ମତଦାନ କେନ୍ଦ୍ରରେ ସ୍ପାଇଡର୍‌ମ୍ୟାନ

ଜାକର୍ତ୍ତା, ୧୮।୪: ଇଣ୍ଡୋନେସିଆରେ ରାଷ୍ଟ୍ରପତି ଓ ସଂସଦୀୟ ପ୍ରତିନିଧି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ମତଦାନ କେନ୍ଦ୍ରରେ ସ୍ପାଇଡରମ୍ୟାନ୍‌ ଡ୍ରେସ୍‌ରେ କିଛି ଯୁବକ ଭୋଟରଙ୍କୁ ଭୋଟ ଲାଗି ଉତ୍ସାହିତ କରିଥିଲେ। ଏପ୍ରିଲ ୧୭ରେ ଅନୁଷ୍ଠିତ ଏହି ନିର୍ବାଚନରେ ମତଦାନ ପାଇଁ ଭୋଟରଙ୍କ ଅଜବ ଉତ୍ସାହ ଦେଖିବାକୁ ମିଳିଥିଲା। ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକେ ଡଙ୍ଗା ଏବଂ ଟାୟାର ଉପରେ ବସି ଆସି ମତଦାନ କରିଥିଲେ। ସୂଚନାଯୋଗ୍ୟ, ଇଣ୍ଡୋନେସିଆରେ ଅନେକ ସ୍ଥାନରେ ବନ୍ୟା ପରିସ୍ଥିତି ଅସମ୍ବାଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିଶୂଳୀ ସୁଡ଼ଙ୍ଗ ଭିତରେ ‘ହରେ କୃଷ୍ଣ’ ଜପ କରୁଥିଲେ ସଞ୍ଜୟ; ଜନ୍ମାଷ୍ଟମୀରେ ମିଳିଲା ନୂଆ ଜୀବନ

କାଠମାଣ୍ଠୁ,୪।୯: ନେପାଳର ତ୍ରିଶୁଳିରେ ଥିବା ଏକ ଜଳବିଦ୍ୟୁତ ପ୍ରକଳ୍ପର ସୁଡ଼ଙ୍ଗରୁ ଶୁକ୍ରବାର ଦୁଇଜଣ ଶ୍ରମିକଙ୍କୁ ଜୀବିତ ଉଦ୍ଧାର କରାଯାଇଛି। ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟା…

‘ଭାରତର ୪ବନ୍ଧ ଆମ ପାଇଁ ଡେଥ ଓ୍ବାରେଣ୍ଟ’, ଘାବରେଇଲେଣି ପାକିସ୍ତାନୀ ଏକ୍ସପର୍ଟ, ଧମକ ଦେଇ କହିଲେ…

ଇସଲାମାବାଦ,୪।୯: ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିବାକୁ ପଦକ୍ଷେପ ନେବା ପରଠାରୁ ପାକିସ୍ତାନ ବିଷ ଓଗାଳି ଚାଲିଛି। ଇତିମଧ୍ୟରେ, ପାକିସ୍ତାନୀ ଜଳ ବିଶେଷଜ୍ଞ ରସିଦ ଆବାସି…

ମଣିଷ ଭଳି ଭାବିବ AI! OpenAI ଲଞ୍ଚ କଲା GPT-6 Astra

ନୂଆଦିଲ୍ଲୀ,୪।୯: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ କ୍ଷେତ୍ରରେ ଆଉ ଏକ ବଡ଼ ପଦକ୍ଷେପ ନେଇଛି OpenAI । କମ୍ପାନୀ ନିଜର ନୂଆ AI ମଡେଲ୍ GPT-6 Astraର ରୋଲ୍‌ଆଉଟ୍ ଆରମ୍ଭ…

ମେଲୋନିଙ୍କୁ ଖାସ୍‌ ମେସେଜ୍‌ ପଠାଇଲେ ମୋଦି, କହିଲେ ଡିୟର…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୪।୯: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଏକ ନୂଆ ରାଜନୈତିକ ରେକର୍ଡ ସୃଷ୍ଟି କରିଛନ୍ତି। ଏହି ଉପଲବ୍ଧି ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲୋନିଙ୍କୁ ଅଭିନନ୍ଦନ…

ବଡ଼ ଚମତ୍କାର: ନେପାଳ ବନ୍ୟାର ୯ ଦିନ ପରେ ମାଟି ତଳୁ ଜୀବନ୍ତ ଉଦ୍ଧାର ହେଲେ ୨ ବ୍ୟକ୍ତି, ଏବେ ବି ଶୁଣାଯାଉଛି ଆହୁରି ସ୍ବର

କାଠମାଣ୍ଡୁ,୪।୯: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଏକ ବଡ଼ ଚମତ୍କାର ଘଟଣା ସାମ୍ନାକୁ ଆସିଛି। ରସୁୱା ଜିଲାରେ ବନ୍ୟା ପରେ ତ୍ରିଶୁଳୀ-୩ଏ ହାଇଡ୍ରୋପାୱାର ପ୍ରକଳ୍ପର…

ଭଉଣୀଙ୍କ ବଢୁଥିଲା ଫଲୋଅର୍ସ, ସହି ନ ପାରି ଭାଇ ନେଲେ ଚରମ ପଦକ୍ଷେପ

ଇସଲାମାବାଦ୍‌,୪।୯: ପାକିସ୍ତାନର ପଞ୍ଜାବ ପ୍ରଦେଶରେ ଜଣେ ୧୮ ବର୍ଷର ଝିଅ ନିଜ ସୋସିଆଲ ମିଡିଆ ଲୋକପ୍ରିୟତାକୁ ନେଇ ସୃଷ୍ଟି ହୋଇଥିବା ବିବାଦ କାରଣରୁ ନିଜ ସାନ ଭଉଣୀକୁ…

ଜନ୍ମଗତ ନାଗରିକତ୍ୱ: ଟ୍ରମ୍ପ୍‌ଙ୍କ ନୂତନ ନିର୍ଦ୍ଦେଶନାମା ଉପରେ ରୋକ

ଓ୍ବାଶିଂଟନ,୪।୯(ପି.ଟି.): ଆମେରିକାର ସୁପ୍ରିମକୋର୍ଟ ତାଙ୍କର ପୂର୍ବ ପ୍ରୟାସକୁ ପ୍ରତ୍ୟାଖ୍ୟାନ କରିବା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜାରି କରିଥିବା ଜନ୍ମଗତ ନାଗରିକତା ପାଇବାକୁ ଯୋଗ୍ୟ ବ୍ୟକ୍ତିଙ୍କ ସଂଖ୍ୟାକୁ…

ଇସ୍ରୋର ଆଉ ଏକ ବଡ଼ ସଫଳତା, ଲଞ୍ଚ ହେଲା EOS-05 ସାଟେଲାଇଟ୍

ନୂଆଦିଲ୍ଲୀ,୪ା୯: ଭାରତୀୟ ଅନ୍ତରୀକ୍ଷ ଗବେଷଣା ସଂସ୍ଥା (ଇସ୍ରୋ) ଅନ୍ତରୀକ୍ଷ କ୍ଷେତ୍ରରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ୍ ସେଣ୍ଟରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri