ମଇଁଷିଚରାଳିଙ୍କୁ ଛୁରାମାଡ

ଛତ୍ରପୁର,୩୧।୩(ଡି.ଏନ୍‌.ଏ.)- ଛତ୍ରପୁର ଥାନା ପଦ୍ମାବତୀ ଗଁା ନିକଟରେ ମଇଁଷି ଚରାଳିଙ୍କୁ ସୋମବାର ଅପରାହ୍ନରେ ଛୁରାମାଡ ହୋଇଛି। ସେହେଲେ ତେଲାପଲ୍ଲୀ ଗଁାର ଏସ୍‌. ମୋଚି ପାତ୍ର। ତାଙ୍କୁ ଛତ୍ରପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ସୋମବାର ମୋଚି ମଇଁଷି ନେଇ ପଦ୍ମାବତୀ ନିକଟରେ ଚରାଉଥିଲେ। ସେଠାରେ ୪ ଜଣ ଯୁବକ ପହଞ୍ଚତ୍ ମଇଁଷିମାନଙ୍କୁ ଏପଟ ସେପଟ କରି ଦୌଡାଇଥିଲେ। ଏହାକୁ ପ୍ରତିରୋଧ କରିବାକୁ ମୋଚିଙ୍କୁ ଛୁରି ଭୂଷି ଆକ୍ରମଣ କରାଯାଇଥିଲା। ପରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଛତ୍ରପୁର ହସ୍ପିଟାଲକୁ ଆଣିଥିଲେ। ତାଙ୍କର ପେଟ ଓ ପିଠିରେ ଆଘାତ ଲାଗିଛି। ଖବର ଲେଖାଯିବା ସୁଦ୍ଧା ଏନେଇ ଥାନାରେ ଅଭିଯୋଗ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା ଉତ୍ସବରେ ଖୋଜାପଡନ୍ତି ଗୋକୁଳା: ଷ୍ଟାଚ୍ୟୁ ହୋଇ କରନ୍ତି ମନୋରଞ୍ଜନ

ବଅଁରପାଳ, ୨୭ା୯(ଡି.ଏନ.ଏ.)-ପୂଜା ପର୍ବ ପର୍ବାଣି ହେଉ ବା ଯାତ୍ରା, ମନୋରଞ୍ଜନ କଥା ଉଠିଲେ ଆଗକୁ ଆସେ ଗୋକୁଳା ପଟେଲଙ୍କ ନାଁ। ଯେ କୌଣସି ପୂଜା ହେଲେ...

ନାଲକୋ ଦୁର୍ଘଟଣାରେ ଆଉ ଜଣେ ଠିକା ଶ୍ରମିକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଆନ୍ଦୋଳନ

ଅନୁଗୋଳ ଅଫିସ, ୮।୮: ନାଲକୋ ସ୍ମେଲଟର ପ୍ଲାଣ୍ଟ କାଷ୍ଟ ହାଉସ ପରିସରରେ ଗତ ୨୩ରେ ବିଦ୍ୟୁତ ଆଘାତରେ ୪ ଜଣ ଶ୍ରମିକ ଗୁରୁତର ଆହତ ହୋଇଥିଲେ।...

ନିର୍ଯାତିତା ନାବାଳିକା ଆତ୍ମହତ୍ୟା ମାମଲା : ଜଙ୍ଗଲରୁ ଅଭିଯୁକ୍ତ ଗିରଫ

ଢେଙ୍କାନାଳ ଅଫିସ,୩୧।୭-ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ଅଞ୍ଚଳର ଜଣେ ନାବାଳିକା ଶାରୀରିକ ଏବଂ ମାନସିକ ନିର୍ଯାତନାରେ ଅତିଷ୍ଠ ହୋଇ ବିଷପିଇ ଆତ୍ମହତ୍ୟା କରିଥିଲେ। ଏହି...

ଛତ୍ରପୁର ବିଡିଓଙ୍କୁ କାରଣ ଦର୍ଶାଅ ନୋଟିସ ଦେଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯୧୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବିଡିିଓ ଅମ୍ବିକା ପ୍ରସାଦ ଦାଶଙ୍କୁ କାରଣ ଦର୍ଶାଅ ନୋଟିସ (ନଂ ୬୮୪୯) ଜାରି ହୋଇଛି। ସରକାରୀ କାର୍ଯ୍ୟରେ ଦାୟିତ୍ୱହୀନତା ଓ...

ପିସି ଘଟଣା ଅଭିଯୋଗକୁ ଭିତ୍ତିହୀନ କହିଲେ କୋକସରା ବ୍ଲକ ଅଧ୍ୟକ୍ଷା

କୋକସରା, ୨୬।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ବ୍ଲକ ପ୍ରଶାସନ ଦ୍ୱାରା ଗତ ୨୧ ତାରିଖରେ ବ୍ଲକ ସଭାଗୃହ ରେ ଏକ ସ୍କ୍ରିନିଂ କମିଟିର ବୈଠକ...

ରାସ୍ତାରେ ଜଳିଗଲା ଆଇରନ ବୋଝେଇ ଟ୍ରକ୍‌

ଠାକୁରମୁଣ୍ଡା,୨୦ା୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଯଶୀପୁର ଥାନା ଅଧୀନ କେନ୍ଦୁଝର-ଯଶୀପୁର ୪୯ନଂ. ଜାତୀୟ ରାଜପଥରେ ରବିବାର ସକାଳେ ଏକ ୧୨ଚକିଆ ଆଇରନ ବୋଝେଇ ଟ୍ରକ୍‌ରେ ନିଆଁ ଲାଗି...

କରୋନା ସଚେତନତା ନେଇ ଆରପିଏଫର ନିଆରା ଉଦ୍ୟମ

ଟିଟିଲାଗଡ଼, ୧୪।୪ (ଡି.ଏନ.ଏ)- ବଲାଙ୍ଗୀର ଜିଲା ଟିଟିଲାଗଡ ଆରପିଏଫ ପକ୍ଷରୁ କରୋନା ମହାମାରୀ ସଚେତନତା ନେଇ ମଙ୍ଗଳବାର ନିଆରା ପ୍ରୟାସ ଆଲୋଚନାର ବିଷୟ ହୋଇଛି। ଆରପିଏଫର...

ବେଦମନ୍ତ୍ରରେ କମ୍ପୁଛି ତାରା ତାରିଣି ପାହାଡ, ନୂତନ ମନ୍ଦିର ପ୍ରତିଷ୍ଠା ଲାଗି ଜଳ ଯାତ୍ରା 

ପୁରୁଷୋତ୍ତମପୁର, ୧୬/୫(ଡିଏନ୍ଏ) ଗଞ୍ଜାମ ଜିଲ୍ଲା ତଥା ଦକ୍ଷିଣ ଓଡିଶାର ପ୍ରସିଦ୍ଧ ଇଷ୍ଟ ଦେବି ମା ତାରା ତାରିଣିଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ତଥା ଜୀର୍ଣ୍ଣୋଦ୍ଧାର ଓ...

Advertisement
Archives

Model This Week