ମଙ୍ଗଳବାର ସୂର୍ଯ୍ୟ ପରାଗ: ଭାରତକୁ ହେବନି ଦୃଶ୍ୟମାନ

ଓ୍ବାଶିଂଟନ,୧।୭: ମଙ୍ଗଳବାର ଦକ୍ଷିଣ ପାସିଫିକ୍‌ ଏବଂ ଦକ୍ଷିଣ ଆମେରିକାର କେତେକ ଅଞ୍ଚଳରେ ସୂର୍ଯ୍ୟ ପରାଗ ହେବ। ତେବେ ଏହା ଭାରତକୁ ଦୃଶ୍ୟମାନ ହେବନି। ଭାରତୀୟ ସମୟ ରାତ୍ର ୧୦ଟା ୨୫ରୁ ଏହା ଆରମ୍ଭ ହୋଇ ରାତ୍ର ୧୦ଟା ୨୯ରେ ସର୍ବମୋକ୍ଷ ହେବ ବୋଲି ନାସା ପକ୍ଷରୁ ସୂଚନା ଦିଆଯାଇଛି। ଏହି ୪ ମିନିଟ୍‌ର ସୂର୍ଯ୍ୟ ପରାଗ ପାଇଁ ଦକ୍ଷିଣ ଆମେରିକାର କେତେକ ଅଞ୍ଚଳରେ ଟେଲିସ୍କୋପ୍‌ ସ୍ଥାପନ କରାଯାଇଛି। ଏଠାରେ ଲୋକେ ଆବଶ୍ୟକୀୟ ସତର୍କତା ସହିତ ସୂର୍ଯ୍ୟ ପରାଗ ଦେଖିବାର ବ୍ୟବସ୍ଥା କରାଯାଇଛି। କିଛି ଟିଭି ଚ୍ୟାନେଲ୍‌ ଏହାର ସିଧା ପ୍ରସାରଣ ମଧ୍ୟ କରିବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀଙ୍କ ପାଇଁ ସୁରକ୍ଷିତ କରୋନା ଭାକ୍ସିନ୍‌: ଏଠାରେ ଆରମ୍ଭ ହେବ ଟିକାକରଣ…

ଅକ୍‌ଲାଣ୍ଡ,୧୩।୬: କରୋନା ଭାକ୍ସିନ୍‌ ଗର୍ଭବତୀଙ୍କ ପାଇଁ ସୁରକ୍ଷିତ ଜଣାପଡ଼ିବା ପରେ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡରେ ସେମାନଙ୍କୁ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଇଛି। ଖୁବ୍‌ ଶୀଘ୍ର ଏଠାରେ...

ମସ୍କଭାର ପ୍ରତିଶୋଧ ନେଲା ରୁଷିଆ

ମସ୍କୋ,୧୫।୪: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଭୀଷଣ ଯୁଦ୍ଧ ୫୧ଦିନରେ ପହଞ୍ଚିଛି। ରୁଷିଆ ସୈନ୍ୟ ଲଗାତର ଭାବେ ୟୁକ୍ରେନ ଉପରେ ଭୟଙ୍କର ଗୁଳିମାଡ଼...

ବାଇକ ରାଲିରେ ଗୁଳିକାଣ୍ଡ: ୩ ମୃତ, ୫ ଆହତ…

ମେକ୍ସିକୋ ସିଟି,୨୮।୫ : ଆମେରିକାରେ ଗୁଳିକାଣ୍ଡ ଘଟଣା ପୁଣି ଥରେ ସାମ୍ନାକୁ ଆସିଛି। ନ୍ୟୁ ମେକ୍ସିକୋର ରେଡ ନଦୀ ଅଞ୍ଚଳରେ ଏକ ମୋଟରସାଇକେଲ ରାଲିରେ ଗୁଳକାଣ୍ଡ...

ପାଚେରୀ ନିର୍ମାଣରେ ପେଣ୍ଟାଗନ ପାଣ୍ଠି ବ୍ୟବହାର କରିପାରିବେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୮ା୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ମେକ୍ସିକୋ ସୀମାରେ ପାଚେରୀ ନିର୍ମାଣ ଲାଗି ପେଣ୍ଟାଗନ ପାଣ୍ଠିରୁ ୨.୫ ବିଲିୟନ ଡଲାର ବ୍ୟୟ କରିପାରିବେ। ଏଥିପାଇଁ ଆମେରିକା...

ଚାଇନାର ଦାଦାଗିରି, ତାଇଓ୍ବାନ ସୀମାରେ ଉଡ଼ାଇଲା ୩୮ ଯୁଦ୍ଧ ବିମାନ…

ବେଜିଂ,୨।୧୦: ବାୟୁସେନା ଦିବସ ପାଳନ ଅବସରରେ ଚାଇନା ତାଇଓ୍ବାନ ଉପରେ ଦାଦାଗିରି ଦେଖାଇଛି। ଚାଇନାର ୩୮ଟି ଯୁଦ୍ଧ ବିମାନ ତାଇଓ୍ବାନ ସୀମାରେ ଉଡ଼ାଣ କରିଛି। ତାଇଓ୍ବାନର...

ପାକ୍‌ ଆର୍ମି ଭାଙ୍ଗିଲା ଇମ୍ରାନଙ୍କ ଦ୍ୱିତୀୟ ପ୍ରତିଶ୍ରୁତି: ଶନିବାର ଭାରତୀୟ ଶ୍ରଦ୍ଧାଳୁ ଦେବେ ୨୦ ଡଲାର

ଇସ୍‌ଲାମାବାଦ,୮।୧୧: କରତାରପୁର ସାହିବ ଯାତ୍ରା ଆରମ୍ଭ ପାଇଁ ଆଉ କିଛି ଘଣ୍ଟା ବାକି ରହିଛି। ହେଲେ ପାକିସ୍ତାନ ନିଜ ଷଡଯନ୍ତ୍ରରୁ ବାହାରି ପାରୁନାହିଁ। ପୁଣି ଥରେ...

ଦକ୍ଷିଣ ଡାକୋଟାରେ ବିମାନ ଦୁର୍ଘଟଣା:୯ ମୃତ

ଓ୍ବାଶିଂଟନ,୧।୧୨: ଆମେରିକାର ଦକ୍ଷିଣ ଡାକୋଟାରେ ଶନିବାର ହୋଇଥିବା ଏକ ବିମାନ ଦୁର୍ଘଟଣାରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ୨ ଶିଶୁ ଥିବାବଳେ...

ପୁଟିନଙ୍କ ବିରୋଧରେ ହୋଇପାରେ ‘ସେନା ବିଦ୍ରୋହ’? ରୁଷିଆ କମାଣ୍ଡର ଦେଲେ ଚେତାବନୀ

ମସ୍କୋ,୩୦।୪: ରୁଷିଆର କମାଣ୍ଡର ଇଗୋର ଗିରକିନ ଚେତାବନୀ ଦେଇଛନ୍ତି କି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିରୋଧରେ ‘ସେନା ବିଦ୍ରୋହ’ ହୋଇପାାର। ଆଉ ଏହି ବିଦ୍ରୋହ...

Advertisement
Archives

Model This Week