Posted inଜାତୀୟ

ଭୋପାଳ ଲୋକ ସଭା ଆସନ: ମତଦାନ କରିବେ ରାଫାଲ-ମିଗ୍‌-ମିରାଜ୍‌

ଭୋପାଳ,୧।୫: ମଧ୍ୟପ୍ରଦେଶର ଭୋପାଳ ଲୋକ ସଭା ଆସନରେ ଷଷ୍ଠ ପର୍ଯ୍ୟାୟର ମତଦାନ କରାଯିବ। ଚଳିତ ଥର ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ପାଇଁ ରାଫାଲ, ମିଗ୍‌ ଏବଂ ମିରାଜ୍‌ ଏଠାରେ ଭୋଟ ଦେବେ। ଏଠାରେ ରାଫାଲ ନାମଧାରୀ ୪ଜଣ, ମିଗ୍‌ ନାମଧାରୀ ୭ ଏବଂ ମିରାଜ୍‌ ନାମ ଥିବା ୧୧ ଜଣ ଭୋଟର ମତଦାନ ଅଧିକାର ସାବ୍ୟସ୍ତ କରିବେ। ରାଜଧାନୀ ଭୋପାଳରେ ୨୧ ଲକ୍ଷ ୪୧ ହଜାରରୁ ଅଧିକ ଭୋଟର ଅଛନ୍ତି। ଏଠାରେ ମେ ୧୨ରେ ମତଦାନ କରାଯିବ। ତେବେ ଏଠାରେ ରାଫାଲ-ମିଗ୍‌-ମିରାଜ୍‌ ନାମଧାରୀ ବ୍ୟକ୍ତି ଭୋଟ ଦେଉଥିବାରୁ ସୋସିଆଲ୍‌ ମିଡ଼ିଆରେ ଆରମ୍ଭ ହୋଇଛି ଚର୍ଚ୍ଚା।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଟରନେଟ ବ୍ୟବହାରରେ ଭାରତୀୟ ମହିଳା ପଛୁଆ: ଅକ୍ସଫାମ ଇଣ୍ଡିଆ ରିପୋର୍ଟ…

ନୂଆଦିଲ୍ଲୀ,୫।୧୨ : ଏନଜିଓ ଅକ୍ସଫାମ ଇଣ୍ଡିଆ ଦ୍ୱାରା କରାଯାଇଥିବା ଏକ ଅଧ୍ୟୟନରେ କୁହାଯାଇଛି ଯେ ଭାରତରେ ଇଣ୍ଟରନେଟ ବ୍ୟବହାରରେ ମହିଳାମାନେ ବହୁ ପଛରେ ଅଛନ୍ତି। ଏହି...

ଏସବୁ ୪୩ ସ୍ମାର୍ଟଫୋନରେ ଆଉ ଚାଲିବନି ହ୍ବାଟସ୍‌ଆପ୍‌…

ନୂଆଦିଲ୍ଲୀ,୫।୯: ନଭେମ୍ବର ୧ଠାରୁ ୪୩ଟି ସ୍ବାର୍ଟଫୋନ୍‌ରେ ଆଉ ହ୍ବାଟସ୍‌ ଆପ୍‌ ଚାଲିବନି। ହ୍ବାଟସ୍‌ ଆପ୍‌ ଲଗାତାର ପୁରୁଣା ଫୋନ୍‌ରେ ନିଜର ସପୋର୍ଟ ବନ୍ଦ କରିବାରେ ଲାଗିଛି।...

ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ବାଧା ଦେଉଛନ୍ତି କେଜରିଓ୍ବାଲ: କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୬।୬: ଘରେ ରାଶନ ପହଞ୍ଚାଇବା ପାଇଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପକ୍ଷରୁ କରାଯାଇଥିବା ଯୋଜନା ନେଇ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁହଁ...

ଆତଙ୍କବାଦୀଙ୍କ ଧମକ ସତ୍ତ୍ୱେ ସେନା ଚାହୁଁଛି ସ୍ବାଭାବିକ ସ୍ଥିତି: ମଝିରେ ଫସିଛନ୍ତି କଶ୍ମୀରୀ

ନୂଆଦିଲ୍ଲୀ/ଶ୍ରୀନଗର,୧୮ା୯: ଜମ୍ମୁ-କଶ୍ମୀରର ସ୍ବାୟତ୍ତତା ପ୍ରତ୍ୟାହାରକୁ ମଙ୍ଗଳବାର ୪୪ ଦିନ ପୂରିଛି। ଅଗଷ୍ଟ ୫ରେ କେନ୍ଦ୍ର ସରକାର ନେଇଥିବା ଏହି ନିଷ୍ପତ୍ତି ପରେ ସ୍ଥିତି କ୍ରମଶଃ ସ୍ବାଭାବିକ...

ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦେଖି ଜରୁରୀ ବୈଠକ ଡାକିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୮: ଲଗାଣ ବର୍ଷା ଫଳରେ ଦେଶର ପ୍ରାୟ ଅଧିକାଂଶ ଅଞ୍ଚଳରେ ବନ୍ୟା ସୃଷ୍ଟି ହୋଇଥିବାରୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପଟେ...

ଆରମ୍ଭ ହେଲା ସିନ୍ଦୁର ଖେଳ

କୋଲକତା,୫।୧୦: ବିଜୟା ଦଶମୀ ଅବସରରେ ଦେଶର ବିଭିନ୍ନ ସ୍ଥାନରେ ଆୟୋଜିତ ହୁଏ ସିନ୍ଦୁର ଖେଳ। ଏଥିରେ ବିବାହିତ ମହିଳାମାନେ ମା’ ଦୁର୍ଗାଙ୍କୁ ସିନ୍ଦୁର ଲଗାଇବା ପରେ...

ବନ୍ୟାଞ୍ଚଳ ବୁଲି ଦେଖିଲେ ଅମରିନ୍ଦର

ପଟିଆଲା,୨୩।୭: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ମଙ୍ଗଳବାର ବନ୍ୟା ପ୍ରଭାବିତ ପଟିଆଲା ଓ ସନଗୁର ଅଞ୍ଚଳକୁ ଆକାଶମାର୍ଗରୁ ପରିଦର୍ଶନ କରିଛନ୍ତି। ଲଗାଣ ବର୍ଷା ଫଳରେ...

କୋଭିଡ୍‌ ପ୍ରଭାବ କମାଇବା ନେଇ ସରକାରଙ୍କ ଯୋଜନା: ଖର୍ଚ୍ଚ ଉପରେ ରହିପାରେ ଫୋକସ

ନୂଆଦିଲ୍ଲୀ,୩୧।୧୨: କରୋନା ମହାମାରୀ ଯୋଗୁ ବିଶ୍ୱର ପ୍ରମୁଖ ଅଭିବୃଦ୍ଧିଶୀଳ ଅର୍ଥ ବ୍ୟବସ୍ଥା ମଧ୍ୟରେ ଭାରତ ସବୁଠାରୁ ବେଶି କ୍ଷତିଗ୍ରସ୍ତ ହୋଇଛି। ଚଳିତ ଆର୍ଥତ୍କ ବର୍ଷ ପ୍ରଥମ...

Advertisement
Archives

Model This Week