Posted inଫୁରସତ

ମଣିଷଙ୍କୁ ଅମର କରୁଥିବା ଯୀଶୁଙ୍କ ହୋଲି ଗ୍ରୀଲ୍‌ ଏବେ କେଉଁଠି ?

ରୋମ୍‌,୧୨।୨: ଯୀଶୁଖ୍ରୀଷ୍ଟଙ୍କ ପ୍ରକୃତ ହୋଲି ଗ୍ରୀଲ୍‌ ଏବେ କେଉଁଠି ରହିଛି ସେ ନେଇ ଅନୁସନ୍ଧାନ ଜାରି ରହିଛି। ଏହି କୁହୁକ ପାତ୍ରକୁ ପାନୀୟ ପିଇବାରେ ଯୀଶୁ ବ୍ୟବହାର କରୁଥିଲେ। ଏହାକୁ ମଣିଷ ବ୍ୟବହାର କଲେ ଅମରତ୍ୱ ଲାଭ ହୋଇଥାଏ ବୋଲି ଶ୍ରଦ୍ଧାଳୁ କହିଥାନ୍ତି। ପ୍ରତି ଚର୍ଚ୍ଚରେ ଏଭଳି ହୋଲି ଗ୍ରୀଲ୍‌ ରହିଛି। ତେବେ ସେସବୁ ମଧ୍ୟରେ ପ୍ରକୃତ କେଉଁଟି ତାହା କେହି ଜାଣି ନାହାଁନ୍ତି। ୟୁରୋପର ୨୦୦ରୁ ଅଧିକ ଚର୍ଚ୍ଚରେ ଏଭଳି ପାତ୍ର ରହିଛି। ଏସବୁକୁ ପ୍ରକୃତ ବୋଲି କେହି କେହି କହିଥାନ୍ତି। ତେବେ ସ୍ପେନ୍‌ର ବୈଲେସିଆ ସହରରେ ଥିବା ପାତ୍ରକୁ ଶ୍ରଦ୍ଧାଳୁ ପ୍ରକୃତ ବୋଲି କୁହନ୍ତି। ପ୍ରସିଦ୍ଧ ଚିତ୍ରକର ଲିଓନାଡ଼ୋ ଦି ଭିଞ୍ଜ୍‌ଙ୍କ ପେଟିଂ ‘ଲାଷ୍ଟ ସପର’ରେ ଯୀଶୁ କିଛି ଲୋକଙ୍କ ସହିତ ଖାଦ୍ୟ ଗ୍ରହଣ କରୁଥିବାର ଦେଖିବାକୁ ମିଳୁଛି। ପାଖରେ ହୋଲି ଗ୍ରୀଲ୍‌ ମଧ୍ୟ ରହିଛି। ଏହି ପାନୀୟ ପାତ୍ର ପ୍ରକୃତରେ କେଉଁ ଚର୍ଚ୍ଚରେ ରହିଛି ସେ ନେଇ ଖୋଜାଖୋଜି ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ନ ଥିବାରୁ ପହଞ୍ଚି ପାରିଲାଣି ମହାପ୍ରୟାଣ ଯାନ, ଖଟିଆରେ ବୁହା ହେଲା ମୃତଦେହ

ଦାରିଙ୍ଗବାଡ଼ି, ୩।୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଉପାନ୍ତ ଅଞ୍ଚଳରେ ରାସ୍ତା ନଥିବାରୁ ମୃତଦେହକୁ ଖଟିଆରେ ବୁହାହେବା ଘଟଣା ଏବେ ମୋବାଇଲକୁ ମୋବାଇଲ ଭାଇରଲ…

ସ୍କୁଟିରେ ଯାଉଥିଲେ ମହିଳା, ସୁନାଚେନ୍‌ ଝାମ୍ପିନେଲେ ଦୁର୍ବୃତ୍ତ

କର୍ଲାମୁଣ୍ଡା,୩ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଫାଣ୍ଡି ଅନ୍ତର୍ଗତ ଅବୁଜବାହାଲ-ବଡଡୁଙ୍ଗୁରୀଗୁଡା ରାସ୍ତାର ଭାଲୁଡୁଙ୍ଗୁରୀ ନିକଟରେ ଶନିବାର ଅପରାହ୍ନରେ ଜଣେ ମହିଳାଙ୍କ ଠାରୁ ସୁନାଚେନ୍‌…

ବାଙ୍କିପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ନିଶ୍ଚିତ? କୀର୍ତ୍ତି ଆଜାଦଙ୍କ ଭାଇ କଲେ ବଡ଼ ଦାବି

ପାଟନା,୩।୮: ବିହାରର ବାଙ୍କିପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନର ଫଳାଫଳ ଆସୁଛି। ଇତି ମଧ୍ୟରେ, ପୂର୍ବତନ ଭାରତୀୟ ପୋଲିସ ସେବା (IPS) ଅଧିକାରୀ ଯଶୋବର୍ଦ୍ଧନ ଝା ଆଜାଦ…

ଷ୍ଟେଶନରେ ଚଲାବୁଲା କରୁଥିଲେ ଅଜଣା ବ୍ୟକ୍ତି, ହଠାତ୍‌ ହେଲା ରକ୍ତବାନ୍ତି, ଆଉ ତା’ ପରେ…

ନନ୍ଦପୁର,୩ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ପାଲିବା ରେଳ ଷ୍ଟେଶନ ବାହାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି।…

ପ୍ରଧାନମନ୍ତ୍ରୀଙ୍କ ପାଇଁ ଆପତ୍ତିଜନକ ଶବ୍ଦ ବ୍ୟବହାର କରିଥିବା ନାବାଳିକାଙ୍କ ବିରୁଦ୍ଧରେ ନିଆଯିବ ନାହିଁ କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୩।୮: ଗତ ମାସରେ ଜନ୍ତର ମନ୍ତରରେ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ଆୟୋଜିତ ଛାତ୍ର ପ୍ରତିବାଦ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୁଦ୍ଧରେ ଆପତ୍ତିଜନକ ମନ୍ତବ୍ୟ…

ଏଇ ଭାରତରେ

ଗଙ୍ଗାନଦୀକୁ ସଫା କରିବା ପାଇଁ ୨୦୧୪ରେ କେନ୍ଦ୍ର ସରକାର ନମାମୀ ଗଙ୍ଗେ ଯୋଜନା ଆରମ୍ଭ କରିଥିଲେ ମଧ୍ୟ ବ୍ୟକ୍ତିଗତ ସ୍ତରରେ ଉତ୍ତରପ୍ରଦେଶ ରାମପୁରର ପଟଓ୍ବାଇ ଗାଁର ୨୩…

ଶବ୍ଦ ପଛର ସତ୍ୟ

ଆମେ ସାଧାରଣତଃ ଧରିନେଉ ଯେ ଲୋକେ ଯାହା କହନ୍ତି, ସେହି ଅର୍ଥରେ ହିଁ କହନ୍ତି। କିନ୍ତୁ ବାସ୍ତବ ଜୀବନରେ ଅନେକ ସମୟରେ ଶବ୍ଦ ଓ ଉଦ୍ଦେଶ୍ୟ ମଧ୍ୟରେ…

ନକଲ ପାଇଁ ଅକଲ ଦରକାର

ମଣିଷ ଏକ ସାମାଜିକ ପ୍ରାଣୀ ଏବଂ ଅନୁକରଣ କରିବା ତା’ର ଜନ୍ମଗତ ପ୍ରବୃତ୍ତି। ଶିଶୁଟିଏ ଜନ୍ମ ହେବା ପରେ ନିଜ ପରିବାର ଓ ଆଖପାଖର ଲୋକଙ୍କୁ ଦେଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri