Posted inଜାତୀୟ

ଭ୍ରଷ୍ଟ ଶାସନ ଦେବା ଆମ ସରକାରଙ୍କ ଲକ୍ଷ୍ୟ: ଆନ୍ଧ୍ର ପ୍ରଦେଶ ଉପ ମୁଖ୍ୟମନ୍ତ୍ରୀ

ଅମରାବତି,୧୬।୬: ଆନ୍ଧ୍ର ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ ପି ପୁଷ୍କା ଶିଓ୍ବାନିଙ୍କ ପାଟିରୁ ଖସି ଯାଇଥିବା କଥା ପାଇଁ ତାଙ୍କୁ ଲଜ୍ଜିତ ହେବାକୁ ପଡିଛି। ଗତ ଶନିବାର ପୁଷ୍ପା କହିଥିଲେ, ଆନ୍ଧ୍ର ପ୍ରଦେଶରେ ଭ୍ରଷ୍ଟ ଶାସନ ଦେବା ଆମ ସରକାରଙ୍କ ଲକ୍ଷ୍ୟ। ଏକ ଖବରଦାତା ସମ୍ମିଳନୀରେ ସେ ଏହା କହିଛନ୍ତି। ଅସଲ କଥା ହେଲା ଉପ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଭ୍ରଷ୍ଟାଚାର ମୁକ୍ତ ଶାସନ ଯୋଗାଇ ଦେବା ତାଙ୍କ ସରକାରଙ୍କ ଲକ୍ଷ୍ୟ ବୋଲି କହିବାକୁ ଯାଉଥିବା ବେଳେ ଭୁଲ୍‌ କ୍ରମେ ତାଙ୍କ ପାଟିରୁ ଭ୍ରଷ୍ଟ ଶାସନ ଦେବା ବୋଲି ବାହାରି ଯାଇଥିଲା। ଏହା ପରେ ବିରୋଧି ଟିଡିପି ପୁଷ୍ପାଙ୍କୁ ଟୁଇଟର୍‌ ମାଧ୍ୟମରେ ଧନ୍ୟବାଦ ଦେବା ସହ ତାଙ୍କ କଥାରେ ସହମତ ବୋଲି ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅହମ୍ମଦାବାଦ୍‌ରେ ୧୪୨ତମ ରଥାଯାତ୍ରା: ଶାହ କଲେ ମଙ୍ଗଳ ଆରତି

ଅହମ୍ମଦାବାଦ୍‌,୪।୭: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଅବସରରେ ଗୁଜରାଟ ରାଜଧାନୀ ଅହମ୍ମଦାବାଦ୍‌ ଚଳଚଞ୍ଚଳ ହୋଇଉଠିଛି। ଏଠାରେ ଚଳିତ ବର୍ଷ ୧୪୨ତମ ରଥଯାତ୍ରା ପାଳିତ ହେଉଛି। ଏହି ଅବସରରେ...

ପୂର୍ବତନ ଏମ୍‌ପି ତଥା ଗବେଷିକା କ୍ରିଷ୍ଣା ବୋଷଙ୍କ ପରଲୋକ

କୋଲକାତା,୨୨।୨: ଗବେଷିକାରୁ ରାଜନୀତିରେ ପାଦ ରଖିଥିବା କ୍ରିଷ୍ଣା ବୋଷଙ୍କର ଶନିବାର ୮୯ ବର୍ଷ ବୟସରେ ପରଲୋକ ହୋଇଛି। ଜାଦବପୁରରୁ ତ୍ରୁଣମୂଳ କଂଗ୍ରେସର ଏମ୍‌ପି ଥିବା ବୋଷ...

ସାମ୍ନାକୁ ଆସିଲା ରାଫାଲ ଆର୍‌ବି-୦୦୨ର ପ୍ରଥମ ଫଟୋ

ନୂଆଦିଲ୍ଲୀ,୧୦।୧୦: ଯୁଦ୍ଧ ବିମାନ ରାଫାଲ ଆର୍‌ବି-୦୦୧ ପ୍ରାନ୍ସ ପକ୍ଷରୁ ଭାରତକୁ ହସ୍ତଗତ କରାଯିବାର ଗୋଟିଏ ଦିନ ପରେ ଆଉ ଏକ ରାଫାଲ ବିମାନର ଫଟୋ ଜାରି...

ପୁଅ ଦ୍ୱିତୀୟଥର ବିଧାୟକ ନିର୍ବାଚିତ, ଏବେ ବି ଗାଡି ପଙ୍କଚର ମାରୁଛନ୍ତି ପିତା

ଭୋପାଳ,୧୩।୨: ଭୋପାଳର ବୋଗଦା ଅଞ୍ଚଳରେ ଥିବା ଏକ ଛୋଟ ଗ୍ୟାରେଜ୍‌ ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ଗ୍ୟାରେଜ୍‌ର ମାଲିକ ହେଉଛନ୍ତି ଦିଲ୍ଲୀର ଜଙ୍ଗପୁରା ବିଧାନସଭା...

ଭାରତର ରାଷ୍ଟ୍ରପତିଙ୍କ ପାଇଁ ଆକାଶମାର୍ଗ ବନ୍ଦ କଲା ପାକିସ୍ତାନ

ନୂଆଦିଲ୍ଲୀ,୭।୯: ପାକିସ୍ତାନ ଭାରତ ବିରୋଧରେ ଆଉ ଏକ ଖେଳ ଖେଳିଛି। ପାକ୍‌ ବୈଦେଶିକମନ୍ତ୍ରୀ ଏମ୍‌ଏସ୍‌ କ୍ୟୁରେସି କହିଛନ୍ତି ପାକିସ୍ତାନ ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଆକାଶ...

ମୁକୁଳିଲେ ମୁନ୍‌ମୁନ, ଅର୍ବାଜ

ମୁମ୍ବାଇ, ୩୧ା୧୦: କ୍ରୁଜ୍‌ ଡଗ୍ସ ପାର୍ଟି ମାମଲାରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି) ଦ୍ୱାରା ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ ଜାମିନ ପାଇଥିବା ମୁନ୍‌ମୁନ୍‌ ଧମେଚା ଏବଂ...

ଓକିଲଙ୍କ କ୍ରମାଗତ ଧର୍ମଘଟକୁ ନେଇ ସୁପ୍ରିମକୋର୍ଟ କ୍ଷୁବ୍ଧ

ନୂଆଦିଲ୍ଲୀ,୨୨ା୨(ପି.ଟି.): ପାକିସ୍ତାନ ସ୍କୁଲ୍‌ରେ ବୋମା ଫୁଟିବା, ନେପାଳରେ ଭୂମିକମ୍ପ ହେବା ଭଳି କାରଣକୁ ନେଇ ଓକିଲମାନେ ବାରମ୍ବାର ଧର୍ମଘଟ କରୁଥିବାରୁ ସୁପ୍ରିମକୋର୍ଟ ଏଥିରେ କ୍ଷୁବ୍ଧ ହୋଇଛନ୍ତି।...

ତ୍ରିରଙ୍ଗାର ଅପମାନ ଦୁର୍ଭାଗ୍ୟଜନକ: ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୯ ।୧: କରୋନା ମହାମାରୀର କଡା କଟକଣା ଭିତରେ ଶୁକ୍ରବାର ଆରମ୍ଭ ହୋଇଛି ସଂସଦର ବଜେଟ୍ ଅଧିବେଶନ । ପ୍ରଥମେ ରାଷ୍ଟପତି ରାମନାଥ କୋବିନ୍ଦ ଅଧିବେଶନକୁ...

Advertisement


Archives

Model This Week