ମକର ପୂର୍ବରୁ ଉତ୍ସବମୁଖର କେନ୍ଦୁଝର

କେନ୍ଦୁଝର,୧୪।୧(ସ୍ବ.ପ୍ର.): ରାତି ପହିଲେ ମକର। ଏଥିପାଇଁ ଗ୍ରାମଠାରୁ ସହର ଉତ୍ସବମୁଖର ହୋଇପଡ଼ିଛି। ନୂଆ ଲୁଗା କିଣା ସହିତ ପିଠା ପଣା ପାଇଁ ପ୍ରସ୍ତୁତି ସରିଛି। ପିଠା ପଣା ପାଇଁ ଗୁଡ଼ର ଚାହିଦା ବଢୁଛି। ସବୁଠି ଗୁଡ଼ର ଆସର ମେଲିଛି। ବିଭିନ୍ନ ପ୍ରକାରର ଗୁଡ଼ ହାଟ ବଜାରରେ ବିକ୍ରି ହେଉଛି। ମକରରେ ଗୁଡ଼ରୁ ତିଆରି ଆରିସା, ପୋଡ଼ ଆଦି ପିଠାର ସ୍ବାଦ ନିଆରା। ଏହି ଦିନରେ ଚୁନାରୁ ତିଆରି ଗୁଡ଼ ପିଠାର ଚାହିଦା ଅନେକ ରହିଛି। ସେହିପରି ଗୁଡ଼ରେ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ ହୋଇଥାଏ। ଘରେ ଘରେ ଏହି ଦିନରେ ପିଠାପଣା ପ୍ରସ୍ତୁତ ହୋଇଥାଏ। ମକରସଂକ୍ରାନ୍ତିରେ ଘରକୁ କୁଣିିଆ ଆସନ୍ତି। ସେହିପରି ବାହାରେ ରହୁଥିବା ପରିବାର ଲୋକ ଘରକୁ ଆସି ମକର ମନାଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅର ଅନୈତିକ ସମ୍ପର୍କ ନେଲା ମା’ଙ୍କ ଜୀବନ

ସୁନ୍ଦରଗଡ଼,୨୭।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସଦର ଥାନା ଅଧୀନ ବାଉରୀମୁଣ୍ଡା ଜୁନାଡିହି ଗ୍ରାମରେ ପ୍ରେମ ସମ୍ପର୍କକୁ କେନ୍ଦ୍ର କରି ରବିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ପୁଅର ଅନୈତିକ...

ବିବାହିତ ସତ୍ତ୍ୱେ ପ୍ରେମିକଙ୍କ ସହ ହୋଇଯାଇଥିଲେ ଫେରାର; ବବୁଲ ଗଛରେ ଝୁଲୁଛି ମୃତଦେହ

ଚନ୍ଦାହାଣ୍ଡି,୨୫।୯(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଧୀନସ୍ଥ ଶରଧାପୁର ଗ୍ରାମର ଅଳ୍ପ ଦୂରରେ ଥିବା ଏକ ବବୁଲ ଗଛରେ ସେହି ଗ୍ରାମର ପ୍ରେମୀଯୁଗଳ ବେକରେ ରଶି...

ସରପଗଡ ଡ୍ୟାମ୍‌ରେ ୨ଟି ଗେଟ୍‌ ଦ୍ୱାରା ଜଳ ନିଷ୍କାସିତ

ଲେଫ୍ରିପଡା,୧୨।୯(ଡି.ଏନ.ଏ) -ଲଘୁଚାପଜନିତ ବର୍ଷାରେ ଲେଫ୍ରିପଡା ବ୍ଲକ୍‌ ଅନ୍ତର୍ଗତ ସରପଗଡ ଡ୍ୟାମ୍‌ରେ ପାଣି ଭର୍ତ୍ତି ହୋଇଛି। ଫଳରେ ଗୁରୁବାର ସକାଳେ ଦୁଇଗୋଟି ଗେଟ୍‌ ଖୋଲାଯାଇ ଇଛାନଦୀ ଦ୍ୱାରା...

ଜିଲାରେ ପ୍ରଥମ: ଜଳେଶ୍ୱରରେ ମଡେଲ ଭିଲେଜ କାର୍ଯ୍ୟାରମ୍ଭ

ଜଳେଶ୍ୱର, ୨୭।୧୨(ସ୍ବ.ପ୍ର.)-ସରକାରଙ୍କ ନୂତନ ଯୋଜନା ଅନୁଯାୟୀ ଏଣିକି ଭୂମିହୀନ ଓ ଗୃହହୀନଙ୍କ ଲାଗି ସରକାରୀ ସ୍ଥାନରେ ଏକ ମଡେଲ ଭିଲେଜ ନିର୍ମାଣ ପାଇଁ ସ୍ଥିର ହୋଇଛି...

୩୨ ବର୍ଷ ବିତିଲା, ମିଳୁନି ଜମିପଟ୍ଟା

ବାରିପଦା ଅଫିସ,୨୨।୧୨ ମୟୂରଭଞ୍ଜ ଜିଲା ବୁଢ଼ାବଳଙ୍ଗ ତଟବର୍ତ୍ତୀ ମଧୁବନ ଅଞ୍ଚଳରେ ଗୃହ ଓ ସହରୀ ବିକାଶ ନିଗମ(ହୁଡକୋ) ପକ୍ଷରୁ ଗୃହ ଯୋଗାଇ ଦିଆଯାଇଥିବା ହିତାଧିକାରୀଙ୍କୁ ଜମିପଟ୍ଟା...

ଘର କରୁନାହାନ୍ତି ହିତାଧିକାରୀ, ପ୍ରତିବାଦରେ ପ୍ରଶାସନର ଧାରଣା

ପାଲଲହଡ଼ା, ୬ା୨(ଡି.ଏନ.ଏ.)- ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ସହ ଟଙ୍କା ପାଇଥିବା ହିତାଧିକାରୀମାନେ ଗୃହ ନିର୍ମାଣ କରୁ ନ ଥିବାରୁ ସେମାନଙ୍କ ଘର ଆଗରେ ପାଲଲହଡ଼ା...

ସ୍ତ୍ରୀ ସରପଞ୍ଚ, ସ୍ବାମୀ ହେଲେ ନାଏବ ସରପଞ୍ଚ

ଝାରବନ୍ଧ,୧୨।୩(ଡି.ଏନ.ଏ.): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କୁମୀର ପଞ୍ଚାୟତରେ ସ୍ତ୍ରୀ ସରପଞ୍ଚ ଏବଂ ସ୍ବାମୀ ନାଏବ ସରପଞ୍ଚ ଭାବେ ନିର୍ବାଚିତ ହୋଇଛନ୍ତି। ଉକ୍ତ ପଞ୍ଚାୟତରେ...

ଖତ ଖାଉଛି ୧୦୮ ଆମ୍ବୁଲାନ୍ସ

ଗଞ୍ଜାମ,୧୨।୩(ଡି.ଏନ୍‌.ଏ.): ଗରିବ ଜନସାଧାରଣଙ୍କ ପାଇଁ ସରକାର ମାଗଣା ସ୍ବାସ୍ଥ୍ୟସେବା ଯୋଗାଇ ଦେବା ନିମନ୍ତେ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି l ସେଥି ମଧ୍ୟରୁ ରୋଗୀ ମାଗଣା...

Advertisement
Archives

Model This Week