ମଣ୍ଡିରୁ ଉଠୁନି ଧାନ, ଚାଷୀଙ୍କ ଧାରଣା

ସରଣ୍ଡା,୪।୬(ଡି.ଏନ୍‌.ଏ.): ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ପୂରିବାକୁ ବସିଲାଣି। ହେଲେ ଧାନ କିଣାବିକାରେ ସୁଧାର ଆସୁନାହିଁ। ମଣ୍ଡିକୁ ଧାନ ଆସୁଛି, ମାତ୍ର ତାହା ଠିକ୍‌ ଭାବେ ଉଠୁ ନାହିଁ। ବିକ୍ରି ହୋଇ ନ ପାରି ବହୁପରିମାଣର ଧାନ ମଣ୍ଡିର ଖୋଲା ଆକାଶ ତଳେ ପଡ଼ିରହିଛି। ବର୍ଷାରେ ଭିଜି ତାହା ନଷ୍ଟ ହେବାର ସମ୍ଭାବନା ରହିଛି। ଏହାକୁ ନେଇ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଧାନ ଉଠୁ ନ ଥିବା ପ୍ରତିବାଦରେ ମଙ୍ଗଳବାର ଚାଷୀମାନେ ଅତାବିରା ଆର୍‌ଏମ୍‌ସି ଅଫିସ ସମ୍ମୁଖରେ ଧାରଣା ଦେଇଛନ୍ତି । ବରଗଡ଼ ଲୋକ ସଭା ଏମ୍‌ପି ସୁରେଶ ପୂଜାରୀ ଏହି ଧାରଣାରେ ସାମିଲ ହୋଇଛନ୍ତି। ସେହିପରି ଅତାବିରା ବିଧାୟିକା ତଥା ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ ଧାରଣାସ୍ଥଳରେ ପହଞ୍ଚି ଚାଷୀଙ୍କ ସହିତ ଆଲୋଚନା କରିଛନ୍ତି। ଧାରଣାରେ ବହୁସଂଖ୍ୟକ ଚାଷୀ ସାମିଲ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଶ୍ରମିକଙ୍କ ପକ୍ଷରୁ ବିଶାଳ ସମାବେଶ: କାର୍ଯ୍ୟ ପାଇଁ ଆବେଦନ କଲେ ୪ ଶହ ଶ୍ରମିକ

କର୍ଲାମୁଣ୍ଡା,୬।୬(ଡି.ଏନ.ଏ.): ଶ୍ରମିକମାନଙ୍କ ବିଭିନ୍ନ ସମସ୍ୟା ନେଇ ଓଡିଶା ଇନଫ୍ରାଷ୍ଟ୍ରକଚର୍‌ ୱାର୍କର କଳାହାଣ୍ଡି ଶାଖା ଓ ଅନ୍ୟାନ୍ୟ ଅନୁଷ୍ଠାନ ପକ୍ଷରୁ ୧୪ ଦଫା ଦାବି ସମ୍ବଳିତ ଏକ...

କରୋନା ପ୍ରୋଟୋକଲ୍‌ ମାନୁନାହାନ୍ତି ଭୁବନେଶ୍ୱରର ହସ୍ପିଟାଲ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜଧାନୀର ଅନେକ ହସ୍ପିଟାଲ କରୋନା ପ୍ରୋଟୋକଲ୍‌ ପାଳନ କରୁନାହାନ୍ତି। ସେମାନଙ୍କୁ ଚିହ୍ନଟ କରାଯାଇ ନୋଟିସ କରଯାଇଛି ବୋଲି ଗୁରୁବାର ଖବରଦାତା ସମ୍ମିଳନୀରେ ଭୁବନେଶ୍ୱର ମହାନଗର...

ପିପିଲି ପ୍ରଚାରରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୪(ବ୍ୟୁରୋ):  ପିପିଲି ଉପନିର୍ବାଚନ ଲାଗି ନିର୍ବାଚନମଣ୍ଡଳୀରେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି।  ସବୁ ଦଳର ନେତା ଓ କର୍ମୀ ଓ୍ବାର୍ଡସ୍ତରରୁ ଦାୟିତ୍ୱ ନେଇ ସେଠାରେ ଡେରା...

ବ୍ରାହ୍ମଣୀ-ଗୋବରୀ ନଦୀ ସଂଯୋଗୀକରଣ କାମ ଅଧାରୁ ବନ୍ଦ

ପଟ୍ଟମୁଣ୍ଡାଇ,୧୨ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ପ୍ରବାହିତ ୧୬ କି.ମି.ବ୍ୟାପୀ ଗୋବରୀ ନଦୀ କ୍ରମଶଃ ପୋତି ହୋଇପଡୁଛି। ଫଳରେ ଏହି ନଦୀ ଉପରେ ନିର୍ଭର କରୁଥିବା...

ହାଲକା ଶୀତ

ଭୁବନେଶ୍ୱର,୨୩।୧(ବ୍ୟୁରୋ): ରାଜ୍ୟରେ ହାଲକା ଶୀତ ପଡ଼ିଛି। ୧୭ ସହରରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ସେଲସିୟସ୍‌ ତଳେ ରହିଛି। ତେବେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୭...

ପଦାଧିକାରୀ ହେଲେ ହେଁ ଜୀବନଯାପନ ସାଧାରଣ: ପନିପରିବା ଚାଷ କରନ୍ତି ଛେଣ୍ଡିପଦା ବିଡିଓ

ଛେଣ୍ଡିପଦା,୨୭।୧୧(ସ୍ବ.ପ୍ର.): ଅଧିକାରୀମାନେ ପଦପଦବୀ ମଣ୍ଡନ କରିବା ପରେ ସେମାନଙ୍କର ପ୍ରାୟ ଅଧିକାଂଶ କାର୍ଯ୍ୟ ଅର୍ଡର୍ଲିମାନେ କରିଥାନ୍ତି। ଯେମିତିକି ବଜାରରୁ ପରିବା ଆଣିବା, ଗ୍ରୋସରି ଆଣିବା, ବଗିଚାରେ...

କୃତ୍ରିମ ଅଙ୍ଗ ତିଆରି ଉପରେ ଗୁରୁତ୍ୱ ଦେବେ ସରକାର

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ଦିବ୍ୟାଙ୍ଗଙ୍କ ଲାଗି କୃତ୍ରିମ ଅଙ୍ଗ ନିର୍ମାଣ ଉପରେ ଅଧିକ ଗୁରୁତ୍ୱ ଦେବେ ରାଜ୍ୟ ସରକାର। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଏ...

ବର୍ଷକରେ ୧୩୩ଙ୍କୁ ଗିରଫ କରିଛି ଏସ୍‌ଟିଏଫ୍‌

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ରାଜ୍ୟରେ ନିଶା କାରବାର, ବନ୍ୟପ୍ରାଣୀ ଚୋରା ଚାଲାଣ, ଜାଲ୍‌ ନୋଟ୍‌ ରାକେଟ ରୋକିବାକୁ କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାସ୍କ୍‌ ଫୋର୍ସ (ଏସ୍‌ଟିଏଫ୍‌) ସ୍ବତନ୍ତ୍ର ଅଭିଯାନ ଚଳାଇଛି।...

Advertisement
Archives

Model This Week