Posted inଜାତୀୟ

ମଝି ରାସ୍ତାରେ ଜଳିଲା ବସ୍‌: ୫୬ ଯାତ୍ରୀ ଉଦ୍ଧାର

ଅହମ୍ମଦାବାଦ୍‌, ୧୬।୬: ଗୁଜରାଟର ଅହମ୍ମଦାବାଦ୍‌-ବଡ଼ୋଦରା ଏକ୍ସପ୍ରେସ୍‌ ହାଇଓ୍ବେରେ ଘଟିଛି ଏକ ଅଭାବନୀୟ ଘଟଣା। ଆନନ୍ଦ ଜିଲାର ବାସଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ରେ ମଝି ରାସ୍ତାରେ ଅଗ୍ନିକାଣ୍ଡ ଘଟିଛି। ତେବେ ବସ୍‌ରେ ଯାତ୍ରା କରୁଥିବା ୫୬ ଜଣ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ କାବୁ କରିଥିଲେ। ଶର୍ଟ ସର୍କିଟ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମମି ମମି କହି ୧୬୦ ଫୁଟ୍‌ ଉଚ୍ଚ ମୋବାଇଲ୍‌ ଟାଓ୍ବାର ଉପରେ ଚଢିଗଲେ ଯୁବକ, ଆଉ ତା’ପରେ

ଲକ୍ଷ୍ନୌ,୧୦।୮: ଉତ୍ତର ପ୍ରଦେଶର କନୌଜରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ଯୁବକ ମୋବାଇଲ୍‌ ଟାଓ୍ବାର୍‌ ଉପରେ ଚଢି ଆତ୍ମହତ୍ୟା କରିଛନ୍ତି। ପୋଲିସ ମୃତ୍ୟୁଦେହ...

ଟିଏମ୍‌ସି-ଭାଜପା ଅଡିଓ ଟେପ୍‌ ଓ୍ବାର୍‌

କୋଲକାତା,୨୮।୩: ପଶ୍ଚିମବଙ୍ଗ ନିର୍ବାଚନରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି) ଏବଂ ଭାଜପା ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଜୋର୍‌ଦାର ହେଉଥିବାବେଳେ ଅଡିଓ ଟେପ୍‌ ମାଧ୍ୟମରେ ଦୁଇ ଦଳ ପରସ୍ପରକୁ ଦୋଷାରୋପ କରିବା...

ବିପଦ ଉପରେ ବିପଦ: ତଉକ୍‌ତାଏ ପରେ ଏବେ ମାଡ଼ି ଆସୁଛି ବାତ୍ୟା ‘ୟାସ୍‌’…

ନୂଆଦିଲ୍ଲୀ,୧୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନା ଧରୁନି। ଏପରିସ୍ଥଳେ ବିପଦ ଉପରେ ବିପଦ ମାଡ଼ି ଆସୁଛି। ସମ୍ପ୍ରତି ବାତ୍ୟା ତଉକ୍‌ତାଏ ଯୋଗୁ ଗୁଜରାଟ,କରେଳ,...

କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଶଶି ଥରୁର, ମଲିକାର୍ଜୁନ ଖଡଗେ, କେ.ଏନ୍ ତ୍ରିପାଠୀ

ନୂଆଦିଲ୍ଲୀ,;୩୦ ।୯: କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନକୁ ନେଇ ଏବେ ସବୁଠି ଚର୍ଚ୍ଚା ଚାଲିଛି । ଏହି ରେସ୍‌ରେ ହଠାତ୍ କେତେଜଣ ନୂଆ ଚେହେରାଙ୍କୁ ଦେଖିବାକୁ...

ମୁଲାୟମ ସିଂ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଲା, ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ, ୨୯।୧୨: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ନେତା ମୁଲାୟମ ସିଂ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ମୁମ୍ବାଇର ଏକ ଡାକ୍ତରଖାନାରେ ଭର୍ତ୍ତି...

ଶୁକ୍ରବାର ଶପଥ ନେଇପାରନ୍ତି ୟେଦୁରପ୍ପା: ଆଜି ଶାହଙ୍କୁ ଭେଟିବେ

ବେଙ୍ଗାଲୁରୁ, ୨୪।୭: ଶେଷରେ କର୍ନାଟକରେ ଭାଜପା କ୍ଷମତା ଦଖଲ କରିବାକୁ ଯାଉଛିି। ୧୪ ମାସର ମେଣ୍ଟ ସରକାର ବିଧାନସଭାରେ ସଂଖ୍ୟା ଗରିଷ୍ଠତା ପ୍ରଦର୍ଶନ କରିବାକୁ ଅସମର୍ଥ...

‘ତେବେ ବିଳମ୍ବ କାହିଁକି’

ଅଜମେର,୧୨ା୧: ଭାରତୀୟ ସେନା ପ୍ରସ୍ତୁତ ହୋଇ ରହିଥିବାବେଳେ ପିଓକେକୁ ଫେରାଇ ଆଣିବାରେ ବିଳମ୍ବ କାହିଁକି ବୋଲି ଶନିବାର ଅଜମେର ଦରଘା ମୁଖ୍ୟ ଦିଓ୍ବାନ ଜୈନୁଲ ଆବେଦିନ...

କହୁ କହୁ ପାଟିରୁ କଥା ଖସିଗଲା, ସଫେଇ ଦେଲେ ଅଧୀର ରଞ୍ଜନ…

ନୂଆଦିଲ୍ଲୀ,୨୮।୭ : ରାଷ୍ଟ୍ରପତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତ୍ନୀ କହିବା ନେଇ କଂଗ୍ରେସକୁ ଭାଜପା ପକ୍ଷରୁ ଟାର୍ଗେଟ କରାଯାଇଛି। କଂଗ୍ରେସ ସଦସ୍ୟ ଅଧୀର ରଞ୍ଜନ ଚୌଧୁରୀ...

Advertisement
Archives

Model This Week