ଦିଗପହଣ୍ଡି,୨୦ା୧(ଡି.ଏନ.ଏ.)-ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ଖେଳପଡିଆରେ ମଙ୍ଗଳବାରଠାରୁ ଖେମୁଣ୍ଡି ମହୋତ୍ସବ ଆରମ୍ଭ ହେବ। ଏହାକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଉଦଘାଟନ କରିବେ। ୫ ଦିନ ଧରି ହେବାକୁ ଥିବା ଏହି ମହୋତ୍ସବ ନିମନ୍ତେ ରବିବାର ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ସଭା ମହୋତ୍ସବ କମିଟି ଆବାହକ ତଥା ବିଡ଼ିଓ ହଳଧର ଶବରଙ୍କ ସଂଯୋଜନାରେ ଅନୁଷ୍ଠିତ ହୋଇଥିଲା। ସଭାରେ ଅଭ୍ୟର୍ଥନା ସମିତି ଉପସଭାପତି ତଥା ତହସିଲଦାର ଅଦୈତ କୁମାର ସ୍ବାଇଁ ଅଧ୍ୟକ୍ଷତା କରିଥିଲେ। ସମ୍ପାଦକ ତଥା ବ୍ଲକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ, ସହ ସମ୍ପାଦକ ତଥା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆ, ବ୍ଲକ ସହକାରୀ ଯନ୍ତ୍ରୀ ଇଂ.ଗଙ୍ଗାଧର ଲେଙ୍କାଙ୍କ ସମେତ ସ୍ଥାନୀୟ ବିଭିନ୍ନ ସରକାରୀ କାର୍ଯ୍ୟାଳୟର ବିଭାଗୀୟ ଅଧିକାରୀ ଓ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ କିଭଳି ଶାନ୍ତି ଶୃଙ୍ଖଳାରେ ହେବ ସେ ନେଇ ବୈଠକରେ ବିସ୍ତୃତ ଆଲୋଚନା କରାଯାଇଥିଲା। ପରେ କମିଟି କାର୍ଯ୍ୟକର୍ତ୍ତାମାନେ ମହୋତ୍ସବ ସ୍ଥଳ ପରିଦର୍ଶନ କରିଥିଲେ। ଥାନା ଆଇଆଇସି ବସନ୍ତ କୁମାର ସେଠୀଙ୍କ ସମେତ କମିଟି ସଦସ୍ୟ ବୃନ୍ଦ ଉପସ୍ଥିତ ଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ
ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…
ଘରୋଇ କଲେଜ ସିଲ୍ କଲା ପ୍ରଶାସନ, ତଦନ୍ତ ଆରମ୍ଭ
ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…
ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

