ସୁନ୍ଦରଗଡ଼, ୩୦।୫(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ବ୍ଲକ ଅନ୍ତର୍ଗତ ମଙ୍ଗସପୁର ସଂଗରୋଧ କେନ୍ଦ୍ରରେ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ପରେ ସେହି ଗ୍ରାମକୁ ସଟ୍ ଡାଉନ୍ ଘୋଷଣା କରାଯାଇଛି। ମଂଗସପୁର ସରପଞ୍ଚ ବାବୁଲାଲ ମାଝୀ ଶନିବାର ଏହି ଘୋଷଣା କରିଥିବା ସୂଚନା ମିଳିଛି।
ସୁନ୍ଦରଗଡ଼, ୩୦।୫(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ଟାଙ୍ଗରପାଲି ବ୍ଲକ ଅନ୍ତର୍ଗତ ମଙ୍ଗସପୁର ସଂଗରୋଧ କେନ୍ଦ୍ରରେ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ପରେ ସେହି ଗ୍ରାମକୁ ସଟ୍ ଡାଉନ୍ ଘୋଷଣା କରାଯାଇଛି। ମଂଗସପୁର ସରପଞ୍ଚ ବାବୁଲାଲ ମାଝୀ ଶନିବାର ଏହି ଘୋଷଣା କରିଥିବା ସୂଚନା ମିଳିଛି।
ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…
ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…
ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…
ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…
ବାରିପଦା,୨୨।୮: ବାରିପଦା ଟାଉନ୍ ଥାନାର ଜଣେ ସବ୍-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…
ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…
ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…
ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…