Posted inଫୁରସତ

ମଝି ରାସ୍ତାରେ ହାତୀକୁ ଦେଖି ସାଇକେଲ୍‌ ଧରି ଧାଇଁଲେ ବ୍ୟକ୍ତି, ହେଲେ …

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ମଝି ରାସ୍ତାରେ ଏକ ହାତୀକୁ ଦେଖି ଜଣେ ବ୍ୟକ୍ତି ଡ଼ରିକି ସାଇକେଲ୍‌ ଧରି ଧାଉଁଥିବା ଦେଖିବାକୁ ମିଳୁଛି। ପରେ ଅନ୍ୟପଟୁ ଆସୁଥିବା ଗାଡ଼ିମାନେ ମଧ୍ୟ ହାତୀକୁ ଦେଖି ଡରରେ ଗାଡ଼ିକୁ ପଛକୁ ନେଉଛନ୍ତି। ମାତ୍ର ହାତୀଟି ତା ନିଜ ସାଥୀମାନଙ୍କୁ ଖୋଜୁ ଥିବା ଦେଖିବାକୁ ମିଳୁଛି। ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହିମବାହ ତରଳାଇବ ଆମାଜନ ନିଆଁ

ରିଓ ଡି ଜେନିରୋ: ଚିରହରିତ୍‌ ଅରଣ୍ୟ ଆମାଜନରେ ଲାଗିଥିବା ନିଆଁ ଯୋଗୁ ହିମବାହ ତରଳିବା ବୃଦ୍ଧିପାଇବ ବୋଲି ଗବେଷକମାନେ ସତର୍କ କରାଇଦେଇଛନ୍ତି। ଦକ୍ଷିଣପଶ୍ଚିମ ଆମାଜନିଆ (ବ୍ରାଜିଲ,...

ଚାବିର ଦାମ୍‌ ୩.୮୮ କୋଟି

ଦାମୀ ଲକ୍‌ଜ୍ୟୁରି କାର୍‌ର ମାଲିକ ହେବା ପାଇଁ କାହାର ବା ସ୍ବପ୍ନ ନ ଥାଏ। କିନ୍ତୁ କିଛି ଜଣଙ୍କ ପାଇଁ ଏହା ସାମାନ୍ୟ କଥା ହୋଇଥିବା...

ଶୂନ୍ୟରେ ବସିଛନ୍ତି ଏହି ବ୍ୟକ୍ତି, ଭିଡିଓ ଭାଇରାଲ

ଅନେକ ସମୟରେ ଆପଣ ହୁଏତ ରାସ୍ତା ପାର୍ଶ୍ୱରେ କିମ୍ବା ବଜାରରେ କୌଣସି ଲୋକ ଯାଦୁ ଦେଖାଉଥିବା ଦେଖିଥିବେ। ସେହି ଯାଦୁଗର ଯାଦୁ ଦେଖାଇବା ପରେ ମନକୁ...

ଏହି ନଦୀର ପାଣି ସବୁବେଳେ ଫୁଟୁଥାଏ, ଅଜାଣତରେ ଗୋଡ଼ ଖସିଗଲେ ମୃତ୍ୟୁ ସୁନିଶ୍ଚିତ

ରହସ୍ୟରେ ପରିପୂର୍ଣ୍ଣ ଆମାଜନ ଜଙ୍ଗଲ ଏକ ପଜଲ ପରି। କୋଟି କୋଟି ଏକର ପର୍ଯ୍ୟନ୍ତ ଏହା ବିସ୍ତାର ହୋଇଥିବାରୁ ଏହି ଜଙ୍ଗଲ ବିଶ୍ୱର ବୃହତ୍ତମ ଜଙ୍ଗଲ...

ମିସ୍‌ କଲ୍‌ରୁ ପ୍ରେମ, ପରେ ଥାନା; ଶେଷରେ ମନ୍ଦିରରେ ପହଞ୍ଚିଲା ଏହି ପ୍ରେମକାହାଣୀ

ମିରଟ: ମିସ୍‌ କଲରୁ ସୃଷ୍ଟି ହୋଇଥିଲା ପ୍ରେମ। ପରେ ଘଟଣା ପହଞ୍ଚିଥିଲା ଥାନାରେ। ପ୍ରାୟ ୩ ବର୍ଷ ପ୍ରେମସମ୍ପର୍କ ପରେ ପ୍ରେମିକ ପ୍ରେମିକାକୁ ବିବାହ କରିଦେବାକୁ...

୨୦ ବର୍ଷ ଝିଅର ଏକ୍ସ-ବୟଫ୍ରେଣ୍ଡଙ୍କ ସହ ପିତା କଲେ ଏମିତି, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବ୍ରିଟେନରେ ଜଣେ ସମଲିଙ୍ଗୀ ପିତା ତାଙ୍କ ଝିଅର ପୂର୍ବତନ ପ୍ରେମିକଙ୍କ ପ୍ରେମ କରି ବସିଛନ୍ତି। କଥାଟା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ବାପା ତାଙ୍କ ଝିଅ...

ଟୁଇଟର୍‌ରେ ସର୍ବାଧିକ ଲାଇକ୍‌ କରାଯାଇଥିବା ଟୁଇଟ୍‌ ବିଷୟରେ ଜାଣନ୍ତି କି

ହଲିଉଡର ପ୍ରସିଦ୍ଧ ଅଭିନେତା ଚାଦ୍‌ୱିକ୍‌ ବୋସମ୍ୟାନ୍‌ଙ୍କ ଗତ ଅଗଷ୍ଟ ୨୯ରେ ପରଲୋକ ଘଟିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୪୩ ବର୍ଷ ବୟସ ହୋଇଥିଲା। ସେ କର୍କଟ...

ପିଲାଙ୍କୁ ହୃଦ୍‌ରୋଗ: ଠିକ୍‌ ସମୟରେ ଚିକିତ୍ସା ଜରୁରୀ

ଆଜିକାଲି ହୃଦ୍‌ରୋଗ ସାଧାରଣ ରୋଗ ହୋଇଗଲାଣି। ଟେକ୍ନୋଲୋଜି ଯେତେ ଉନ୍ନତି ହେଉଛି ରୋଗୀଙ୍କ ସଂଖ୍ୟା ମଧ୍ୟ ସେଭଳି ବଢ଼ିଚାଲିଛି। ପୂର୍ବାପେକ୍ଷା ଏବେ ଅଧିକ ରୋଗୀ ଚିହ୍ନଟ...

Advertisement
Archives

Model This Week