଆଦିଲ୍ଲୀ,୩୧।୮: ଭାରତ-ଚାଇନା ସୀମା ବିବାଦକୁ ନେଇ ଏବେ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛି କଂଗ୍ରେସ। ଅଗଷ୍ଟ ୨୯-୩୦ରେ ଚାଇନା ସେନା ଦେଶର ସୀମାରେ ପ୍ରବେଶ...

ଆସାମ-ମିଜୋରାମ ବିବାଦ: ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୨।୮: ଆସାମ-ମିଜୋରାମ ସୀମାରେ ଜାରି ରହିଥିବା ହିଂସା ସ୍ଥିତି ସମେତ ବିଭିନ୍ନ ପ୍ରସଙ୍ଗକୁ ନେଇ ଉତ୍ତର-ପୂର୍ବ ରାଜ୍ୟର ଭାଜପା ଏମ୍‌ପିମାନେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

କଶ୍ମୀର ଆମ ହାତରୁ ଖସିଯାଇପାରେ: ଦିଗ୍‌ବିଜୟ

ନୂଆଦିଲ୍ଲୀ,୧୨।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ କରାଯିବ ପରେ ହୁଏତ କେହି ବଡ ବଡ କଂଗ୍ରେସ ନେତା ଏହା ଉପରେ ପ୍ରତିକ୍ରିୟା ରଖି ନ ଥିଲେ।...

ତୃଣମୂଳ କଂଗ୍ରେସ ନେତାଙ୍କୁ ଲକ୍ଷ୍ନୌରେ ପ୍ରବେଶ କରିବାକୁ ମିଳିିବନି ଅନୁମତି: ଡିଜିପି

ଲକ୍ଷ୍ନୌ,୨୨।୧୨: ତୃଣମୂଳ କଂଗ୍ରେସ ନେତାଙ୍କୁ ଲକ୍ଷ୍ନୌରେ ପ୍ରବେଶ କରିବା ଅନୁମତି ମିଳିବ ନାହିଁ ବୋଲି ତ୍ତରପ୍ରଦେଶ ଡିଜିପି ଓ.ପି. ସିଂ ସୂଚନା ଦେଇଛନ୍ତି। ତୃଣମୂଳ ନେତା...

୧୦୦ ଭାରତୀୟ ସ୍ବେଚ୍ଛାସେବୀଙ୍କୁ ଦିଆଯିବ ରୁଷିଆ ଟିକା

ନୂଆଦିଲ୍ଲୀ, ୨୩।୧୦: ଭାରତରେ କରୋନା ଭାଇରସର ଆଉ ଏକ ଟିକା ପରୀକ୍ଷା ଆରମ୍ଭ ହେବାକୁ ଯାଉଛି। ଚଳିତ ମାସରେ ରୁଷିଆର ସ୍ପୁଟନିକ ଭି ଟିକା ପରୀକ୍ଷା...

Advertisement
Archives

Model This Week