ଭୟରେ ମୁମ୍ବାଇବାସୀ: କରୋନାରେ ସଂକ୍ରମିତ ସଫେଇ କର୍ମଚାରୀ

ମୁମ୍ବାଇ,୨।୪: ବ୍ରିହାନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ(ବିଏମ୍‌ସି)ର ଜଣେ ସଫେଇ କର୍ମଚାରୀ ଓ୍ବର୍ଲିରେ କାମ କରୁଥିବା ବେଳେ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ଜଣାପଡିଛି। ସୋମବାର ଉକ୍ତ ୫୨ ବର୍ଷୀୟ ବ୍ୟକ୍ତିଙ୍କ ନିକଟରେ କରୋନାର ଲକ୍ଷଣ ଦେଖାଯିବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଗୁରୁବାର ତାଙ୍କ ନିକଟରେ କରୋନା ପଜିଟିଭ ଥିବା ଜଣାପଡିଛି। ଏବେ ତାଙ୍କର ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ବେଳେ ପୀଡ଼ିତ ବ୍ୟକ୍ତିଙ୍କ ପରିବାର ସଦସ୍ୟ ଓ ତାଙ୍କର ୨୩ ଜଣ ସହଯୋଗୀଙ୍କୁ କ୍ୱାରାଣ୍ଟାଇନରେ ରହିବାକୁ ପରାମର୍ଶ ଦିଆଯାଇଛି। ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ସର୍ବାଧିକ ୩୩୫ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଏବେ ଏହି ସଫେଇ କର୍ମଚାରୀ କରୋନାରେ ପୀଡ଼ିତ ହେବା ପରେ ସମସ୍ତଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘୧୨ କୋଟି ୫୦ ଲକ୍ଷ ଲୋକ…’ ‘ଭାରତ’ ଲେଖି ବଡ଼ ଭୁଲ କଲେ ଟ୍ରମ୍ପ

ଓ୍ବାଶିଂଟନ,୫।୧୦: ବ୍ରାଜିଲରେ ରାଷ୍ଟ୍ରପତି ନିର୍ବାଚନ ଚାଲିଛି। ଏହାକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଥିଲେ, ଯେଉଁଥିପାଇଁ ତାଙ୍କୁ ଉପହାସର ଶିକାର…

୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନର ବାଜିଲା ବିଗୁଲ, ତାରିଖ ଘୋଷଣା କଲେ ଉଚ୍ଚ ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର,୫ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବଡ଼ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ପରେ ନିର୍ବାଚନ ତାରିଖ ଘୋଷଣା…

ଖସିଲା ଜଳସ୍ତର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର,୫ା୧୦(ପ୍ରମୋଦ ବହିଦାର): ତିନିଦିନ ଧରି ହୀରାକୁଦ ଜଳଭଣ୍ଡାର ପୂଣ୍ଣଗର୍ଭା ରହିବା ପରେ ସୋମବାର ଜଳସ୍ତର ସାମାନ୍ୟ ହ୍ରାସ ପାଇଛି। ତେଣୁ ଆଜି ଜଳଭଣ୍ଡାରର ଖୋଲାଥିବା ଏକମାତ୍ର ସ୍ଲୁଇସ୍‌…

ସଞ୍ଜୁ ସାମସନଙ୍କ ଟାର୍ଗେଟରେ ସୁରେଶ ରାଇନା,ଏମ.ଏସ. ଧୋନି, କିନ୍ତୁ କାହିଁକି? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୧୦: ୱେଷ୍ଟଇଣ୍ଡିଜ ବିପକ୍ଷରେ ଇତିହାସ ସୃଷ୍ଟି କରିବାର ସୁଯୋଗ ରହିଛି ଭାରତର ୱିକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କ ନିକଟରେ। ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ…

ଜୈବବିବିଧତାର ସୁରକ୍ଷିତ ଠିକଣା: ନୀଳରକ୍ତ କଙ୍କଡ଼ାଙ୍କ ମିଳନସ୍ଥଳ ପାଲଟିଛି ଗହୀରମଥା

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଭିତରକନିକା ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବିଭିନ୍ନ ବିରଳ ପ୍ରଜାତିର ସାମୁଦ୍ରିକ ଜୀବଜନ୍ତୁ ଦେଖିବାକୁ ମିଳନ୍ତି। ବିଶେଷ କରି ମହାନଦୀ…

ଟାଇପ ୧ ଡାଇବେଟିସ କ’ଣ? ଏହା ପଛରେ କ’ଣ ରହିଛି କାରଣ ଜାଣନ୍ତୁ…

ନୀରବ ଘାତକ ଭାବରେ ଗଣନା କରାଯାଉଥିବା ଅନ୍ୟତମ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ହେଉଛି ଡାଇବେଟିସ୍‌ ବା ମଧୁମେହ। ଏହା ପଛରେ ଅନେକ କାରଣ ରହିଛି। ତେବେ ଟାଇପ…

‘ବିରାଟଙ୍କ ନମ୍ବର ତାଙ୍କୁ ମିଳିବା ଉଚିତ’, କୋହଲିଙ୍କ ପାଇଁ କିଏ ହେବେ ପରଫେକ୍ଟ ରିପ୍ଲେସମେଣ୍ଟ ପ୍ରକାଶ କଲେ ୱାସିମ ଜାଫର୍‌, ଚମକି ପଡ଼ିବେ…

ନୂଆଦିଲ୍ଲୀ,୫।୧୦: ପ୍ରାୟ ୧୫ ବର୍ଷ ଧରି, ଭାରତୀୟ ଦଳକୁ ODI କ୍ରିକେଟରେ ୩ ନମ୍ବର ସ୍ଥାନ ପାଇଁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିନାହିଁ; ଏହାର ମୁଖ୍ୟ…

ଭିଜିଲାନ୍ସ ପଞ୍ଝାରେ ବେତନଟୀ ସବଡିଭିଜନ AEE, ଏକକାଳୀନ ୧୦ ସ୍ଥାନରେ ଚଢାଉ

ବାରିପଦା/ବେତନଟୀ, ୫।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ବେତନଟୀ ଆର୍‌ଆଣ୍ଡବି ସବ୍‌ଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?