ଭୟାବହ ଅଗ୍ନିକାଣ୍ଡ : ୬୦ ବଖରା ପୋଡ଼ି ପାଉଁଶ

ମହାକାଳପଡ଼ା,୩୦ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଜାଲକଣା ଗ୍ରାମରେ ଗୁରୁବାର ମଧ୍ୟାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟି ୩୩ ପରିବାରର ୬୦ରୁ ଊର୍ଦ୍ଧ୍ୱ ବଖରା ପୋଡ଼ି ପାଉଁଶ ହୋଇଯାଇଛି। ସୂଚନା ଥାଉକି, ଗ୍ରାମର ଅଜୟ ପ୍ରଧାନଙ୍କ ପାଳଗଦାରେ କୌଣସି କାରଣରୁ ପ୍ରଥମେ ନିଆଁ ଲାଗିଥିବାବେଳେ ଦକ୍ଷିଣା ପବନ ଯୋଗୁ ଏହା କ୍ଷୀପ୍ର ବେଗରେ ଅନ୍ୟ ଘରଗୁଡ଼ିକୁ ବ୍ୟାପୀ ଯାଇଥିଲା। ଏହି ଅଗ୍ନିକାଣ୍ଡରେ ୩୩ ପରିବାରର ସମସ୍ତ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଦୁଇଜଣ ଶିଶୁ ଗୁରୁତର ହୋଇ କଟକ ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି। ଖବର ଲେଖାହେଲା ବେଳକୁ ମହାକାଳପଡ଼ା, ମାର୍ଶାଘାଇ ଏବଂ କେନ୍ଦ୍ରାପଡ଼ାର ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁଲିଭା କାର୍ଯ୍ୟ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟୋଭ୍‌ ଫାଟି ଜଣେ ମୃତ, ଜଣେ ଗୁରୁତର

ମହାକାଳପଡ଼ା,୧।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ଜମ୍ବୁ ମେରାଇନ୍‌ ଥାନା ଅଞ୍ଚଳର ଖରିନାସୀ ଗାଁରେ ରବିବାର ସକାଳେ ଏକ ଅଘଟଣ ଘଟିଛି। ଏଠାକାର ମେରାଇନ୍‌...

ଶ୍ରୀ ବଳଦେବଜୀଉଙ୍କ ସ୍ନାନଯାତ୍ରା ନୀତି ନିର୍ଘଣ୍ଟ

କେନ୍ଦ୍ରାପଡ଼ା ଅଫିସ, ୨୯।୫: ଶ୍ରୀ ବଳଦେବଜୀଉଙ୍କ ସ୍ନାନଯାତ୍ରା ଲାଗି ନୀତି ନିର୍ଘଣ୍ଟ ସ୍ଥିର ହୋଇଛି। ସକାଳ ୬ରୁ ୭ଟା ମଧ୍ୟରେ ଶ୍ରୀଜୀଉ ସ୍ନାନ ମଣ୍ଡପକୁ ବିଜେ...

ନୌବାଣିଜ୍ୟ ସହ ସାଂସ୍କୃତିକ ମିଳନ ହେଉଥିଲା

କେନ୍ଦ୍ରାପଡ଼ା ଅଫିସ, ୧୯ା୧୧: କେନ୍ଦ୍ରାପଡ଼ା ଜିଲାର ନୌବାଣିଜ୍ୟ ପରମ୍ପରା ପ୍ରାଚୀନ। ସାଧବ ପୁଅ କନିକା ଉପସାଗରରୁ ବାଲି, ସିଂହଳ, ଜାଭା ଆଦି ଦେଶକୁ ଯାଇ ବ୍ୟବସାୟ...

ବିଗୁଡୁଛି ଗହୀରମଥା ପରିବେଶ

କେନ୍ଦ୍ରାପଡ଼ା ଅଫିସ, ୧୮ା୧୨: ପ୍ରତିରକ୍ଷା ବିଭାଗ ପାଇଁ ସୁପର ସୋନିକ କ୍ଷେପଣାସ୍ତ୍ର ସହାୟକ ଟର୍ପେଡୋ(ସ୍ମାର୍ଟ) ସିଷ୍ଟମର ସଫଳ ପରୀକ୍ଷଣ ଗତ ୧୩ ତାରିଖରେ ହୁଇଲର ଦ୍ୱୀପରୁ...

ଚାଷୀଙ୍କ ପାଇଁ ସରକାରୀ ଆଳୁ ବିହନ ସଙ୍କଟ

କେନ୍ଦ୍ରାପଡ଼ା ଅଫିସ,୧୬।୧୧: କେନ୍ଦ୍ରାପଡ଼ା ଜିଲାର ଆଳୁ ଚାଷୀଙ୍କ ପାଇଁ ସରକାରୀ ବିହନ ସଙ୍କଟ ଦେଖାଦେଇଛି। ସରକାରୀ ବିହନ ଯୋଗାଣ ଅଦ୍ୟାବଧି ହୋଇ ନ ଥିବାରୁ ବଜାରରୁ...

ଡକାୟତି ଉଦ୍ୟମ ପଣ୍ଡ: ମାରଣାସ୍ତ୍ର ସହ ଦୁଇ ଗାଡ଼ି ଜବତ, ୪ ଗିରଫ

ପଟ୍ଟାମୁଣ୍ଡାଇ,୨୨ା୬(ସ୍ବ.ପ୍ର.) : କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବନ୍ୟା ଅଞ୍ଚଳ ତରାଡ଼ିପାଳ ପଞ୍ଚାୟତ ଗୋପାଳପୁର ଛକରୁ ରବିବାର ବିଳମ୍ବିତ ରାତିରେ ଡକାୟତି ଉଦ୍ୟମ କରୁଥିବା ବେଳେ...

ବଳଦେବଜୀଉଙ୍କ ମନ୍ଦିରରେ ପଶିଲେ ଶ୍ରଦ୍ଧାଳୁ

କେନ୍ଦ୍ରାପଡ଼ା ଅଫିସ,୧ା୧୧: କରୋନା ସଂକ୍ରମଣ ପାଇଁ କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁରସ୍ଥ ଶ୍ରୀ ବଳଦେବଜୀଉଙ୍କ ମନ୍ଦିର ବନ୍ଦ ରହିଛି। ତେବେ ଶନିବାର ସନ୍ଧ୍ୟାରେ ନିୟମ ଉଲ୍ଲଂଘନ କରି...

ଅର୍ଥକାରୀ ଫସଲ ଆଖୁଚାଷ ତଳମୁହାଁ

କେନ୍ଦ୍ରାପଡ଼ା ଅଫିସ, ୧୪ା୨: କେନ୍ଦ୍ରାପଡ଼ା ଜିଲାର ୭୦ ପ୍ରତିଶତ ଅର୍ଥନୀତି କୃଷି ଉପରେ ନିର୍ଭରଶୀଳ। ତେବେ ଅର୍ଥକାରୀ ଫସଲ ଉତ୍ପାଦନ ପାଇଁ ବିଭିନ୍ନ ସମସ୍ୟାର ସମାଧାନ...

Advertisement
Archives

Model This Week