ଭୟ ନାହିଁ,ଏପ୍ରିଲ୍‌ ୨୯ରେ ପୃଥିବୀକୁ ଦେବନି ଧକ୍କା ଗ୍ରହାଣୁପିଣ୍ଡ ୧୯୯୮-ଓଆର୍‌-୨ : ୨୦୭୯ରେ ସୃଷ୍ଟି ହୋଇପାରେ ସଙ୍କଟ !

ଓ୍ବାଶିଂଟନ,୨୧।୩: ଏପ୍ରିଲ୍‌ ୨୯ରେ ପୃଥିବୀ ସହିତ ଗ୍ରହାଣୁପିଣ୍ଡ ୧୯୯୮-ଓଆର୍‌-୨(୫୨୭୬୮) ଧକ୍କା ଦେବ ବୋଲି କେତେକ ଗୁଜବ କରୁଛନ୍ତି। ତେବେ ଏହା ମିଛ ବୋଲି ନାସାର ମହାକାଶବିଜ୍ଞାନୀ ମତ ଦେଇଛନ୍ତି। ଲକ୍ଷ ଲକ୍ଷ ବର୍ଷ ତଳେ ଏଭଳି ଗ୍ରହାଣୁପିଣ୍ଡ ପୃଥିବୀକୁ ଧକ୍କା ଦେଇଥିଲା। ଏହାଯୋଗୁ ପୃଥିବୀରେ ଡାଏନୋସୋରସ୍‌ ବଂଶ ଧ୍ୱଂସ ହୋଇଯାଇଥିଲା। ଏବେ ଏହାର ପୁନରାବୃର୍ତ୍ତି ହେବ ବୋଲି ଗୁଜବ ସୃଷ୍ଟି ହୋଇଥିଲା। ଏହି ଗ୍ରହାଣୁପିଣ୍ଡ ପୃଥିବୀକୁ ପ୍ରାୟ ୮୩ କିଲୋମିଟର ଦୂରରେ ଅତିକ୍ରମ କରିବ। ତେବେ ୨୦୭୯ ଏପ୍ରିଲ ୧୬ରେ ଏହା ମାତ୍ର ୧୮ କିଲୋମିଟର ଦୂରରେ ପୃଥିବୀକୁ ଅତିକ୍ରମ କରିବ। ଏହାଯୋଗୁ ସେତେବେଳେ ହୁଏତ ସଙ୍କଟ ସୃଷ୍ଟି ହୋଇପାରେ ବୋଲି ମହାକାଶ ବିଜ୍ଞାନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱରେ ପାଳିତ ହେଉଥିବା କିଛି ଅଜବ ଦିବସ

* ଜାନୁୟାରୀ ୩ ତାରିଖକୁ ବିଶ୍ୱର ବିଭିନ୍ନ ସ୍ଥାନରେ ଶୟନ ଦିବସ ଭାବେ ପାଳନ କରାଯାଏ। ଏହି ଦିନ ଲୋକମାନେ ନିଜ ଇଚ୍ଛା ମୁତାବକ ଯେତେ...

ଅଜବ ମ୍ୟୁଜିୟମ୍‌ : ସଂରକ୍ଷିତ ରହିଛି ୪ ହଜାର ବାସନ

ଯଦି କେବେ ମ୍ୟୁଜିୟମ ଯାଇଥିବେ ତେବେ ନିଶ୍ଚିତ ଇତିହାସ ସହିତ ଜଡ଼ିତ କିଛି ସାମଗ୍ରୀ, ବିଲୁପ୍ତ ପଶୁପକ୍ଷୀଙ୍କ କଙ୍କାଳ, ମହାପୁରୁଷମାନେ ବ୍ୟବହାର କରୁଥିବା ଜିନିଷ ଦେଖିଥିବେ।...

ଗୋଟିଏ ବିଲେଇଠାରୁ ହାରିଗଲେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫ

ଲଣ୍ଡନ, ୬।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ଫ ତିନିଦିନିଆ ବ୍ରିଟେନ ଗସ୍ତରେ ଯାଇଛନ୍ତି। ଟମ୍ଫଙ୍କ ଗସ୍ତକୁ ନେଇ ଅନେକ ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଉଥିଲେ ମଧ୍ୟ...

ଭୟଙ୍କର ରୂପ ନେଇଛି ‘ହନ୍ନା’: ୧୪୫ କିଲୋମିଟର ବେଗରେ ବହୁଛି ପବନ

ଟେକ୍ସାସ,୨୭।୭: ଗୋଟିଏ ପଟେ ଆମେରିକାରେ କରୋନା ମହାମାରୀ ସାଧାରଣ ଜୀବନଯାତ୍ରାକୁ ଅସ୍ତବ୍ୟସ୍ତ କରି ଦେଇଥିବା ବେଳେ ଅନ୍ୟପଟେ ଦାଉ ସାଧିଛି ସାମୁଦ୍ରିକ ଝଡ଼ ‘ହନ୍ନା’। ଏହା...

ନିର୍ମାଣସ୍ଥଳୀରେ ନିଆଁ: ୩୮ ମୃତ

ସିଓଲ,୩୦ା୪: ଦକ୍ଷିଣ କୋରିଆ ରାଜଧାନୀ ନିକଟ ଏକ ନିର୍ମାଣସ୍ଥଳୀରେ ବୁଧବାର ନିଆଁଲାଗି ୩୮ ଜଣଙ୍କ ଜୀବନ ଯାଇଛି। ଓ୍ବେର୍‌ହାଉସ ପରିସରରେ ଅଧିକ ଲୋକ ଫସିରହିଥିବାରୁ ମୃତ୍ୟୁସଂଖ୍ୟା...

ଜି-୭ରେ ମୋଦି

ବିଆରିଜ୍‌,୨୬ା୮(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଫ୍ରାନ୍ସର ବିଆରିଜ୍‌ରେ ଆୟୋଜିତ ତିନିଦିନିଆ ଜି-୭ ସମ୍ମିଳନୀରେ ନିମନ୍ତ୍ରିତ ଅତିଥି ଭାବେ ଯୋଗଦେଇଛନ୍ତି। ସେ ବାହାରିନ୍‌ରୁ ଫ୍ରାନ୍ସ ଯାଇ ସମ୍ମିଳନୀରେ...

ଗର୍ଭସ୍ଥ ସନ୍ତାନ: ସ୍ବାମୀଙ୍କର ନୁହେଁ, ପୁଅର

ମା’ ପୁଅର ସମ୍ପର୍କ ସବୁଠାରୁ ନିଆରା। ପୁଅର ଭୁଲ ଠିକ୍‌ ବିଷୟରେ ମା’ ଉଚିତ୍‌ ଶିକ୍ଷା ଦେବା ସହ ତାଙ୍କୁ ସଠିକ୍‌ ରାସ୍ତା ଦେଖାଇଥାଏ। ମାତ୍ର...

ଆମେରିକାକୁ ଚାଇନା ଦେଖାଇଲା ନାଲି ଆଖି

ବେଜିଂ,୨।୬: ତାଇଓ୍ବାନ ସମ୍ପର୍କରେ ଆମେରିକା ଦେଇଥିବା ମନ୍ତବ୍ୟ ନେଇ ଚାଇନା ନାଲି ଆଖି ଦେଖାଇଛି। ଏଭଳି ମନ୍ତବ୍ୟ ଯୋଗୁ ଚାଇନା ଆମେରିକା ଉପରେ ସାମରିକ କାର୍ଯ୍ୟାନୁଷ୍ଠାନ...

Coronavirus Update


Archives

Model This Week

Why Dharitri