Posted inଜାତୀୟ

ଭୟରେ ଆତ୍ମହତ୍ୟା କଲେ ପୂର୍ବତନ ଉପମୁଖ୍ୟମନ୍ତ୍ରୀଙ୍କ ସହାୟକ

ବେଙ୍ଗାଲୁରୁ,୧୨।୧୦: ବରିଷ୍ଠ କଂଗ୍ରେସ ନେତା ତଥା କର୍ନାଟକର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଜି.ପରମେଶ୍ୱରଙ୍କ ବ୍ୟକ୍ତିଗତ ସହାୟକ ରମେଶ ଆତ୍ମହତ୍ୟା କରିଛନ୍ତି। ଆୟକର ବିଭାଗ ଗତଦୁଇ ଦିନ ହେବ ପରମେଶ୍ୱରଙ୍କ ୩୦ଟି ଠିକଣା ଉପରେ ଚଢାଉ କରିଥିଲା। ଏହି ଭୟରେ ରମେଶ ଗଣଭାରତୀ ଅଞ୍ଚଳରେ ଆତ୍ମହତ୍ୟା କରିଛନ୍ତି। ଆୟକର ଚଢଉ ବେଳେ ୪.୫୨ କୋଟି ଟଙ୍କା ଜବତ ହୋଇଥିଲା। ତେବେ ଆୟକର ଏହି ଚଢଉରେ ପରମେଶ୍ୱରଙ୍କ ପିଏ ରମେଶଙ୍କୁ ସାମିଲ କରାଯାଇ ନ ଥିଲା ବୋଲି ଆୟକର ଅଧିକାରୀମାନେ କହିଛନ୍ତି। ଏହି ମାମଲାରେ ଆୟକର ବିଭାଗ ରମେଶଙ୍କୁ ପକ୍ଷଭୁକ୍ତ କରି ନାହିଁ କି ତାଙ୍କ ବିରୋଧରେ କୌଣସି ମୋକଦ୍ଦମା ରୁଜୁ ହୋଇ ନ ଥିବା ଆୟକର ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ନିର୍ମାଣ ହେବ ୨୧ ନୂଆ ନ୍ୟୁକ୍ଲିୟର ରିଆକ୍ଟର: ଶକ୍ତି ଉତ୍ପାଦନରେ ବଢ଼ିବ ଆତ୍ମନିର୍ଭରଶୀଳତା

ନୂଆଦିଲ୍ଲୀ,୧୯।୧୦: ଆସନ୍ତା ୨୦୩୦ ସୁଦ୍ଧା ଦେଶରେ ୨୧ଟି ନୂଆ ନ୍ୟୁକ୍ଲିୟର ରିଆକ୍ଟର ନିର୍ମାଣ କରାଯିବ। ଇତିମଧ୍ୟରେ ୭ଟି ପ୍ରକଳ୍ପର କାର୍ଯ୍ୟ ଜାରି ରହିଛି। ଖୁବ୍‌ ଶୀଘ୍ର...

ସିଏଏ ବିରୋଧୀଙ୍କୁ ଭାଜପା ବିଧାୟକଙ୍କ ଧମକ: ହିଂସାକାଣ୍ଡ ଭିଆଇଲେ ଚମଡ଼ା ଉତାରି ଦିଆଯିବ

ଗାଜିଆବାଦ,୨୦।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଭାଜପା ନେତା ବିଭିନ୍ନ ସମୟରେ ବିବାଦୀୟ ମନ୍ତବ୍ୟ ଦେଉଛନ୍ତି। ଏହି ମର୍ମରେ ଉତ୍ତରପ୍ରଦେଶର ଭାଜପା ବିଧାୟକ ସିଏଏ ବିରୋଧୀଙ୍କୁ...

‘ମଣିଷ ପଣିଆ ଜାରି ରଖ’

ହାଇଦ୍ରାବାଦ୍‌,୫।୯(ପିଟି): କୋଭିଡ୍‌-୧୯ ମହାମାରୀ ସମୟରେ ଦେଶବାସୀ ପୋଲିସର ମଣିଷ ପଣିଆକୁ ଦେଖିଛନ୍ତି। ଆଉ ଏହି ମଣିଷ ପଣିଆକୁ ଜାରି ରଖିପାରିଲେ ଦେଶର ପ୍ରଭୁତ ଉନ୍ନତି ହେବ...

ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଅପରେଶନ୍‌ ପାଇଁ ହସ୍ପିଟାଲରେ ଭର୍ତ୍ତି

ଅହମ୍ମଦାବାଦ୍‌,୪।୯: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ଅଚାନକ ଅହମ୍ମଦାବାଦ୍‌ରେ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏକ ଛୋଟ...

ଜନ୍ମାଷ୍ଟମୀ ପାଇଁ ହରିୟାଣାରେ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୨୧।୮: ହରିୟାଣାରେ ଜନ୍ମାଷ୍ଟମୀ ଉପଲକ୍ଷେ ଅଗଷ୍ଟ ୨୩କୁ ସରକାରୀ ଛୁଟି ଭାବେ ଘୋଷଣା କରାଯାଇଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ମନୋହରଲାଲ ଖଟ୍ଟରଙ୍କ ସରକାର ଏହି ନିଷ୍ପତ୍ତି ନେଇଥିବା...

ଛୁଟି ପାଇଁ ପୋଲିସ କରୁଛି ସତ୍ୟପାଠ

ସମସ୍ତିପୁର: ‘ମୁଁ ….. ଛଟ୍‌ ମା’ଙ୍କୁ ସାକ୍ଷୀ ରଖି ଶପଥ ନେଉଛି, ମୁଁ ଦୀର୍ଘ….ବର୍ଷ ହେଲା ଛଟ୍‌ ପୂଜା କରିଆସୁଛି। ଏହି ବର୍ଷ ମଧ୍ୟ ବ୍ରତ...

ରାହୁଲଙ୍କୁ ଚ୍ୟାଲେଞ୍ଜ୍‌ ଦେଲେ ନଡ୍ଡା: ସିଏଏର ନିୟମ ଉପରେ ୧୦ ଲାଇନ୍‌ କହି ଦେଖାନ୍ତୁ

ଇନ୍ଦୋର,୨୨।୧୨: ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ)କୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ ଚାଲିଥିବାବେଳେ ବିରୋଧୀ କଂଗ୍ରେସ ମଧ୍ୟ ଏହାକୁ ନେଇ କେନ୍ଦ୍ର ସରକାରଙ୍କୁ ଘେରିଛି। କଂଗ୍ରେସର...

କରୋନାରେ ବଢ଼ୁଛି ମୃତ୍ୟୁ ସଂଖ୍ୟା

ମୁମ୍ବାଇ,୨୪।୩: ଦେଶରେ କରୋନା ପ୍ରକୋପ ଥମିବାର ନାଁ ନେଉନି। ଦିନକୁ ଦିନ ମହାରାଷ୍ଟ୍ରରେ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଛି। ସେଠାରେ କରୋନା ଭାଇରସ୍‌ରେ ସଂକ୍ରମିତଙ୍କ...

Coronavirus Update


Archives

Model This Week

Why Dharitri