ମଣ୍ଡିରେ ତାଲା ପକାଇ ଧାରଣା ଦେଲେ ଚାଷୀ

ବରଗଡ଼ ଅଫିସ,୨୧।୧୨: ବରଗଡ଼ ଜିଲାରେ ଧାନ କିଣାବିକା ସମ୍ପୂର୍ଣ୍ଣ ଭାବେ ସ୍ବାଭାବିକ ହୋଇପାରିନାହିଁ। ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଟୋକନ ମିଳିପାରିନାହିଁ। ସେହିଭଳି ଧାନଚାଷ ହୋଇଥିଲେ ସୁଦ୍ଧା କେତେକ ଚାଷୀଙ୍କ ବିଭିନ୍ନ କିସମର ଜମିକୁ ଧାନ ସଂଗ୍ରହ ପ୍ରକ୍ରିୟାରେ ଅନ୍ତର୍ଭୁକ୍ତ କରାଯାଇ ନ ଥିବା ଅଭିଯୋଗ ହୋଇଛି। ଫଳରେ ଚାଷୀମାନେ ଏପର୍ଯ୍ୟନ୍ତ ସେମାନଙ୍କ ଅମଳ ଧାନକୁ ବିକ୍ରି କରିପାରିନାହାନ୍ତି। ଏହାର ପ୍ରତିବାଦରେ ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ କଲାପାଣି, ବୁଦେଲପାଲି, ବରାହଗୋଡ଼ା, ଆମ୍ବସଢ଼ା ଗ୍ରାମର ଚାଷୀମାନେ ଶନିବାର କଲାପାଣି ମଣ୍ଡିରେ ତାଲା ପକାଇ ଧାରଣାରେ ବସିଛନ୍ତି। ଫଳରେ ଏହି ମଣ୍ଡିରେ ଧାନ କିଣାବିକା ଅଚଳ ହୋଇପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୀମାନ୍ତରେ ପ୍ରବାସୀଙ୍କୁ ଅଟକାଅ: ହାଇକୋର୍ଟ

କଟକ ଅଫିସ,୨୯।୩: ସାରା ବିଶ୍ୱରେ ଏବେ କରୋନା ଆତଙ୍କ। ଭାରତରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ ନେଇ ଦେଶକୁ ୨୧...

ସାପଲତା ପାଲଟିଛି ଦର୍ଶନୀୟ ସ୍ଥାନ

କେନ୍ଦୁଝର, ୨୯।୧(ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ନେକଡା ଘର (ଜାମୁନାଳିଆ) ନିକଟରେ ଜାତୀୟ ରାଜପଥ ୨୦ କଡ଼ରେ ରହିଛି ପ୍ରକୃତିଦତ୍ତ ସାପଲତା ପଥର ଚଟାଣ ା ଏହ...

ତ୍ୟାଗ, ଆଦର୍ଶର ମୂର୍ତ୍ତିମନ୍ତ ପ୍ରତୀକ ଥିଲେ ଗୋପବନ୍ଧୁ

ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ନିଜ ଜୀବନ ଓ ପରିବାରକୁ ବାଜି ଲଗାଇ ଦୁଃଖୀଦରିଦ୍ରଙ୍କ ସେବା କରିବାକୁ ଆଗେଇ ଆସିଥିଲେ। ଓଡ଼ିଶାର ସ୍ବାର୍ଥ,...

କରୋନା ଭୟ: ସମୁଦ୍ର ଜଳପଥ ଭରସା

ମହାକାଳପଡ଼ା,୨୪।୪ (ଡି.ଏନ.ଏ.): ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଦ୍ରୁତଗତିରେ ବଢି ଚାଲିଛି। ଦିଲ୍ଲୀ, ମହାରାଷ୍ଟ୍ର, ଗୁଜରାଟ, ଛତିଶଗଡ଼, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ କରୋନା...

ଏଫ୍‌ଓ ଅପମିଶ୍ରଣର ଆଡ୍ଡାସ୍ଥଳ ନଳିପୁର

ଯାଜପୁର ଅଫିସ,୨୬ା୧୨: ଯାଜପୁର ଜିଲା ଦେଇ ଯାଇଥିବା ଚଣ୍ଡିଖୋଲ-ପାରାଦୀପ ୫୩ ନମ୍ବର ଜାତୀୟ ରାଜପଥର ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ନଳିପୁର ନିକଟ ଅଞ୍ଚଳ ତୈଳ ଜାତୀୟ...

ଡିକି ଭାଙ୍ଗି ୨ଲକ୍ଷ ଲୁଟିନେଲେ ଦୁର୍ବୃତ୍ତ

ଆନନ୍ଦପୁର,୧୧।୬(ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ଥାନା ୪ନଂ ଓ୍ବାର୍ଡ ଲକ୍ଷ୍ମୀବଜାରସ୍ଥିତ ଏକ ଜଳଖିଆ ଦୋକାନ ଆଗରେ ଥିବା ଏକ ବାଇକ୍‌ର ଡିକି ଭାଙ୍ଗି ଦୁର୍ବୃତ୍ତମାନେ ୨...

କରୋନା ପାଇଁ ମୋ ବସ୍‌ରେ ସ୍ବତନ୍ତ୍ର ବିଶୋଧନ

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ଭାଇରସର ବିସ୍ତାରକୁ ରୋକିବା ପାଇଁ କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ପକ୍ଷରୁ ସମସ୍ତ ମୋ ବସ୍‌ ଓ ବସ ଷ୍ଟପରେ ସ୍ବତନ୍ତ୍ର...

ଚାଲିଛି ତାଲା ବନ୍ଦ, ଖୋଲା ଅଭିଯାନ: ଦ୍ୱନ୍ଦ୍ୱରେ ଘରୋଇ ଶିକ୍ଷାନୁଷ୍ଠାନ ଅଭିଭାବକ

ଭଞ୍ଜନଗର,୨୭।୬(ଡି.ଏନ.ଏ.)- ଘରୋଇ ଶିକ୍ଷାନୁଷ୍ଠାନଗୁଡିକ ଶିକ୍ଷା ଅଧିକାର ଆଇନ ଉଲ୍ଲଂଘନ କରି ବେନିୟମ ଭାବେ ଚଳାଇଥିବା ଦର୍ଶାଇ ପ୍ରଶାସନ ପକ୍ଷରୁ ଜଗନ୍ନାଥପ୍ରସାଦ, ଭଞ୍ଜନଗର, ବେଲଗୁଣ୍ଠା ସମେତ ପ୍ରମୁଖ...

Advertisement


Archives

Model This Week