ମଝି ସିଟ୍‌ ଖାଲି ରଖିବାକୁ ବିମାନ କମ୍ପାନୀଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨।୬: ବର୍ତ୍ତମାନ କରୋନା ମାମଲା ବଢୁଥିବାରୁ ସରକାର ଏହାକୁ ନଜରରେ ରଖି କଟକଣା କୋହଳ କରିଥିଲେ ମଧ୍ୟ ସତର୍କତା ଅବଲମ୍ବନ କରୁଛନ୍ତି। ମେ ମାସ ୨୫ ପରଠାରୁ ସାରା ଦେଶରେ ଘରୋଇ ବିମାନ ଉଡ଼ାଣକୁ ଅନୁମତି ମିଳିଛି। ଏଭଳି ସ୍ଥିତିରେ ବିମାନ ମଧ୍ୟରେ ମଝି ସିଟିକୁ ଖାଲି ରଖିବାକୁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ କମ୍ପାନୀଗୁଡିକୁ ନିର୍ଦ୍ଦେଶ ରହିଛି। ଅଧିକ ପାସେଞ୍ଜର ଲୋଡ୍‌ ରହିବା କ୍ଷେତ୍ରରେ ଯଦି କମ୍ପାନୀ ମଝି ସିଟ୍‌କୁ ବ୍ୟବାହାର କରନ୍ତି ତେବେ ଅତିରିକ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ମଧ୍ୟ କୁହାଯାଇଛି। ଏଥିଲାଗି ୩ ଲେୟାର ବିଶିଷ୍ଟ ଫେସ୍‌ ମାସ୍କ, ଫେସ୍‌ ସିଲ୍ଡ ବ୍ୟବହାର କରିବାକୁ ଡିଜିସିଏ ଏୟାର ଅର୍ଡରରେ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରପ୍ତାନି କଟକଣା ପରେ କମୁଛି ପିଆଜ ଦର

ଭୁବନେଶ୍ୱର,୪-୧୦: ସରକାର ପିଆଜ ରପ୍ତାନିକୁ ନିଷେଧ ଏବଂ ମହଜୁଦ ଉପରେ ସୀମା ଲଗାଇବା ପରେ ଏହାର ଦର ଆସ୍ତେ ଆସ୍ତେ କମୁଛି। ଏହାର ପାଇକାରୀ ଦର...

ଜିଏସ୍‌ଟି ନିୟମକୁ କେନ୍ଦ୍ରର ଅବମାନନା; ଅନ୍ୟତ୍ର ବ୍ୟବହାର ହୋଇଛି କ୍ଷତିପୂରଣ ସେସ୍‌:ସିଏଜି

ନୂଆଦିଲ୍ଲୀ: କେନ୍ଦ୍ର ଗୋଟିଏ ପଟେ କହୁଛି ରାଜ୍ୟଗୁଡ଼ିକୁ କ୍ଷତିପୂରଣ ଦେବା ଲାଗି ରାଜକୋଷରେ ଅର୍ଥ ନାହିଁ। ହେଲେ ନିକଟରେ ସାମଗ୍ରୀ ଓ ସେବା ଟିକସ(ଜିଏସ୍‌ଟି) ସମ୍ପର୍କରେ...

ନୂଆ ସରକାରଙ୍କ ନୀତି ଉପରେ ହେବ ରେଟିଙ୍ଗ୍‌ସ: ମୁଡିଜ୍‌

ନୂଆଦିଲ୍ଲୀ,୨୪-୫: କେନ୍ଦ୍ରରେ ନୂଆ ସରକାର ନେବାକୁ ଥିବା ଆର୍ଥିକ ନୀତି ଉପରେ ଭାରତର ରେଟିଙ୍ଗ୍‌ସ ନିର୍ଭର କରିବ ବୋଲି କ୍ରେଡିଟ୍‌ ରେଟିଙ୍ଗ୍‌ ଏଜେନ୍ସି ମୁଡିଜ୍‌ ପକ୍ଷରୁ...

ଟେଲିକମ୍‌ କମ୍ପାନୀଙ୍କ ସମସ୍ୟା ସମାଧାନ ଲାଗି ସିଓଏସ୍‌ ଦେବ ପ୍ରସ୍ତାବ

ନୂଆଦିଲ୍ଲୀ,୩୦-୧୦: ଦେଶର ଟେଲିକମ୍‌ ଶିଳ୍ପ ବର୍ତ୍ତମାନ ଆର୍ଥତ୍କ ସମସ୍ୟା ସାମ୍ନା କରୁଥିବା ବେଳେ ଏହାର ସମାଧାନ ଲାଗି କ୍ୟାବିନେଟ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ ସେକ୍ରେଟେରୀ କମିଟି(...

ଗରିବୀ ସର୍ଭେ ଆରମ୍ଭ କଲେ ସରକାର

ନୂଆଦିଲ୍ଲୀ,୨୨-୨: ଦେଶରେ ଗରିବୀର ଆକଳନ କରିବା ଲାଗି ସରକାର ନୂଆ ସର୍ଭେ ଆରମ୍ଭ କରିଛନ୍ତି। ଏହା ମଧ୍ୟରେ ପୋଷଣର ମାତ୍ରା, ପିଇବା ପାଣି, ହାଉସିଂ, ରନ୍ଧନ...

ଅଭିବୃଦ୍ଧି ପାଇଁ ତ୍ୱରିତ ପଦକ୍ଷେପ ନିଆଯିବ: ନିର୍ମଳା

ନୂଆଦିଲ୍ଲୀ,୬-୮: ଦେଶର ଅର୍ଥନୈତିକ ଅଭିବୃଦ୍ଧିରେ ଉନ୍ନତି ଲାଗି ସରକାର ତ୍ୱରିତ ପଦକ୍ଷେପ ଗ୍ରହଣ କରିବେ। ଏହାକୁ ଧ୍ୟାନରେ ରଖି ଦେଶର ବାଣିଜ୍ୟ ଲିଡରଙ୍କଠାରୁ ମତାମତ ଗ୍ରହଣ...

୧୦ନିୟୁତ ଡଲାରର ପୁଞ୍ଜି ଉଠାଇଲା ମିଲ୍କ ମନ୍ତ୍ରା

ମୁମ୍ବାଇ,୨୦।୬: ପ୍ରମୁଖ ଦୁଗ୍ଧ ଷ୍ଟାର୍ଟ ଅପ୍‌ କମ୍ପାନୀ ମିଲ୍କ ମନ୍ତ୍ରାରେ ଆମେରିକାର ଇଣ୍ଟରନ୍ୟାଶନାଲ ଡେଭଲମେଣ୍ଟ ଫାଇନାନ୍ସ କର୍ପୋରେଶନ (ଡିଏଫସି) ୧୦ ନିୟୁତ ଡଲାର ପୁଞ୍ଜି ନିବେଶ...

୩ ମାସରେ ଏଜିଆର୍‌ ଆଦାୟ ଲାଗି ସରକାରଙ୍କ ଲକ୍ଷ୍ୟ

ନୂଆଦିଲ୍ଲୀ,୧୫-୧୧: ଦେଶର ଟେଲିକମ୍‌ କମ୍ପାନୀଙ୍କଠାରୁ ୩ ମାସ ମଧ୍ୟରେ ଆଡଜଷ୍ଟେଟେଡ ଗ୍ରସ୍‌ ରେଭେନ୍ୟୁ (ଏଜିଆର୍‌) ଦେୟ ବାବଦ ଅର୍ଥ ଆଦାୟ ନେଇ ସରକାର ଲକ୍ଷ୍ୟ ରଖିଛନ୍ତି।...


Coronavirus Update

Archives

Model This Week

Why Dharitri