Posted inଜାତୀୟ

ଭୋର ୫ଟା ୪୭ରୁ ପ୍ରତ୍ୟାହାର କରାଗଲା ରାଷ୍ଟ୍ରପତି ଶାସନ

ନୂଆଦିଲ୍ଲୀ,୨୩।୧୧: ମହାରାଷ୍ଟ୍ରକୁ ନେଇ ଏବେ ସବୁଠି ଚର୍ଚ୍ଚା। ଶନିବାର ସକାଳ ରାଜ୍ୟ ରାଜନୀତି ପାଇଁ ପାଲଟି ଯାଇଛି ଏକ ଅଭୁଲା ଦିନ। ମହାରାଷ୍ଟ୍ରରେ ଲାଗୁ ହୋଇଥିବା ରାଷ୍ଟ୍ରପତି ଶାସନକୁ ଶନିବାର ଭୋର ୫ଟା ୪୭ରେ ପ୍ରତ୍ୟାହାର କରାଯାଇଛି। ଆଉ ଏହାପରେ ସକାଳ ୮ଟା ୧୫ରେ ଦ୍ୱିତୀୟ ଥର ଲାଗି ଭାରତୀୟ ଜନତା ପାର୍ଟି(ଭାଜପା)ନେତା ଦେବେନ୍ଦ୍ର ଫଡନବିସ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସୂଚନାଯୋଗ୍ୟ, ଗତ ଅକ୍ଟୋବରରୁ ଏଠାରେ ବିଧାନସଭା ନିର୍ବାଚନ ସରିଥିବା ବେଳେ ସଂଖ୍ୟା ଗରିଷ୍ଠତା ଦୃଷ୍ଟିରୁ କୌଣସି ଦଳ ମହାରାଷ୍ଟ୍ରରେ କେହି ସରକାର ଗଠନ କରିପାରି ନ ଥିଲେ। ଆଉ ରାତାରାତି ମହାରାଷ୍ଟ୍ର ରାଜନୀତିରେ ସବୁ ଓଲଟପାଲଓ ହୋଇ ଫଡନବିସ ପୁଣି ମୁଖ୍ୟମନ୍ତ୍ରୀ ଆସନରେ ବସିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୁତୋଗରେ ଶିବିର ନିର୍ମାଣ କରୁଛି ଚାଇନା

ଲଦାଖ,୨୩।୨: ଭାରତ ଚାଇନା ମଧ୍ୟରେ ପୂର୍ବ ଲଦାଖରେ ଜାରି ରହିଥିବା ସୀମା ବିବାଦ ନେଇ ଆଲୋଚନା ପରେ ଦୁଇପକ୍ଷ ପଛକୁ ହଟିବାକୁ ନିଷ୍ପତ୍ତି ହୋଇଥିଲା। ଭାରତ...

ତଟରକ୍ଷୀ ବାହିନୀରେ ସାମିଲ୍‌ ହେଲା କନକଲତା ବରୁଆ

କୋଲକାତା, ୩୦।୯: ଭାରତୀୟ ତଟରକ୍ଷୀ ବାହିନୀରେ କନକଲତା ବରୁଆ ଜାହାଜ ସାମିଲ୍‌ ହୋଇଛି। ବୁଧବାର ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ କୋଲକାତାରେ ଏହାକୁ ସାମିଲ୍‌ କରାଯାଇଛି। ଏହାକୁ...

ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ ସହିତ ସମ୍ପର୍କ: ପୂର୍ବତନ ବିଧାୟକଙ୍କୁ ଜେରା କରିବ ଏନ୍‌ଆଇଏ

ଶ୍ରୀନଗର,୩।୨: ଆତଙ୍କବାଦୀ ସଂଗଠନ ହିଜ୍‌ବୁଲ୍‌ ମୁଜାହିଦ୍ଦିନ୍‌ ସହିତ ସମ୍ପର୍କ ଅଭିଯୋଗରେ ଜମ୍ମୁ-କଶ୍ମୀରର ପୂର୍ବତନ ବିଧାୟକ ଶେଖ୍‌ ଅବଦୁଲ୍‌ ରଶିଦ୍‌ଙ୍କୁ ଏନ୍‌ଆଇଏ ଜେରା କରିବ। ହିଜ୍‌ବୁଲ୍‌ କମାଣ୍ଡର...

ପୁଣି ଉତ୍କଟ ହେଲା ବାୟୁ ପ୍ରଦୂଷଣ

ନୂଆଦିଲ୍ଲୀ,୭ା୬(ଆଇଏଏନ୍‌ଏସ୍‌): ଲକ୍‌ଡାଉନର ପ୍ରାରମ୍ଭିକ ପର୍ଯ୍ୟାୟରେ ଦେଶର ୬ଟି ପ୍ରମୁଖ ସହରରେ ବାୟୁ ପ୍ରଦୂଷଣ ଯଥେଷ୍ଟ ହ୍ରାସ ପାଇଥିଲା। ତେବେ ଧୀରେ ଧୀରେ ଲକ୍‌ଡାଉନ ଖୋଲିବା ସହ...

ଏପ୍ରିଲ ୨୫ରେ କେରଳ ଯିବେ ମୋଦି, ଯୁବ ଅଭିଯାନରେ ହେବେ ସାମିଲ

ନୂଆଦିଲ୍ଲୀ,୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏପ୍ରିଲ ୨୫ରେ କେରଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ସେ କେରଳର କୋଚିରେ ଯୁବ ଅଭିଯାନରେ ଅଂଶଗ୍ରହଣ...

ମୃତ୍ୟୁ କ୍ଷେତ୍ର ପାଲଟିଛି ଏଲ୍‌ଓସି

ପୁଣେ, ୩୧।୮: ଭାରତ ଓ ପାକିସ୍ତାନ ମଧ୍ୟରେ ଥିବା ନିୟନ୍ତ୍ରଣ ରେଖା (ଏଲ୍‌ଓସି) ଏବଂ ଅନ୍ତର୍ଜାତୀୟ ସୀମା ଯବାନ ଏବଂ ସାଧାରଣ ନାଗରିକଙ୍କ ମୃତ୍ୟୁ କ୍ଷେତ୍ରରେ...

ସିଦ୍ଧୁ ମୁସେୱାଲାଙ୍କ ପରେ ଆଉ ଜଣେ ପଞ୍ଜାବି ସିଙ୍ଗରଙ୍କ ଉପରେ ଆକ୍ରମଣ, ଫଟୋ ଶେୟାର କଲେ ହନି ସିଂ

ନୂଆଦିଲ୍ଲୀ,୩ ।୧୦: ପଞ୍ଜାବି ସିଙ୍ଗରଙ୍କ ଉପରେ ଲଗାତାର ଆକ୍ରମଣ ଜାରି ରହିଛି । ସିଦ୍ଧୁ ମୁସେୱାଲାଙ୍କ ପରେ ଏବେ ଆଉ ଜଣେ ପଞ୍ଜାବି ସିଙ୍ଗରଙ୍କ ଉପରେ...

କୃଷି ଆଇନକୁ ବିରୋଧ କଲା କଂଗ୍ରେସ

ନୂଆଦିଲ୍ଲୀ,୨୨ ।୭: କେନ୍ଦ୍ର ସରକାରଙ୍କ ୩ଟି ଯାକ କୃଷି ଆଇନକୁ ବିରୋଧ କରିଛି କଂଗ୍ରେସ । ଗୁରୁବାର ଏହି ଆଇନକୁ ଫେରାଇ ନେବାକୁ ଦାବି କରି...

Advertisement
Archives

Model This Week