Posted inଫୁରସତ

ମଣିଷ ଭଳି ପରସ୍ପରକୁ ଆଲିଙ୍ଗନ କଲେ ଦୁଇ ଗୋଧି: ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ସୋସିଆଲ୍‌ ମିଡ଼ିଆରେ ଶେୟାର କରାଯାଇଥିବା ଏକ ଭିଡ଼ିଓକୁ ନେଇ ଚର୍ଚ୍ଚା ଜାରି ରହିଛି। ଏହାକୁ ଆଇପିଏସ୍‌ ଅଫିସର ଦୀପାଂଶୁ କାବରା ଶେୟାର କରିଛନ୍ତି। ୫୩ ସେକେଣ୍ଡର ଏହି ଭିଡ଼ିଓରେ ରାସ୍ତାରେ ପରସ୍ପରକୁ ଭେଟି ଥିବା ଦୁଇ ଗୋଧିଙ୍କୁ ଦେଖିବାକୁ ମିଳୁଛି। ସେମାନେ ମଣିଷ ଭଳି ପରସ୍ପରକୁ କୁଣ୍ଢାଇ ଆଲିଙ୍ଗନ କରୁଥିବାର ଭିଡ଼ିଓରେ ଦେଖିବାକୁ ମିଳୁଛି। ଦୀପାଂଶୁ ଏଡି ଭିଡ଼ିଓକୁ ଜୁନ୍‌ ୧୨ ପୂର୍ବାହ୍ନ ୮ଟା ୨୨ରେ ଶେୟାର କରିଛନ୍ତି। ଦୁଇ ଗୋଧିଙ୍କ ଏଭଳି କାର୍ଯ୍ୟକୁ ରାସ୍ତାରେ ଯାଉଥିବା ଲୋକେ ଅଟକି ରହି ଦେଖୁଥିବାର ମଧ୍ୟ ଭିଡ଼ିଓରେ ଦେଖାଯାଉଛି। ଇତିମଧ୍ୟରେ ଏହି ଭାଇରାଲ ଭିଡ଼ିଓକୁ ୨୦ ହଜାରରୁ ଅଧିକ ୟୁଜର ଦେଖିଥିବାବେଳେ ୨ ହଜାର ଲାଇକ୍‌ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାସନରେ ଭୟ

ଭାରତରେ ଯେବେ ଏକ ପ୍ରକଳ୍ପ ଅଟକିଯାଏ, ଖର୍ଚ୍ଚ ବଢ଼ିଯାଏ ଆମେ ସ୍ବାଭାବିକ ଭାବରେ ସେଥିରେ ଦୁର୍ନୀତି କଥା ଉଠାଇଥାଉ। କିନ୍ତୁ ବେଳେ ବେଳେ ବ୍ୟବସ୍ଥାର ନିଷ୍କ୍ରିୟତା ଯୋଗୁ…

ସରକାର ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri