ମକର ସଂକ୍ରାନ୍ତି: ଗଙ୍ଗାସାଗରରେ ବୁଡ଼ ପକାଇଲେ ଶଙ୍କରାଚାର୍ଯ୍ୟ

ଭୋଗରାଇ,୧୫।୧(ଡି.ଏନ୍‌.ଏ.): ପଶ୍ଚିମବଙ୍ଗ ସାଗରଦ୍ୱୀପର ଗଙ୍ଗା ଓ ସାଗର ସଙ୍ଗମସ୍ଥଳରେ ମକର ସଂକ୍ରାନ୍ତି ଅବସରରେ ବୁଧବାର ସକାଳେ ପୁରୀ ଗୋବର୍ଦ୍ଧନ ପୀଠର ମଠାଧୀଶ ଜଗଦ୍‌ଗୁରୁ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ଗଙ୍ଗାସାଗରରେ ବୁଡ଼ ପକାଇଛନ୍ତି। ସେ ବୈଦିକରୀତିରେ ଗଙ୍ଗାମାତାଙ୍କୁ ପୂଜାର୍ଚ୍ଚନା କରିଥିଲେ। ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଆରାଧନା କରି ସମସ୍ତଙ୍କର ମଙ୍ଗଳ କାମନା କରିଥିଲେ। ଆଦିତ୍ୟ ବାହିନୀ ସହିତ ବହୁ ଶ୍ରଦ୍ଧାଳୁ ଶଙ୍ଖ, ହୁଳହୁଳି, ଘଣ୍ଟା ବାଦ୍ୟରେ ଗୁରୁଜୀଙ୍କୁ ସମୁଦ୍ର ସ୍ନାନ ପାଇଁ ନେଇଥିଲେ l ଭାରତ ପ୍ରସିଦ୍ଧ ଏହି ମେଳାରେ ବୁଧବାର ନିଶୀ ବସାନରୁ ୪୫ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ କଡ଼ା ସୁରକ୍ଷା ମଧ୍ୟରେ ମକର ବୁଡ଼ ପକାଇଥିଲେ। କପିଳ ମୁନି ମନ୍ଦିରରେ ପୂଜାର୍ଚ୍ଚନା କରି ଘରବାହୁଡା଼ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପୋଲିସର ଅଭିନବ ପ୍ରୟାସ: କରୋନା ସଚେତନତା ଗୀତ ଗାଇଲେ ରମ୍ଭା ଥାନାଧିକାରୀ

ଛତ୍ରପୁର, ୨୬।୪(ଡି.ଏନ୍‌.ଏ.)-କରୋନା ଭୁତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଗଞ୍ଜାମ ପୋଲିସ ଜ଼ିଲା ପକ୍ଷରୁ ଲୋକଙ୍କୁ ସଚେତନତା ପାଇଁ ଏକ ଅଭିନବ ପ୍ରୟାସ କରାଯାଇଛି। ‘ଆସ...

ଓଲଟିଲା ଅଟୋ, ଜଣେ ଗୁରୁତର

କେନ୍ଦୁଝର,୬।୧ (ସ୍ବ.ପ୍ର.) : କେନ୍ଦୁଝର ଜିଲା ଟାଉନ ଥାନା ନରଣପୁର ପେଟ୍ରୋଲ ପମ୍ପ ନିକଟରେ ଏକ ଅଟୋ ଓଲଟି ପଡ଼ିବାରୁ ଜଣେ ଗୁରୁତର ହୋଇଛନ୍ତି। ସେ...

ସହାୟତା ଅପେକ୍ଷାରେ ଅଙ୍କିତା

ଜଟଣୀ,୨।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ପୌରାଞ୍ଚଳ ଅନ୍ତର୍ଗତ ଗଜପତି ନଗରରେ ରହୁଥିବା ଅମୂଲ୍ୟ ସାହୁଙ୍କ ଝିଅ ଅଙ୍କିତା ପ୍ରିୟଦର୍ଶିନୀ(୧୨)। ଖେଳକୁଦ ଓ ପାଠପଢ଼ା ବସୟରେ ଅଙ୍କିତା...

ପିଏଲ୍‌ଏଫ୍‌ଆଇର ପୋଡ଼ାଜଳା

ସୁନ୍ଦରଗଡ଼/ନୂଆଗାଁ,୧୯।୧(ଡି.ଏନ୍‌.ଏ.): କିଛିମାସ ବନ୍ଦ ରହିବା ପରେ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତରେ ପୁଣି ପିଏଲ୍‌ଏଫ୍‌ଆଇ (ପିପୁଲ ଲିବରେଶନ ଫ୍ରଣ୍ଟ୍‌ ଅଫ୍‌ ଇଣ୍ଡିଆ) ସଙ୍ଗଠନର କାର୍ଯ୍ୟକଳାପ ଆରମ୍ଭ ହୋଇଛି। ସୁନ୍ଦରଗଡ଼...

ସମଗ୍ର ଶିକ୍ଷା କାର୍ଯ୍ୟକ୍ରମ ସମୀକ୍ଷା: ଜିଲାକୁ ଶିକ୍ଷାରେ ଅଗ୍ରଣୀ କରିବାକୁ ଆହ୍ବାନ

ଢେଙ୍କାନାଳ ଅଫିସ, ୩୧।୭-ଢେଙ୍କାନାଳ ସମଗ୍ର ଶିକ୍ଷା କାର୍ଯ୍ୟାଳୟ ସଭାଗୃହରେ ସୋମବାର ଶିକ୍ଷା ବ୍ୟବସ୍ଥା ସମ୍ପର୍କିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର...

ସ୍ନାନପୂର୍ଣ୍ଣିମା ସମ୍ଭାବନା ବଢ଼ିଲା: ମଗାଗଲା ସର୍ବନିମ୍ନ ସେବାୟତ ତାଲିକା

ପୁରୀ ଅଫିସ, ୨୧ା୫:ମହାମାରୀ କରୋନା ଯୋଗୁ ମହାପ୍ରଭୁଙ୍କ ରଥଯାତ୍ରା ଅନିଶ୍ଚିତତା ଭିତରକୁ ଠେଲି ହୋଇ ଯାଇଛି। ଏଥର ବଡଦାଣ୍ଡରେ ତିନିଠାକୁରଙ୍କ ରଥ ଗଡ଼ିବ କି ନାହିଁ...

‘ପ୍ରତ୍ୟେକ ବ୍ୟକ୍ତି ଚାରାରୋପଣ କରିବା ଦରକାର’

ବାରିପଦା ଅଫିସ, ୧୫ା୨- ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ (ଜଳବାୟୁ ପରିବର୍ତ୍ତନ ସେଲ) ପକ୍ଷରୁ ଜଳବାୟୁ ପରିବତ୍ତର୍ର୍ନ ସମ୍ପର୍କିତ ଆଞ୍ଚଳିକସ୍ତରୀୟ ଦୁଇ ଦିନିଆ...

ସୋରଡା ଏନଏସିକୁ ୧କୋଟି ୯୭ଲକ୍ଷ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ସୋରଡା,୯।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋରଡା ସହରର ବିକାଶ ଲାଗି ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ରାଜ୍ୟ ଅନୁଦାନ ପ୍ରାପ୍ତ ଫ୍ଲାଗସିପ ସ୍କିମ ମୁକ୍ତା ଯୋଜନା...

Advertisement
Archives

Model This Week