Posted inଜାତୀୟ

ମଞ୍ଚରେ ଦର୍ଶକଙ୍କ ମନ ମୋହିଲେ ଭାଜପା ଏମ୍‌ପି ହେମା

ମଥୁରା,୩।୮: ଛୁଲଣ ଉତ୍ସବ ଅବସରରେ ବୃନ୍ଦାବନର ଶ୍ରୀ ରାଧା ରମଣ ମନ୍ଦିରରେ ଭାଜପା ଏମ୍‌ପି ତଥା ବଲିଉଡ ନାୟିକା ହେମାମାଳିନୀଙ୍କ ନୃତ୍ୟରେ ବିଭୋର ହୋଇଛନ୍ତି ଦର୍ଶକେ। ଶୁକ୍ରବାର ସନ୍ଧ୍ୟାରେ ଆୟୋଜିତ ଏହି ଉତ୍ସବରେ ବହୁ ସଂଖ୍ୟାରେ ଦର୍ଶକ ଉପସ୍ଥିତ ଥିଲେ। ଶାସ୍ତ୍ରୀୟ ନୃତ୍ୟରେ ପାରଙ୍ଗମ ଥିବା ହେମାଙ୍କ ନୃତ୍ୟାଭିନୟ ବେଶ୍‌ ଚିତାକର୍ଷକ ଥିଲା। ଭାରତନାଟ୍ୟମ୍‌ ପୋଷାକ ପରିଧାନ କରି ଏହି ନୃତ୍ୟାଙ୍ଗନା ବେଶ୍‌ ଆକର୍ଷଣୀୟ ଢଙ୍ଗରେ ନୃତ୍ୟ ପରିବେଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଗିଲେ ଦିଦି, ଭାଷଣ ଦେବାକୁ ମନା କଲେ

କୋଲକାତା,୨୩।୧: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ପାଳନ ଅବସରରେ ଭିକ୍ଟୋରିଆ ମେମୋରିଆଲ ପରିସରରେ ଶନିବାର ଅନୁଷ୍ଠିତ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେବାକୁ ପଞ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ...

ସରକାରଙ୍କ ଅଯଥା ହସ୍ତକ୍ଷେପ ଯୋଗୁ ଉଦ୍ୟୋଗ ବିକାଶର ହେଉଛି ଗତିରୋଧ: ମୋଦି

ଧର୍ମଶାଳା,୭।୧୧: ପୁଞ୍ଜି ନିବେଶ କ୍ଷେତ୍ରରେ ସରକାରଙ୍କ ଅଯଥା ହସ୍ତକ୍ଷେପ ଯୋଗୁ ଉଦ୍ୟୋଗ ବିକାଶର ଗତିରୋଧ ହେଉଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ହିମାଚଳପ୍ରଦେଶର ଧର୍ମଶାଳାରେ...

ଛୋଟ ପିଲାଙ୍କୁ ଢ଼ାଲ କରି ସୁରକ୍ଷାକର୍ମୀଙ୍କ ସହ ଲଢ଼ିବାକୁ ଯୋଜନା କରୁଛନ୍ତି ମାଓବାଦୀ

ରାୟପୁର,୨୦।୭: ଲଗାତାର ଆତ୍ମସମର୍ପଣ, ଗିରଫ ତଥା ଏନ୍‌କାଉଣ୍ଟର ଆଦିରେ ମାଓବାଦୀ ସଦସ୍ୟଙ୍କ ସଂଖ୍ୟା କମିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଛତିଶଗଡ଼ ମାଓବାଦୀ ପ୍ରବଣ ଅଞ୍ଚଳରେଏକ...

ଲକ୍ଷ୍ନୌରେ ମହିଳା ଡାକ୍ତର କରୋନା ପଜିଟିଭ୍‌

ଲକ୍ଷ୍ନୌ,୧୩।୪: ଉତ୍ତରପ୍ରଦେଶରେ କରୋନା ମାମଲା ଧୀରେ ଧୀରେ ବୃଦ୍ଧି ପାଇବାରେ ଲାଗିଛି। ଏହିକ୍ରମରେ ଲକ୍ଷ୍ନୌରେ ଜଣେ ମହିଳା ଡାକ୍ତର କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ଗତ...

ବୁଷ୍ଟର ଡୋଜ୍‌କୁ ମିଳିଲାନି ଅନୁମତି

ନୂଆଦିଲ୍ଲୀ, ୧୩।୧୨: କୋଭିଡ୍‌-୧୯ର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମଣ ବିଭିନ୍ନ ଦେଶକୁ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କୋଭିଡ୍‌ ଟିକାର ବୁଷ୍ଟର ଡୋଜ୍‌ ପ୍ରଦାନ...

‘୩୭୦’ ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୬ା୯: ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ଚ୍ୟାଲେଞ୍ଜ କରି ଦାଏର ଏକାଧିକ ପିଟିଶନର ଶୁଣାଣି କରି ସୁପ୍ରିମକୋର୍ଟ ମଙ୍ଗଳବାର ରାୟ ସଂରକ୍ଷିତ ରଖିଛନ୍ତି। କ୍ରମାଗତ ୧୬...

ହରିୟାଣାରେ ଥ୍ରୀ-ଡି ବନାମ ଥ୍ରୀ-ପି ଲଢ଼େଇ…

ଚଣ୍ଡିଗଡ଼,୨୧।୬ : ସମ୍ପ୍ରତି ହରିୟାଣାରେ ଥ୍ରୀ-ଡି ବନାମ ଥ୍ରୀ-ପି ଲଢ଼େଇ ଚାଲିଛି। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ତଥା ଭାଜପାର ଚାଣକ୍ୟ ଅମିତ ଶାହା ସିରସା ଗସ୍ତ ସମୟରେ...

ଡାହାଣୀ ସନ୍ଦେହ: ମା’ ଓ ନାବାଳିକା କନ୍ୟାଙ୍କୁ ଗଳାକାଟି ହତ୍ୟା କଲେ ଗ୍ରାମବାସୀ; ବାପା-ନାବାଳକ ପୁଅ ବହୁ କଷ୍ଟରେ ବର୍ତ୍ତିଲେ

ଜାମସେଦ୍‌ପୁର,୨୯।୬: ଆଧୁନିକ ସମାଜରେ ଏବେ ମଧ୍ୟ ଅନେକ କୁସଂସ୍କାର ରହିଛି। ଏହାଯୋଗୁ ବେଳେବେଳେ ମୂଲ୍ୟବାନ ଜୀବନ ଚାଲିଯାଉଛି। ଏହାର ଏକ ସଦ୍ୟତମ ଘଟଣା ଛତିଶଗଡ଼ ପଶ୍ଚିମ...

Advertisement
Archives

Model This Week